Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଏପ୍ରିଲ ୧୫ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ପିସିସି ସଭାପତି
ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ କଂଗ୍ରେସ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି। ଶନିବାର ଦଳର ସମ୍ଭାବ୍ୟ ପ୍ରାର୍ଥୀଙ୍କ!-->…
ହାତ ଧରିଲେ ଅସିତ୍ ପଟ୍ଟନାୟକ
ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ!-->…
ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା
ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି ।
କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ ଟିକେଟ୍ ଦେଇନି ବିଜେଡି!-->!-->!-->…
ମୁଁ ବିଜେପିରେ ଅଛି : ଦିଲୀପ ରାୟ
ରାଉରକେଲା : ଦିଲ୍ଲୀରୁ ଫେରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ମିଳିଛି। ସାଧାରଣ ଲୋକ ଓ ବିଜେପି କର୍ମୀମାନେ ତାଙ୍କୁ ବାଣ ଫୁଟାଇ ସ୍ୱାଗତ କରିଛି। ଦିଲୀପ ରାଏଙ୍କ ସହିତ ବିଜେପିର ସୁନ୍ଦରଗଡ଼ ସଂସାଦ!-->…
୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ : ତୋମାର
ଭୁବନେଶ୍ୱର : ଦୁଇ ତିନି ଦିନ ଭିତରେ ଆସିବ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନହରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏହା କହିଛନ୍ତି ବିଜେପି ଓଡିଶା ପ୍ରଭାରୀ ବିଜୟ ପାଲ ସିଂ ତୋମାର । ଆଶାୟୀ ପ୍ରାର୍ଥୀ ଦଳୀୟ ଅଫିସରେ ଟିକେଟ ପାଇଁ!-->…
ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
କୁଚିଣ୍ଡା : ସେପଟେ କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର । ପ୍ରଥମେ କୁଚିଣ୍ଡା ବାନ୍ଦୁବାସ ସ୍ଥିତ ହନୁମାନ ମନ୍ଦିରକୁ ଯାଇ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ଧର୍ମେନ୍ଦ୍ର । ଏହାପରେ ସାଧାରଣ ସଭାରେ ଯୋଗ ଦେଇ ଲୋକଙ୍କୁ ଭୋଟ ଭିକ୍ଷା କରିବେ । ପରେ ଏକ ବାଇକ୍ ରାଲିରେ!-->…
ନିର୍ବାଚନ ଇସ୍ତାହାର କମିଟି ଘୋଷଣା, ୩୮ ଜଣିଆ କମିଟି ଗଠନ କଲା ବିଜେଡି
ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନକୁ ଦୃଷ୍ଟରେ ରଖି ଇସ୍ତାହାର କମିଟି ଘୋଷଣା କଲା ବିଜେଡି। ୩୮ ଜଣିଆ ଇସ୍ତାହାର କମିଟି ଗଠନ କରିଛି!-->…
ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ
ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ । ଦଳ ଅଣଦେଖା କରିବାରୁ ସେ ବିଜେପିର ପ୍ରାଥମିକ ସଦସ୍ଯ ପଦରୁ!-->…
ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି
ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର ଓ ଯୁବ କଂଗ୍ରେସର ସଭାପତି ଭାବେ!-->…
ବିଜେଡିରେ ମିଶିଲେ ଦଶପଲ୍ଲା ଏନ୍ଏସି ଅଧ୍ୟକ୍ଷା
ଭୁବନେଶ୍ବର/ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍ଏସି)ର ଅଧ୍ୟକ୍ଷା ଇଞ୍ଜିନିୟର ପୁନମ ପ୍ରିୟଦର୍ଶିନୀ ଆଜି ବିଜୁ ଜନତା ଦଳ (ବିଜେଡି)ରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ତରଫରୁ!-->…