Browsing Category

ରାଜନୀତି

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତ୍ତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଓଡ଼ିଶାବାସୀ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ମୋଦୀ ସରକାର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ, ନିର୍ମଳ ପାନୀୟ ଜଳ ପାଇଁ ପ୍ରଚୁର ମାତ୍ରାରେ ଆର୍ଥିକ ଅନୁଦାନ ପ୍ରଦାନ କରୁଛନ୍ତି କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା କାରଣରୁ ତାହା

ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ ବିଜେଡିରେ ସାମିଲ

ଭୁବନେଶ୍ୱର: ବିଜୁ ଜନତା ଦଳରେ ଯୋଗ ଦେଲେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ। ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସେ ବିଜେଡିରେ ଯୋଗଦେବା ଭଦ୍ରକରେ ଶାସକ ଦଳର ସ୍ଥିତି ମଜବୁତ ହୋଇଛି। ରାଜ୍ୟରେ ପୌରପାଳିକାର ନେତୃତ୍ୱ ନେଉଥିବା ପ୍ରଥମ ମୁସଲମାନ ମହିଳା ଭାବେ ପରିଚିତ

ରାଉରକେଲାରୁ ବିଜେପି ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ: ଜୁଏଲ ଓରାମ

ରାଉରକେଲା: ନିର୍ବାଚନ ଲଢ଼ିବା ପାଇଁ କୋର୍ଟରୁ ଅନୁମତି ପାଇବା ପରେ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବ୍ୟବସାୟୀ ଦିଲ୍ଲୀପ ରାୟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ତଥା ବିଜେପିର ସୁନ୍ଦରଗଡ ଲୋକସଭା ସାଂସଦ ପ୍ରାର୍ଥୀ ତଳସରା ନିର୍ବାଚନ ମଣ୍ଡଳୀ

ଦଳ ଡେଇଁବା ପରେ ଗଣେଶ୍ବରଙ୍କୁ ବିଜେଡି ଭିତରୁ ଜୋରଦାର ବିରୋଧ

କେନ୍ଦ୍ରାପଡ଼ା: ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସରୁ ଶାସକ ଦଳରେ ଯୋଗ ଦେବା ପରେ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦଳୀୟ କର୍ମୀ ଓ ନେତାମାନେ ଗଣେଶ୍ବର ବେହେରାଙ୍କ ପ୍ରବେଶକୁ ତୀବ୍ର ବିରୋଧ କରିବା ସହ ଆମଦାନୀ ହୋଇଥିବା ନେତାଙ୍କୁ ନିର୍ବାଚନ

ଗଞ୍ଜାମ ଜିଲ୍ଲାର କିଛି ଟିକେଟ ପାଇଥିବା ବ୍ୟକ୍ତିଙ୍କ ହୋଇପାରେ ପୁଣି ପରିବର୍ତ୍ତନ ..!

ବ୍ରହ୍ମପୁର: ୯-୪ ଗଞ୍ଜାମ ଜିଲ୍ଲାର କିଛି ବିଧାନସଭା ନିର୍ବାଚନ ମଣ୍ଡଳୀ ଉପରେ ଟିକେଟ ପାଇଥିବା ବ୍ୟକ୍ତିଙ୍କ ଟିକେଟ ପୁଣି ଥରେ ପରିବର୍ତ୍ତନ ହେବ ବୋଲି ଜୋରଦାର ଚର୍ଚ୍ଚା ହେଲାଣି। ଗଞ୍ଜାମ ଜିଲ୍ଲାରେ ଗୋଷ୍ଟି କନ୍ଦଳ ଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ରେ ପ୍ରଥମେ ବିଜେପି ତା ପଛକୁ ବିଜେଡ଼ି

ନିର୍ବାଚନ କମିଶନଙ୍କ ନାଁ ନେଇ ସରକାରୀ ଅଫିସରଙ୍କୁ ଧମକାଉଛି ବିଜେପି : ସସ୍ମିତ ପାତ୍ର

ଭୁବନେଶ୍ୱର : ନିର୍ବାଚନ କମିଶନଙ୍କ ନାଁ ନେଇ ସରକାରୀ ଅଫିସରଙ୍କୁ ବିଜେପି ନେତା ଧମକାଉଛନ୍ତି । ଏଭଳି ଗୁରୁତର ଅଭିଯୋଗ ଆଣିଛି ବିଜେଡି । ପ୍ରେସମିଟରେ ସସ୍ମିତ ପାତ୍ର ଅଭିଯୋଗ କରିଛନ୍ତି ତହସିଲଦାର, ବିଡିଓ, ଆଇଆଇସିଙ୍କୁ ଧମକ ଦିଆଯାଉଛି । ତାଙ୍କ ପାଇଁ କାମ ନକଲେ ନିର୍ବାଚନ

ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗ: ଫେରାଦ ହେଲା ରାଜ୍ୟ ବିଜେପି

ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖେ ଫେରାଦ ହେଲା ରାଜ୍ୟ ବିଜେପି। ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ଓ ବରିଷ୍ଠ ନେତା ଦିଲ୍ଲୀପ ମଲ୍ଲିକ ପ୍ରମୁଖ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି।

ସୋ-କଜ୍ ନୋଟିସର ଉତ୍ତର ଦେଲେ ସୁର, କହିଲେ ମୁଁ ଗୋଟା ପଣେ କଂଗ୍ରେସର

ଭୁବନେଶ୍ଵର: ମୁଁ ଗୋଟା ପଣେ କଂଗ୍ରେସର, ମଲା ପର୍ଯ୍ୟନ୍ତ ବି କଂଗ୍ରେସରେ ରହିବି । କଂଗ୍ରେସ ତରଫରୁ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଛନ୍ତି ବିଧାୟକ ସୁର ରାଉତରାୟ । ସୁର କହିଛନ୍ତି ଯେ, ମୁଁ କୌଣସି ଦଳ ପାଇଁ ପ୍ରଚାର କରିନାହିଁ । କୌଣସି ଦଳର ରାଲି କିମ୍ବା ସଭାକୁ ମଧ୍ୟ

ବିଜେଡିରେ ମିଶିଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଜନପ୍ରତିନିଧି

ଭୁବନେଶ୍ବର: ବିଜେଡିରେ ମିଶିଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭାଗିରଥୀ ମଲ୍ଲିକ । ସେ ପେସାରେ ଜଣେ ଓକିଲ । ଶତାଧିକ ଲୋକଙ୍କ ସହ ଭାଗିରଥୀ ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ