Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗ: ଫେରାଦ ହେଲା ରାଜ୍ୟ ବିଜେପି
ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖେ ଫେରାଦ ହେଲା ରାଜ୍ୟ ବିଜେପି। ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ ସିଦ୍ଧାନ୍ତ ମହାପାତ୍ର ଓ ବରିଷ୍ଠ ନେତା ଦିଲ୍ଲୀପ ମଲ୍ଲିକ ପ୍ରମୁଖ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି।!-->…
ସୋ-କଜ୍ ନୋଟିସର ଉତ୍ତର ଦେଲେ ସୁର, କହିଲେ ମୁଁ ଗୋଟା ପଣେ କଂଗ୍ରେସର
ଭୁବନେଶ୍ଵର: ମୁଁ ଗୋଟା ପଣେ କଂଗ୍ରେସର, ମଲା ପର୍ଯ୍ୟନ୍ତ ବି କଂଗ୍ରେସରେ ରହିବି । କଂଗ୍ରେସ ତରଫରୁ ଜାରି ହୋଇଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ରଖିଛନ୍ତି ବିଧାୟକ ସୁର ରାଉତରାୟ । ସୁର କହିଛନ୍ତି ଯେ, ମୁଁ କୌଣସି ଦଳ ପାଇଁ ପ୍ରଚାର କରିନାହିଁ । କୌଣସି ଦଳର ରାଲି କିମ୍ବା ସଭାକୁ ମଧ୍ୟ!-->…
ବିଜେଡିରେ ମିଶିଲେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଜନପ୍ରତିନିଧି
ଭୁବନେଶ୍ବର: ବିଜେଡିରେ ମିଶିଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଭାଗିରଥୀ ମଲ୍ଲିକ । ସେ ପେସାରେ ଜଣେ ଓକିଲ । ଶତାଧିକ ଲୋକଙ୍କ ସହ ଭାଗିରଥୀ ଆଜି ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ!-->…
ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ
ଭୁବନେଶ୍ଵର: ବିଜେଡି ଛାଡିଲେ ବରଗଡ ପୂର୍ବତନ ସାଂସଦ ପ୍ରଭାସ ସିଂ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରଭାସ । ପୂର୍ବତନ ସାଂସଦ ତଥା ବରଗଡ଼ ଜିଲ୍ଲା ବିଜେଡି ସଭାପତି ପ୍ରଭାସ ସିଂ ନବୀନ ନିବାସ ଆସି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ୨୦୧୪ରୁ ୧୯ ପର୍ଯ୍ୟନ୍ତ ବରଗଡ଼ ସାଂସଦ!-->…
ଦେବଗଡ଼ ଜିଲ୍ଲାବାସୀଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିବାକୁ ଆସିଛି: ଧର୍ମେନ୍ଦ୍ର ପ୍ରଧାନ
ଦେବଗଡ଼: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦେବଗଡ଼ ବିଧାନସଭା ମଣ୍ଡଳୀରେ ତାଙ୍କ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଶ୍ରୀ ପ୍ରଧାନ ତାଙ୍କ ଅଭିଭାଷଣ ପୂର୍ବରୁ ‘ଓଡ଼ିଶା ପରିବର୍ତ୍ତନ’ ଶୀର୍ଷକ କୈଳାଶ ଖେରଙ୍କ ସଂଗୀତର!-->…
କଂଗ୍ରେସର ନ୍ୟାୟପତ୍ର ନିଷ୍ପେସିତ ଜନତାଙ୍କ ସ୍ୱର: ବବିତା ଶର୍ମା
ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସମୟରେ ଜନସାଧାରଣଙ୍କ ସହିତ ତାଙ୍କର ଭାବ ବିନିମୟକୁ ଆଧାର କରି ଭାରତୀୟ ଜାତୀୟ କଂଗ୍ରେସ ତା’ର ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରିଛି । ବିଶେଷ କରି ଯୁବ ନ୍ୟାୟ, ନାରୀ ନ୍ୟାୟ, କୃଷକ ନ୍ୟାୟ, ଶ୍ରମିକ ନ୍ୟାୟ ଓ ଭାଗିଦାରୀ ନ୍ୟାୟ!-->…
ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା
ଭୁବନେଶ୍ଵର: ବିଜେଡିରେ ସାମିଲ୍ ହେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଗଣେଶ୍ୱର । ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା ।
କଂଗ୍ରେସର ଜଣେ ଟାଣୁଆ ନେତା ଭାବେ ବେଶ୍ ଜଣାଶୁଣା ଥିଲେ!-->!-->!-->…
ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର
ଭୁବନେଶ୍ଵର: ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର । ଶଙ୍ଖ ଭବନରେ ଶହ ଶହ କର୍ମୀଙ୍କ ମଧ୍ୟରେ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ । ଆଜି ସକାଳୁ ସକଳୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ । ସୋସିଆଲ ମିଡିଆରେ ଇସ୍ତଫା ନେଇ ସୂଚନା ଦେଇଥିଲେ ଲେଖାଶ୍ରୀ ।
ବିଜେଡିରେ ସାମିଲ ହେବା ପରେ!-->!-->!-->…
୫ ସଂସଦୀୟ କ୍ଷେତ୍ର ପାଇଁ ନୂତନ ସଂଯୋଜକ ନିଯୁକ୍ତ କଲା ବିଜେଡି
ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ । ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର!-->…
ଅଡୁଆ ରେ ପୋଲସରା ନିର୍ବାଚନ ମଣ୍ଡଳୀ…..
ବିଜେପି ରେ ଆରତୀ ଙ୍କ ଯୋଗଦାନ ଚକ୍ରବ୍ୟୁହ ରେ ଶ୍ରୀକାନ୍ତ……..!
ବ୍ରହ୍ମପୁର: ୬-୪ ଗଞ୍ଜାମ ଜିଲ୍ଲାର ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀ ଏବେ ରୋଚକ ସ୍ଥିତିରେ। ଶାସକ ଦଳର ପୁଣି ଶ୍ରୀକାନ୍ତ ସାହୁଙ୍କୁ ରିପିଟ କରିବା ପରେ ପୋଲସରା ରେ ନିର୍ବାଚନ ମାହୋଲ ସରଗରମ ହୋଇଛି। ପ୍ରଥମେ!-->!-->!-->!-->!-->…