Browsing Category

ରାଜନୀତି

ଉମରକୋଟ ଓ ଝରିଗାଁରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ନବରଙ୍ଗପୁର: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର ଆରମ୍ଭ କରି ଦଳର ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କୁ ବିପୁଳ ପରିମାଣର ଭୋଟଦେଇ

ମୁଖ୍ୟମନ୍ତ୍ରୀ ଦୁଇଟି ଆସନରୁ ନିର୍ବାଚନ ଲଢ଼ି ଉତ୍ତରାଧିକାରୀ ଚୟନ କରିବାକୁ ଚାହୁଁଛନ୍ତି: ସମୀର ମହାନ୍ତି

ଭୁବନେଶ୍ୱର: ହିଞ୍ଜଳି ଏବଂ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଉତ୍ତରାଧିକାରୀଙ୍କ ପାଇଁ ରାସ୍ତା ତିଆରି କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ଭି.କେ ପାଣ୍ଡିଆନଙ୍କ ହାତରେ ଓଡ଼ିଶା ଶାସନ ଭାର ଦେବା

ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ଵର: ଆସନ୍ତା ମେ’ ୨୦ରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟ। ଏଥିପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁନ୍ଦରଗଡ, ବଲାଙ୍ଗୀର, ଆସ୍କା, କନ୍ଧମାଳ, ବରଗଡ ପାଇଁ ବିଜ୍ଞପ୍ତି ଜାରି ହୋଇଛି । ସୂଚନା ଅନୁସାରେ, ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ବରଗଡ଼,

ମାଲକାନଗିରିରେ ବିଜେଡିର ୨, କଂଗ୍ରେସର ୨ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ

ମାଲକାନଗିରି: ଆଜି ମାଲକାନଗିରି ବିଧାନସଭା ଆସନ ଏବଂ ଚିତ୍ରକୋଣ୍ଡା ବିଧାନସଭା ଆସନରୁ କଂଗ୍ରେସ ଏବଂ ବିଜେଡିର ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।ଗରମକୁ ଖାତିରି ନକରି ବିଜେଡି ଓ କଂଗ୍ରେସ ନିଜ ନିଜର ପରାକ୍ରମ ଆଜି ମାଲକାନଗିରିରେ ଦେଖାଇଛନ୍ତି। ବିଜେଡିର ମାଲକାନଗିରି ବିଧାନସଭା

କଟକ ବାରବାଟୀ ରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ

କଟକ: ଚଳିତ ନିର୍ବାଚନ ଲଢ଼ିବେ କି ମୋକିମଙ୍କ ଝିଅ ! କଟକ ବାରବାଟୀ ରୁ କଂଗ୍ରେସ ପ୍ରାର୍ଥୀ ହୋଇପାରନ୍ତି ମୋକିମଙ୍କ ଝିଅ । ବର୍ତମାନ କଟକ ବାରବାଟୀରୁ କଂଗ୍ରେସ ବିଧାୟକ ଅଛନ୍ତି ମହମ୍ମଦ ମୋକିମ । କିନ୍ତୁ ଏବେ ମହମ୍ମଦ ମୋକିମଙ୍କ ସ୍ଥାନରେ ଝିଅ ସୋଫିଆ ଫିର୍ଦ୍ଦୋସ ଲଢିପାରନ୍ତି

ରାଜ୍ୟ ସରକାରଙ୍କ ବିରୋଧରେ ଲୋକାର୍ପିତ ହେଲା ବିଜେପିର ଚାର୍ଜସିଟ୍

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ଚାର୍ଜସିଟ୍ ଲୋକାର୍ପିତ । ଚାର୍ଜସିଟ୍‌ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ । କେତେଦିନ ସହିବା, ପରିବର୍ତ୍ତନ ଆଣିବା’ ନାଁରେ ତିଆରି ହୋଇଛି ଚାର୍ଜସିଟ୍ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି ୨୫

୩୬ଟି ସ୍ଥାନରେ ନିର୍ବାଚନୀ ପ୍ରଚାର କରିବେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ଚଳିତ ସାଧାରଣ ନିର୍ବାଚନ ପାଇଁ ଆଜି ପ୍ରଚାର ଆରମ୍ଭ କରିଦେଇଛନ୍ତି।‌ ସେ ଆସନ୍ତା ମେ’ ମାସ ୨୯ ତାରିଖ ଭିତରେ ମୋଟ୍‌ ୩୬ଟି ସ୍ଥାନରେ ନିର୍ବାଚନ ପ୍ରଚାର କରିବେ। ରାଜ୍ୟର ୨୧ଟି ଲୋକସଭା କ୍ଷେତ୍ର ଓ ଏହାର

ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ, ବିରୋଧିଙ୍କୁ କଲେ ଟାର୍ଗେଟ

ବ୍ରହ୍ମପୁର : ଆଜି ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ଏହି ଅବସରରେ ଭୋଟରଙ୍କୁ 5T ରୂପାନ୍ତରଣ ଗ୍ୟାରେଣ୍ଟି ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର

ବିଜେପିରେ ମିଶିଲେ ବିଧାୟିକା ସୀମାରାଣୀ ନାୟକ

ଭୁବନେଶ୍ବର: ଗତକାଲି ବିଜେଡି କାଟିଥିଲା ଟିକେଟ। ଆଜି ବିଜେପିରେ ଯୋଗ ଦେଲେ ବିଧାୟିକା ସୀମାରାଣୀ ନାୟକ। ଲଗାତାର ଦୁଇ ଥର ହିନ୍ଦୋଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିବା ସୀମାରାଣୀଙ୍କୁ ଏଥର ଟିକେଟ ଦେଇନି ବିଜେଡି। ତାଙ୍କ ବଦଳରେ ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କୁ ହିନ୍ଦୋଳରୁ ପ୍ରାର୍ଥୀ