Browsing Category

ରାଜନୀତି

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ

ଭାଗିରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ସମ୍ମିଳନୀ ଆୟୋଜିତ…

ଛତ୍ରପୁର,: ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରମ୍ଭା ଗୁପ୍ତେଶ୍ୱର ମନ୍ଦିର ନିକଟରେ ଗଞ୍ଜାମ ଜିଲ୍ଲା କଂଗ୍ରେସ୍ କମିଟି ଉପସଭାପତି ଶ୍ରୀ ଭାଗିରଥି ବେହେରାଙ୍କ ନେତୃତ୍ୱରେ କଂଗ୍ରେସ୍ କର୍ମୀ ସମ୍ମିଳନୀ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଗଞ୍ଜାମ

ବିଜେଡ଼ିରେ ଯୋଗଦେଲେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷାଙ୍କ ସମେତ ୯ କାଉନସିଲର

ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ପାରାଦୀପ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପାରାଦୀପ ଏରସମା ଶିଳ୍ପାଞ୍ଚଳ ବିକାଶ ପରିଷଦର କାର୍ଯ୍ୟକାରୀ ସଭାପତି ମୋନିଦୀପା ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ ମ୍ୟୁନିସିପାଲିଟି ଉପାଧ୍ୟକ୍ଷା ଛବିଲତା ରାଉତ ଏବଂ ୯ କାଉନସିଲରଙ୍କ ସମେତ ଶତାଧିକ ବିଜେପି ଓ

ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ ଦଳରେ ସାମିଲ ହୋଇଛନ୍ତି । ଏହି ସମୟରେ ସାଂସଦ ମାନସ

ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି

ଭୁବନେଶ୍ବର: ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ତା’ର ନିର୍ବାଚନ କସରତ ଆରମ୍ଭ କରିଦେଇଛି। ଗତକାଲି ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ନିର୍ଦ୍ଧାରିତ ୧୪୭ MLA, ୨୧ MP ପାଇଁ ସମ୍ଭାବ୍ୟ ପ୍ରାର୍ଥୀ

କଂଗ୍ରେସର ନିର୍ବାଚନୀ ଇସ୍ତାହାର: ୫ ବର୍ଷ ମଧ୍ୟରେ କୃଷକ ପରିବାରର ଆୟ ଦ୍ୱିଗୁଣିତ

ଭୁବନେଶ୍ୱର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗତକାଲି ସଶକ୍ତ ଓ ବିକାଶାଭୁମୁଖି ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ଏଥିରେ ସବୁବର୍ଗଙ୍କ ବିକାଶ ପାଇଁ ସଂକଳ୍ପ ନିଆଯାଇଛି । ଏହାକୁ ରାଜ୍ୟବାସୀ ଗ୍ରହଣ କରିବା ସହ ଲକ୍ଷ ଲକ୍ଷ

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି। ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି ବୋଲି ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା

ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ ଆଲୋଚନା । ଏହାସହ ମେଣ୍ଟ ପ୍ରସଙ୍ଗରେ ମଧ୍ୟ

ଛାତ୍ର କଂଗ୍ରେସର ବିକ୍ଷୋଭ: ବେକାରୀ ସମସ୍ୟା, ବିପର୍ଯ୍ୟସ୍ତ ଶିକ୍ଷାନୀତିକୁ ନେଇ ପ୍ରତିବାଦ

ଭୁବନେଶ୍ବର: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ । ବେକାରୀ ସମସ୍ୟା, ପ୍ରଶ୍ନପତ୍ର ଲିକ୍ କୁ ନେଇ ଛାତ୍ର କଂଗ୍ରେସର ରଣହୁଙ୍କାର । ରାଜମହଲ ଛକରୁ ନବୀନ ନିବାସ ଘେରାଉ କରିବାକୁ ଯାଉଥିବା ବେଳେ ପୋଲିସ ସହ ଧସ୍ତାଧସ୍ତି ପରିସ୍ଥିତି ଉପୁଜିଛି । ଶିଶୁଭବନ ଛକରେ ଛାତ୍ର କଂଗ୍ରସକୁ ରୋକିବାକୁ