Browsing Category

ରାଜନୀତି

ନିଃସର୍ତ ର ପୂର୍ବ ଅନୁମାନ ସତ ହେଲା…! ଇଡ଼ି-ସିବିଆଇ ଭୟରେ ମେଣ୍ଟ ହେଲା କି….?

କରି କରାଉଥାଏ ମୁହିଁ.... ଭୁବନେଶ୍ୱର: ୭-୩ ଶେଷରେ ନିସର୍ତ୍ତ ର ପୂର୍ବ ଅନୁମାନ ସତ ହେଲା ଦୀର୍ଘ ୧୫ ବର୍ଷ ପରେ ପୁଣି ଭାଗୁଆଳି ସରକାର ହେବାକୁ ଯାଉଛି। ଶେଷରେ ଓଡ଼ିଶାରେ ମୋଦି ମନ୍ତ୍ର ମଧ୍ୟ କାମ କରିଲା। ଅଣ ବିଜେପି ଶାସିତ ରାଜ୍ୟରେ ଇଡ଼ି- ସିବିଆଇ ଭୟରେ ସେଠାରେ ଶାସନ କରୁଥିବା

ଓଡ଼ିଶାର ସ୍ବାର୍ଥ ପାଇଁ ଆବଶ୍ୟକତାକୁ ଧ୍ୟାନଦେଇ ନିଷ୍ପତ୍ତି ନିଆଯିବ: ବିଜେଡି

ଭୁବନେଶ୍ବର: ନବୀନ ନିବାସରେ ଆଜି ୨ଟି ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ଅପରାହ୍ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ବୈଠକ ହୋଇଥିଲା। ଦ୍ବିତୀୟ ପର୍ଯ୍ୟା‌ୟରେ ପୁଣି ସନ୍ଧ୍ୟା ୬ଟାରେ ବୈଠକ ବସିଥିଲା। ଦ୍ବିତୀୟ ପର୍ଯ୍ୟାୟର ବୈଠକ ଶେଷ ହେଲା ପରେ ବିଜେଡି ଉପସଭାପତି ଦେବୀ ପ୍ରସାଦ ମିଶ୍ର

କଂଗ୍ରେସକୁ ଫେରିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା

ନୂଆଦିଲ୍ଲୀ/ଭୁବନେଶ୍ବର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରାକାନ୍ତ ଜେନା ବୁଧବାର କଂଗ୍ରେସରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଏଆଇସିସିର ମୁଖ୍ୟ କାର୍ଯ୍ୟାଳୟ ୨୪ ଆକବର ରୋଡରେ ଓଡିଶା ପ୍ରଭାରୀ ଡକ୍ଟର ଅଜୟ କୁମାର ଓ ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ

ଓଡ଼ିଶା ବିଜେପି ନେତାଙ୍କୁ ଦିଲ୍ଲୀ ଡାକରା

ଭୁବନେଶ୍ବର: ଓଡ଼ିଶାଗସ୍ତ ସାରି ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିଯିବା ପରେ ବିଜେପି ନେତାଙ୍କୁ ଦିଲ୍ଳୀ ଡାକରା । ରାଜ୍ୟ ସଭାପତି, ସଙ୍ଗଠନ ସମ୍ପାଦକ ସହ କୋର୍ କମିଟିର କିଛି ନେତା ଏବେ ଦିଲ୍ଲୀ ଗସ୍ତରେ ଅଛନ୍ତି | ସନ୍ଧ୍ୟା ୫ ଟା ବେଳେ ଦିଲ୍ଲୀରେ ବସିବା ଗୁରୁତ୍ୱପୂର୍ଣ୍ଣ ବୈଠକ | ଅପରାହ୍ନରେ

ପଦ୍ମଧରିଲେ ନାଲକୋର ପୂର୍ବତନ ସିଏମ୍‌ଡି ତପନ ଚାନ୍ଦ

ଭୁବନେଶ୍ବର: ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରତି ଦଳ ନିଜ ନିଜର ବହୁମତ ପାଇଁ ଆସନ ହାତେଇବାକୁ ପ୍ରସ୍ତୁତ ହେଉଛନ୍ତି । ଏହି ସମୟରେ କିଛି ନେତା କର୍ମୀଙ୍କ ଦଳ ଅଦଳବଦଳ ମଧ୍ୟ ଜାରି ରହିଛି । ଲଗାତାର କିଛି ଦିନ ହେବ ବିଜେପି କାର୍ଯ୍ୟଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଥିବା

ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ, ରାଜୁ ଦାସ ଓ ନରେନ ପଲେଇ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭୁଷୁଡିବାରେ ଲାଗିଛି କଂଗ୍ରେସ ଓ ବିଜେଡି ଶିବିର। କଂଗ୍ରେସ ଓ ବିଜେଡିର ଅନେକ ହେଭିୱେଟ୍ ନେତାମାନେ ବିଜେପିରେ ଯୋଗ ଦେଉଛନ୍ତି। ଯାହା କଂଗ୍ରେସ ଓ ବିଜେଡି ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ

ବିଜେପିରେ ମିଶିବେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ବିଜୁ ଜନତା ଦଳ ଛାଡି ନିକଟ ଭବିଷ୍ୟତରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେବା ପାଇଁ ପ୍ରସ୍ତୁତି ଚଳାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ବରିଷ୍ଠ ନେତା ଶ୍ରୀ ନାୟକ ସୋମବାର ଦଳର

ବିଜେପି ଆରମ୍ଭ କଲା ଏକ କୋଟି ଜନମତ ସଂଗ୍ରହ ଅଭିଯାନ

ଭୁବନେଶ୍ବର: ବିଜେପି ଆରମ୍ଭ କରିଛି ଏକ କୋଟି ଜନମତ ସଂଗ୍ରହ ଅଭିଯାନ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି। ଆଗାମୀ ନିର୍ବାଚନ ଇସ୍ତାହାରରେ କ’ଣ ରଖିବ ବିଜେପି ସେନେଇ ଜନମତ ସଂଗ୍ରହ କରିବ ଦଳ । ରାଜ୍ୟର ଏକ କୋଟି ଲୋକଙ୍କ ପାଖକୁ

ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫର୍ମେସନ୍ ହେବ: ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର: ବିଜେପି ନେତା ପ୍ରଶାନ୍ତ ଜଗଦ୍ଦେବ ପୁଣି ବିଜେଡିକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ,‘‘ବିଜେଡି ଖୁବଶୀଘ୍ର ବିଜେପିକୁ ଟ୍ରାନ୍ସଫମର୍ମେସନ୍ ହେବ । ମୋଦିଙ୍କ ନେତୃତ୍ୱରେ ସାରା ଦେଶରେ ଟ୍ରାନ୍ସଫର୍ମେସନ୍ ହେଉଛି । ଓଡ଼ିଶାରେ ବି ଟ୍ରାନ୍ସଫର୍ମେସନ୍ ହେବ । ଆମ ଲିଙ୍କରେ ବହୁ

ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ୱର: ବିଜେପିରେ ମିଶିଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି । ଭୁବନେଶ୍ୱର ସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ଓ ସହପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ ହୋଇଛନ୍ତି । ବିଜେପିରେ ସାମିଲ ହେଲା ପରେ ଅରବିନ୍ଦ ଢ଼ାଲି କହିଛନ୍ତି,‘‘ବିଜେପି ଓଡ଼ିଶାରେ ନିଶ୍ଚିତ