Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓଡ଼ିଆ ଭାଷାରେ ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ର ଜାରି କଲା ବିଜେପି
ଭୁବନେଶ୍ୱର: ଚଳିତ ନିର୍ବାଚନ ପାଇଁ ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ନିଜର ଇସ୍ତାହାର ‘ମୋଦୀ କି ଗ୍ୟାରେଣ୍ଟି’ ସଂକଳ୍ପ ପତ୍ରର ଓଡ଼ିଆ ସଂସ୍କରଣ ଉନ୍ମୋଚନ କରିଛି। ଭୁବନେଶ୍ୱରସ୍ଥିତ ଦଳର ରାଜ୍ୟ ମୁଖ୍ୟାଳୟରେ ଏହି ଦସ୍ତାବିଜ ଉନ୍ମୋଚନ କରାଯାଇଛି। ଯେଉଁଥିରେ ବରିଷ୍ଠ ନେତାମାନେ!-->…
ଶଙ୍ଖ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର
ଭୁବନେଶ୍ବର: ବିଜେଡି ଛାଡ଼ି ବିଜେପିରେ ମିଶିଲେ ପୂର୍ବତନ ଭଟଲୀ ବିଧାୟକ ତଥା ମନ୍ତ୍ରୀ ବିମ୍ବାଧର କୁଅଁର । ଆଜି ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି ।
ଦଳରେ ସାମିଲ ହେବା ପରେ ବିମ୍ବାଧର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ!-->!-->!-->…
ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହେବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସସପେଣ୍ଡ
ବୌଦ୍ଧ: ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଲମ୍ବସରୀର ରାଧାମାଧବ ହାଇସ୍କୁଲର ସତ୍ୟନାରାୟଣଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ!-->…
ମାଲକାନଗିରିରେ ଶଙ୍ଖ ଛାଡ଼ି ପଦ୍ମ ଧରିଲେ ୨୦ରୁ ଊର୍ଦ୍ଧ୍ବ ତୁଙ୍ଗନେତା
ମାଲକାନଗିରି: ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ଲକ୍ଷ୍ମୀପ୍ରିୟାକୁ ଟିକଟ ଦେବା ପରେ ଇସ୍ତଫାର ସୁଅ ଛୁଟୁଥିଲା। ମାଥିଲି ବ୍ଲକ ଅଧ୍ୟକ୍ଷ, ଖଇରପୁଟ ବ୍ଲକ ଅଧ୍ୟକ୍ଷ ସମେତ ଏହି ଦୁଇ ବ୍ଲକର ଉପାଧ୍ୟକ୍ଷ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଥିଲେ। ଆଜି ମାଥିଲିର ବ୍ରାହ୍ମଣଗୁଡା ଠାରେ ବିଜେପି ତରଫରୁ!-->…
ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ବର୍ଷା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା
ଭୁବନେଶ୍ୱର : ନବୀନ ନିବାସରେ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ପହଞ୍ଚିଛନ୍ତି ଅଭିନେତ୍ରୀ ବର୍ଷା । ବଡ଼ଚଣାରୁ ବିଜେଡି ବିଧାୟକ ପ୍ରାର୍ଥୀ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଏହାପରେ ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ଶୁଭେଚ୍ଛା!-->…
ପୋଲସରା ରେ ଝୁଣ୍ଟିଲାଣି ବିଜେଡ଼ି ଅଡୁଆ ବଢୁଛି ଶ୍ରୀକାନ୍ତ ଙ୍କ..!
ଦୁଇ ନାରୀ ନେତ୍ରୀ ବିଜେଡି ପାଇଁ କଣ୍ଟା...!!
ଆସିକା ରେ ଉବୁଟୁବୁ ଗୋଷ୍ଠୀ କନ୍ଦଳ :ବିଜେଡ଼ି ସାଂସଦ ପ୍ରାର୍ଥନୀ ଙ୍କ ପ୍ରମିଳା ଓ ଗୋଦି ମିଡ଼ିଆ ଉପରେ ଭରସା….!
ବ୍ରହ୍ମପୁର: ଦୀର୍ଘ ବର୍ଷର ତପସ୍ୟା ପରେ ଆସିକା ସଂସଦୀୟ କ୍ଷେତ୍ରରେ ହରସାହୁ ଙ୍କ କନ୍ୟା ଙ୍କୁ ବିଜେଡ଼ି ଏମପି ଟିକେଟ ଦେଇଛି। ହେଲେ ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ, ପୋଲସରା, ଆସିକା ରେ ଶାସକ ଦଳ ଭିତରେ ଗୋଷ୍ଟି କନ୍ଦଳ ଏବେ ରଞ୍ଜିତା ଙ୍କୁ ଅଡୁଆ ରେ ପକେଇ ଥିବା ଆଲୋଚନା ହେଉଛି। ବିକଳ୍ପ ଭାବେ!-->…
ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା
ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ!-->…
ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ
ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ ।
ଆଜି ବିଜେପି ରାଜ୍ୟ କାର୍ଯ୍ୟଳୟରେ ବେଦବ୍ୟାସ ସହ ଶହଶହ!-->!-->!-->…
ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି
ଭୁବନେଶ୍ବର: ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି । ବିଜେପି ଅଭିଯୋଗ କରିଛି ଯେ, ବିଜେଡି ନେତା ତଥା 5-ଟି ଅଧ୍ୟକ୍ଷ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି ।
ଦଳ ଆହୁରି କହିଛି ଯେ, ବସ୍ ଦୁର୍ଘଟଣାରେ ଆହତ!-->!-->!-->…