Browsing Category

ରାଜନୀତି

ପଦ୍ମ ଧରିଲେ ଆକାଶ ଦାସନାୟକ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ଅରବିନ୍ଦ ଢାଲି, ସିଦ୍ଧାନ୍ତ ମହାପାତ୍ର, ପ୍ରଦୀପ

ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା ପ୍ରାର୍ଥୀ ଭାବରେ

ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ଵର: ଘରକୁ ବାହୁଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପି ଛାଡି ଆଜି ସେ ପୁଣିଥରେ ବିଜେଡିକୁ ଫେରିଛନ୍ତି। ୨୦୧୪ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ । ସେହିପରି ୨୦୧୯ ରେ ବିଜେପି ଟିକେଟରୁ ନୀଳଗିରି ବିଧାୟକ ଭାବେ ଜିତିଥିଲେ । ଦୁଇ ଦିନ ତଳେ ସେ

ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ

ଭୁବନେଶ୍ଵର: ବିଜେଡିରେ ମିଶିଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ଶଙ୍ଖ ଭବନରେ ହଜାର ହଜାର ସମର୍ଥକଙ୍କ ସହ ଆସି ବିଜେଡିରେ ସାମିଲ ହେଲେ ଚିରଞ୍ଜିବୀ । ୨ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି ଚିରଞ୍ଜିବୀ ।

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର: ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର ସମସ୍ତ ରାଜ୍ୟ କାର୍ଯ୍ୟକର୍ତ୍ତା, ଜିଲ୍ଲା ସଭାପତି,

ଶ୍ରୀଜୀଉଙ୍କୁ ଦର୍ଶନ କଲେ ଅଂଶୁମାନ ମହାନ୍ତି

ପୁରୀ: ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ଅପରାହ୍‌ଣରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଲୋକସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ଜିତିବା ନେଇ ଶକ୍ତି ଓ ସାମର୍ଥ୍ୟ ପାଇଁ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦେବେଶ

ଭୁବନେଶ୍ବର: ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବେଶ ଆଚାର୍ଯ୍ୟଙ୍କ ନାଁ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ଏହାକୁ ମିଶାଇ କ୍ରମାଗତ ତିନି ଥର ହେବ ଦେବେଶ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢିବେ । ଏନେଇ ବରଗଡ଼ ନିର୍ବାଚନ ମଣ୍ଡଳୀର

‘ପ୍ରତାପଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରାଯାଉ’ : ଖାରବେଳ

ବାଲେଶ୍ବର: ବାଲେଶ୍ବର ଲୋକସଭା ଆସନରୁ ଟିକେଟ୍‌ ନ ମିଳିବାରୁ ପୁଣିଥରେ ନିଜର ଅସନ୍ତୋଷ ଜାହିର୍‌ କରିଛନ୍ତି ବିଜେପିର ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ପ୍ରତାପ ଷଡ଼ଙ୍ଗୀଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରି ତାଙ୍କୁ ବାଲେଶ୍ବରରୁ ପ୍ରତିଦ୍ବନ୍ଦ୍ବିତା ପାଇଁ ସୁଯୋଗ ମିଳୁ ବୋଲି କହିଛନ୍ତି। ଏ ନେଇ

ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ

ଝାରସୁଗୁଡ଼ା: ‘ଟିକେଟ ମିଳିଲେ ଉତ୍ସାହିତ ହେବାର ନାହିଁ କି ନ ମିଳିଲେ ଦୁଃଖ କରିବାର ନାହିଁ। ମୋ’ ଭବିଷ୍ୟତ ନିଷ୍ପତ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଉପରେ। ନିର୍ବାଚନ ଲଢ଼େ କି ନଲଢ଼େ କିନ୍ତୁ ଲୋକଙ୍କ ପାଇଁ କାମ କରିବି।’ ଆଜି ଝାରସୁଗୁଡ଼ାସ୍ଥିତ ବିଜେପି କାର୍ଯ୍ୟାଳୟରେ ସାମ୍ବାଦିକ

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି ବିଜେପିକୁ ଆସି ନିର୍ବାଚନ ଜିତିଥିଲେ । ତେବେ ସେ