Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କୋରାପୁଟ ଓ ନବରଙ୍ଗପୁର ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ଆଲୋଚନା
ଭୁବନେଶ୍ବର: ନବୀନ ନିବାସରେ ବୁଧବାର ସନ୍ଧ୍ୟାରେ ନବରଙ୍ଗପୁର ସଂସଦୀୟ କ୍ଷେତ୍ର ପାଇଁ ବୈଠକ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ମାଝୀ, ବିଧାୟିକା ପଦ୍ମିନୀ ଦିଆନ, ବିଧାୟକ ମନୋହର ରାନ୍ଧାରୀ, ଝରିଗାଁ ବିଧାୟକ ପ୍ରକାଶ ଚନ୍ଦ୍ର!-->…
ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ
ଭୁବନେଶ୍ବର : କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।
ବିଧାୟକ ଶ୍ରୀ ପାଣିଗ୍ରାହୀ!-->!-->!-->…
ଉମରକୋଟରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା
ଉମରକୋଟ: ଓଡ଼ିଶାରେ ଛତିଶଗଡ଼ ଉପ-ମୁଖ୍ୟମନ୍ତ୍ରୀ ବିଜୟ ଶର୍ମା। ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ନବରଙ୍ଗପୁରର ଉମରକୋଟରେ ପହଞ୍ଚିଛନ୍ତି ସେ। ଉମରକୋଟ ବିଜୁ ପଟ୍ଟନାୟକ ପାର୍କରେ ପହଞ୍ଚିବା ପରେ ଏକ ଶୋଭାଯାତ୍ରାରେ ସେ ଉମରକୋଟ ସହର ପରିକ୍ରମା କରିଥିଲେ। ଏକ ଚା’ ଦୋକାନରେ ବସି ବିଜେପି କର୍ମୀଙ୍କ!-->…
ମେଣ୍ଟ ନିଷ୍ପତ୍ତି ମୋଦୀ ଓ ନଡ୍ଡା ନେଇପାରିବେ: ପ୍ରଦୀପ ନାଏକ
ଭୁବନେଶ୍ୱର: ଓଡ଼ିଶାରେ ବିଜେପି ଓ ବିଜେଡି ମଧ୍ୟରେ ମେଣ୍ଟ ହୋଇପାରେ ବୋଲି କଳ୍ପନାଜଳ୍ପନା ଚାଲିଛି। ତେବେ ଏଭଳି ନିଷ୍ପତ୍ତି ରାଜ୍ୟ ୟୁନିଟ୍ ନୁହେଁ, କେନ୍ଦ୍ରୀୟ ନେତୃତ୍ୱ ନେବେ ବୋଲି ପୂର୍ବତନ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ସ୍ପଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଓ ବିଜେପି!-->…
ନରେନ୍ଦ୍ର ମୋଦୀ ପୁଣି ଭାରତର ପ୍ରଧାନମନ୍ତ୍ରୀ ଓ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ବର: ବିଜେଡି- ବିଜେପି ମେଣ୍ଟ ଚର୍ଚ୍ଚାକୁ ନେଇ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପ୍ରତିକ୍ରିୟା ରଖିଛନ୍ତି। ନେଟୱାର୍କ ୧୮ କନକ୍ଲେଭରେ ସାମିଲ ହୋଇ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଷ୍ଟେଟସମ୍ୟାନ ବୋଲି କହିଛନ୍ତି ପାଣ୍ଡିଆନ୍। ରାଜନୀତିକୁ ଛାଡ଼ି!-->…
ଲୋକଙ୍କୁ ନବୀନଙ୍କ ଖୋଲା ଚିଠି, କଡା ସମାଲୋଚନା କଲା କଂଗ୍ରେସ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଖୋଲା ଚିଠି ଜାରି ହେବା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ବ୍ଲାକମେଲିଂ କରୁଥିବା କଂଗ୍ରେସ ଅଭିଯୋଗ କରିଛି। ନିର୍ବାଚନ ପୂର୍ବରୁ ଜନସାଧାରଣଙ୍କ ଉପରେ ଚାପ ପକାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି!-->…
‘ଜନଜାତି ସମ୍ପ୍ରଦାୟ ପାଇଁ ସରକାର ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି’
ଭୁବନେଶ୍ବର: ବିଜେଡି ଜାତୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଜନଜାତି ସମ୍ପ୍ରଦାୟ ଉପରେ ଗୁରୁତ୍ବାରୋପ କରିଛନ୍ତି । ସେ କହିଛନ୍ତି ଯେ, ଜନଜାତି ସମ୍ପ୍ରଦାୟ ବହୁତ ଗୁରୁତ୍ୱପୂର୍ଣ୍ଣ । ଏହା ଓଡ଼ିଶାରେ ୨୨.୮% ବା ଏକ କୋଟି ଲୋକ । ଏମାନଙ୍କ ଉନ୍ନତି ସଂସ୍କୃତି, ଜ୍ଞାନ, ବନ୍ୟ ଉତ୍ପାଦନ, ଔଷଧ,!-->…
କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି
କଟକ: କଂଗ୍ରେସ ନେତା ମହମ୍ମଦ ମୋକିମ୍ ଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ନିର୍ବାଚନୀ ସତ୍ୟପାଠ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି । ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଦୁଇ ସପ୍ତାହ ତଳେ ମୋକିମଙ୍କ!-->…
ବିଜେପିରେ ସାମିଲ ହେଲେ ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦୀଙ୍କର ଦେଶପ୍ରତି ଉତ୍ସର୍ଗୀକୃତ ଏବଂ ଭାରତୀୟ ଜନତା ପାର୍ଟିର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା!-->…
ନବୀନ ନିବାସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଂଟକୁ ନେଇ ସସପେନ୍ସ ବଳବତ୍ତର ରହିଛି। ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପାଇଁ ପ୍ରାର୍ଥୀପତ୍ର ଦାଖଲକୁ ଆଉ ମାସେ ବାକି ଥିବାରୁ ମେଂଟ ଦ୍ୱନ୍ଦ୍ୱ ମଧ୍ୟରେ ଦୁଇ ଦଳ ନିଜ ନିଜ ସ୍ତରରେ!-->…