Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେଡି ଛାଡ଼ିଲେ ବିଧାୟକ ପର୍ଶୁରାମ ଧଡ଼ା
ଭୁବନେଶ୍ୱର: ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବାର କିଛି ସମୟ ପରେ ବିଜେଡିରୁ ଇସ୍ତଫା ଦେଇଛନ୍ତି ସୋର ବିଧାୟକ ପର୍ଶୁରାମ ଧଡା। ଦଳ ଏହି ସ୍ଥାନରେ ତାଙ୍କ ପ୍ରତିଦ୍ବନ୍ଦୀ ମାଧବ ଧଡାଙ୍କୁ ଟିକେଟ୍ ଦେବା ପରେ ପର୍ଶୁରାମ ଧଡା ଇସ୍ତଫା ଖବର ସାମ୍ନାକୁ ଆସିଛି। ଏହି ଆସନ!-->…
ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ବର: ବିଜୁ ଜନତା ଦଳ ତୃତୀୟ ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଟିକେଟ୍ ଘୋଷଣା କରିଛନ୍ତି। ବଲାଙ୍ଗୀର ଲୋକସଭା କ୍ଷେତ୍ର ପାଇଁ ନିକଟରେ କଂଗ୍ରେସ ଛାଡ଼ି ବିଜେଡିରେ ଯୋଗ ଦେଇଥିବା ସୁରେନ୍ଦ୍ର!-->…
ବିଜେଡିର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା କରାଯାଇଥିବା ଘୋଷଣା ଅନୁସାରେ ବ୍ରଜରାଜନଗରରୁ ପୁଣି ଥରେ ଅଳକା ମହାନ୍ତି ଟିକେଟ୍ ପାଇଛନ୍ତି। ସେହିପରି!-->…
ଆସିକା ଓ ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ପୁଣି କଲା ରିପିଟ…
ବିଜେଡ଼ି କୁ ପଡ଼ିବନି ତ ମହଙ୍ଗା ...??
ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା
ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ପୂର୍ବତନ ସାଲେପୁର ବିଧାୟକ ପ୍ରକାଶ ବେହେରା । ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସେ ବିଧିବଦ୍ଧ ଭାବରେ ବିଜେଡିରେ ସାମିଲ ହୋଇଛନ୍ତି । ୨ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ।
ପୂର୍ବତନ ବିଧାୟକ ପ୍ରକାଶ ବେହେରା କଟକ ସଦର ବିଜେପି ସଭାପତି!-->!-->!-->…
ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର
ଭୁବନେଶ୍ୱର: ପଦ୍ମ ଛାଡି ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର । ଶହ ଶହ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗଦେଲେ ଭୃଗୁ । ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ, ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଭୃଗୁ । ଆଜି ସକାଳେ!-->…
ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ
ଭୁବନେଶ୍ଵର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜେଡି ଇସ୍ତାହାର କମିଟି ଅଧ୍ୟକ୍ଷ ହେଲେ ଚନ୍ଦ୍ରଶେଖର ସାହୁ । ବିଜେଡି ଉପସଭାପତି ଭାବେ ମଧ୍ୟ ଚନ୍ଦ୍ରଶେଖରଙ୍କୁ ନିଯୁକ୍ତି । ନିଯୁକ୍ତି ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ବର୍ତମାନ!-->!-->!-->…
ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି
ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ ନୂତନ ଯୁଗର ଶିଳ୍ପ ଯଥା- ସୂଚନାପ୍ରଯୁକ୍ତି,!-->…
ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ
ଭୁବନେଶ୍ବର: ଚର୍ଚ୍ଚାର ଘଟିଲା ଅନ୍ତ । ୨୦୨୪ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ୪୯ ବିଧାନସଭା ଓ ୮ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ନୂଆପଡ଼ାରୁ ଲଢ଼ିବେ ପିସିସି ସଭାପତି ଶରତ ପଟ୍ଟନାୟକ ।
ସେହିପରି, ପୂର୍ବତନ!-->!-->!-->…
ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି
ଭୁବନେଶ୍ବର: ପ୍ରକାଶ ପାଇଲା ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା । ୧୧୨ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ଚାନ୍ଦବାଲିରୁ ଲଢିବେ ରାଜ୍ୟ ସଭାପତି ମନମୋହନ ସାମଲ । ସମ୍ବଲପୁରରୁ ପୁଣି ଲଢ଼ିବେ ଜୟନାରାୟଣ ମିଶ୍ର । ପାଟଣାଗଡ଼ରୁ ପ୍ରାର୍ଥୀ ହେଲେ କନକ ବର୍ଦ୍ଧନ ସିଂହଦେଓ ।!-->…