Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଓଡ଼ିଶାର ୧୮ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି
ନୂଆଦିଲ୍ଲୀ/ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ରବିବାର ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ ଅପରାଜିତା!-->…
ନବୀନ ନିବାସରେ ବିଭିନ୍ନ ଲୋକସଭା କ୍ଷେତ୍ର ପାଇଁ ସମୀକ୍ଷା ବୈଠକ
ଭୁବନେଶ୍ବର: ନବୀନ ନିବାସରେ ଆଜି ସମ୍ବଲପୁର, ସୁନ୍ଦରଗଡ଼ ଓ ଢେଙ୍କାନାଳ ପରେ ଲୋକସଭା ସଂସଦୀୟ କ୍ଷେତ୍ର ଓ ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବୈଠକ ଅନୁଷ୍ଠିତ ହୋଇଛି। ଯାଜପୁର ଲୋକସଭା ସଂସଦୀୟ କ୍ଷେତ୍ରର ସାଂସଦ, ବିଧାୟକ ଓ ଦଳର ପର୍ଯ୍ୟବେକ୍ଷକ ଉପସ୍ଥିତ ଅଛନ୍ତି। ଯାଜପୁର ଟାଉନ!-->…
ବିଜେଡିରେ ଯୋଗ ଦେଲେ ଇରାନୀ ରୟ
ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ ନିକଟରେ ବିଜେପିରୁ ଇସ୍ତଫା ଦେଇଥିବା ଇରାନୀ ରୟ। ୨୦୧୯ରେ ବିଜେପି ଆସନରୁ ନିର୍ବାଚନ ଲଢ଼ିଥିବା ଇରାନୀ ଦଳର ଅବହେଳାକୁ ଦଳ ଛାଡ଼ିବାର କାରଣ ବୋଲି ଦର୍ଶାଇଥିଲେ। ତାଙ୍କ ସ୍ୱାମୀ ତଥା ପୂର୍ବତନ କଂଗ୍ରେସ ନେତା ମନୋଜ ମଧ୍ୟ ୨୦୧୪ ନୟାଗଡ଼ ବିଧାନସଭା!-->…
ସମ୍ବଲପୁର ଦେଖିବ ବିଗ୍ ଫାଇଟ : ଧର୍ମେନ୍ଦ୍ର ବନାମ ପ୍ରଣବଙ୍କ ଭିତରେ ହୋଇପାରେ କଡ଼ା ମୁକାବିଲା
ଭୁବନେଶ୍ୱର: ସମ୍ବଲପୁର ଦେଖିବ ବିଗ୍ ଫାଇଟ । ୨୦୨୪ ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକସଭା ଆସନରେ ଦେଖିବାକୁ ମିଳିବ ସବୁଠାରୁ ବଡ଼ ଲଢ଼େଇ । ଧର୍ମେନ୍ଦ୍ର ପ୍ରଧାନ ବନାମ ବବି ଦାସ । ନବୀନ ନିବାସ ୱାର ରୁମରେ ସମ୍ବଲପୁର ସଂସଦୀୟ କ୍ଷେତ୍ରକୁ ନେଇ ବସିଥିବା ବୈଠକରେ ଏନେଇ ସଙ୍କେତ!-->…
ସମୟର ପଶାପାଲ୍ଲୀ ରେ ହରଙ୍କ ଭାଗ୍ୟ : ଫିକ୍ସିଙ୍ଗ ସରିଛି କେବଳ ଅପେକ୍ଷା…!!
ଭୁବନେଶ୍ୱର : ୨୩-୩ ନିର୍ବାଚନ ବିଗୁଲ ବାଜି ସାରିଲାଣି ଶାସକ ଦଳର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ନୂଆଁ ମୁହଁ କୁ ଗଞ୍ଜାମ ଜିଲ୍ଲାର କିଛି ନିର୍ବାଚନ ମଣ୍ଡଳୀ ରେ ସୁଯୋଗ ଦିଆଯିବ ବୋଲି ଆଭାସ ମିଳୁଛି।କିଛି ଦିନ ହେଲା ନବୀନ ନିବାସ ରେ ଗଞ୍ଜାମ ଜିଲ୍ଲା କୁ ନେଇ ମାନସ ମନ୍ଥନ ଚାଲିଛି,!-->…
‘ମେଣ୍ଟ ପାଇଁ ନିବେଦନ କରିଥିଲା ବିଜେଡି, ପ୍ରତ୍ୟାଖ୍ୟାନ କଲା ବିଜେପି’
ଭୁବନେଶ୍ବର: ‘ରାଜ୍ୟରେ ବିଜେପି ସହିତ ମେଣ୍ଟ କରିବାକୁ ବିଜେଡି କରିଥିଲା ନିବେଦନ। କିନ୍ତୁ ବିଜେପି ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି।’ ରାଜ୍ୟରେ ବେଶ୍ କିଛି ଦିନ ଧରି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଉପରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଥିବା ବେଳେ ଏଭଳି କିଛି ମନ୍ତବ୍ୟ!-->…
ବିଜେଡି ଛାଡ଼ିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍
ଭୁବନେଶ୍ବର/କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ୍ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। କଟକରେ ଆୟୋଜିତ ଏକ!-->…
ବିଜେପି ରାଜ୍ୟରେ ସମସ୍ତ ଆସନରେ ଏକାକୀ ଲଢ଼ିବ : ରାଜ୍ୟ ସଭାପତି ମନମୋହନ ସାମଲ
ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ । ଏନେଇ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ସୂଚନା!-->…
ଗୋପାଳପୁର ରାଜନୀତି : ଲେଖା ଛିଣ୍ଡିବ ନା ଯୋଡି ହେବ :”କଭି ଖୁସି କଭି ଗମ ” ରେ ମେଣ୍ଟ ଦ୍ୱନ୍ଦ୍ୱ….
ସ୍ୱାମୀ ପଛେ ମରୁ ସଉତୁଣୀ ରାଣ୍ଡ ହେଉ...!!
ବିଜେଡିରେ ଯୋଗ ଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ
ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ ।
ଶତାଧିକ ସମର୍ଥକଙ୍କ ସହ ଆସି ସେ ବିଜୁ ଜନତା ଦଳରେ ସାମିଲ ହେଇଛନ୍ତି ।!-->!-->!-->…