Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସମ୍ବଲପୁର ମାଟିରେ ପ୍ରଣବ; କହିଲେ, ‘ବାପାଙ୍କର କର୍ମଭୁମି ଥିବାରୁ ଆଜି ମୋ ଘରେ ଠିଆ ହେବା ପରି ଲାଗୁଛି’
ସମ୍ବଲପୁର: ସମ୍ବଲପୁର ଲୋକ ସଭା ଆସନରୁ ପ୍ରଣବ ପ୍ରକାଶ ଦାସଙ୍କୁ ବିଜେଡିରୁ ଟିକେଟ୍ ମିଳିବା ପରେ ସମ୍ବଲପୁର ଗସ୍ତ କରିଛନ୍ତି । ସମର୍ଥକ ମାନଙ୍କ ସହ ଯାଇ ମାଆ ସମଲେଇଙ୍କୁ ଦର୍ଶନ କରିବା ସହ ଆଶିର୍ବାଦ ନେଇଛନ୍ତି । ଏହି ଅବସରରେ ସମ୍ବଲପୁରବାସୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରି ଭାବବିହ୍ବଳ!-->…
ହାତ ଛାଡ଼ି ଶଙ୍ଖ ଫୁଙ୍କିଲେ ବିଧାୟକ ସୁରେନ୍ଦ୍ର ସିଂ ଭୋଇ
ବଲାଙ୍ଗିର : ଶଙ୍ଖ ଫୁଙ୍କିଲେ ସୁରେନ୍ଦ୍ର। ଶଙ୍ଖ ଭବନରେ ପହଞ୍ଚି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି । ନିଜର ବହୁ ସଂଖ୍ୟାରେ ସମର୍ଥକଙ୍କ ସହ ଶଙ୍ଖ ଭବନରେ ପହଞ୍ଚି ଦଳରେ ସାମିଲ ହୋଇଛନ୍ତି ୩ ଥରର ବିଧାୟକ ସୁରେନ୍ଦ୍ର ସିଂ ଭୋଇ । ତାଙ୍କୁ ବଲାଙ୍ଗିର ଲୋକସଭା!-->…
ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା
ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି!-->…
ପ୍ରଦୀପ ଙ୍କୁ ଟକ୍କର ଦେବାର ଏକ ମାତ୍ର ବିକଳ୍ପ ରମେଶ…!!
ଶାସକ ଦଳକୁ ଆଣିବାକୁ ଚାଲିଛି ପ୍ରୟାସ…..!
ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା
ଭୁବନେଶ୍ବର: ଆଜି ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ। ଦିନ ୧୧ଟାରେ ମୟୁରଭଞ୍ଜ , ୧୨ଟାରେ କେନ୍ଦୁଝର, ଅପରାହ୍ଣ!-->…
ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼
ନବରଙ୍ଗପୁର: ନିର୍ବାଚନକୁ କିଛି ଦିନ ବାକି ଥିବା ବେଳେ ନବରଙ୍ଗପୁରରେ ଦେଖିବାକୁ ମିଳିଛି ରାଜନୈତିକ କନ୍ଦଳ। ବିଜେପିର ଲୋକସଭା ସାଂସଦ ପ୍ରାର୍ଥୀ ବଳଭଦ୍ର ମାଝୀଙ୍କୁ ଅଣ୍ଡାମାଡ଼। ବଳଭଦ୍ର ମାଝୀଙ୍କୁ କିଛି ଅସନ୍ତୁଷ୍ଟ ଗୋଷ୍ଠୀର କିଛି କାର୍ଯ୍ୟ କର୍ତ୍ତା ଅଣ୍ଡାମାଡ଼ କରିଥିବା ସୂଚନା ରହିଛି।!-->…
ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ଘୋଷଣା
ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ବୁଧବାର ଦିନ ସନ୍ଧ୍ୟା ସୁଦ୍ଧା ୧୫ଟି ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଅପରାହ୍ଣରେ ବିଜେଡି ୯ ଜଣଙ୍କର ନାମ ଜାରି କରିଥିଲା। ଦ୍ବିତୀୟ ପର୍ଯ୍ୟାୟରେ ସନ୍ଧ୍ୟାରେ ୬ ଜଣ ପ୍ରାର୍ଥୀଙ୍କ ନାମ ଜାରି କରିଛି।!-->…
ପ୍ରାର୍ଥୀ ବଦଳାଇବାକୁ ନେଇ ବିଜେଡିକୁ ଅପରାଜିତାଙ୍କ କଟାକ୍ଷ; କହିଲେ, ‘ଯୋ ଡରଗୟା, ୱ ମରଗୟା’
ଭୁବନେଶ୍ୱର: ଭୁବନେଶ୍ୱର ଲୋକ ସଭା ଆସନରୁ ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ଅପରାଜିତା ଷଡଙ୍ଗୀ । ବିମାନବନ୍ଦରରେ ବିଜେପିର ନେତା ଓ କର୍ମୀମାନେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦେଇ ପାଛୋଟି ଆଣିଥିଲେ । ଏହାପରେ ବିରାଟ ଶୋଭାଯାତ୍ରାରେ ଆସି ଅପରାଜିତା ବାବା!-->…
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ଵର: ସବୁ ଅପେକ୍ଷାର ହେଲା ଅନ୍ତ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବିଧାନସଭା ଓ ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି । ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପାର୍ଥୀ ତାଲିକା ଘୋଷଣା କରିଛନ୍ତି । ଜନ ସାଧାରଣଙ୍କ ଆଶୀର୍ବାଦ କାମନା କରି ମୁଖ୍ୟମନ୍ତ୍ରୀ ନବୀନ!-->…
କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ସୁର ରାଉତରାୟ
ଭୁବନେଶ୍ବର: କଂଗ୍ରେସର ସବୁ କମିଟିରୁ ଇସ୍ତଫା ଦେଲେ ବିଧାୟକ ସୁର ରାଉତରାୟ । କଂଗ୍ରେସର ସମସ୍ତ ପଦ ପଦବୀ ଛାଡିବା ପରେ ମଧ୍ୟ ସେ ଦଳରେ ରହିବେ ବୋଲି ସ୍ପଷ୍ଟ କରିଛନ୍ତି । ସାନ ପୁଅ ମନ୍ମଥ ରାଉତରାୟ ଆଜି ବିଜେଡିରେ ମିଶିବା ପରେ ଏଭଳି ପଦକ୍ଷେପ ନେଇଛନ୍ତି ସୁର ।
ଆଜି ଶଙ୍ଖ ଭବନରେ ଆୟୋଜିତ!-->!-->!-->…