Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
୨୦ରେ ବସିବ ବିଜେଡି ବିଧାୟକ ଦଳ ବୈଠକ
ଭୁବନେଶ୍ବର: ଆସନ୍ତା ଜୁଲାଇ ୨୦ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ। ଅପରାହ୍ନରେ ଶଙ୍ଖ ଭବନରେ ବସିବ ବୈଠକ। ଶଙ୍ଖ ଭବନରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅଧ୍ୟକ୍ଷତା କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୈଠକରେ ବିଧାନସଭା ପାଇଁ ପ୍ରସ୍ତୁତ ହେବ ରଣନୀତି।
ଶୁକ୍ରବାର!-->!-->!-->…
ଏଏସଓଙ୍କୁ ମାଡ ମାରିବା ଘଟଣା; ପୁଣି ବର୍ଷିଲା ବିଜେଡି
ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ । ଲିଖିତ ଅଭିଯୋଗ ହେଲା ମାମାଲା ବି ରୁଜ୍ଜୁ ହେଲା ହେଲେ କିଛି ସୁଫଳ ମିଳିପାରିଲା ନାହିଁ । ଯାହାକୁ ନେଇ ଏବେ ପୁଣି ରାଜ୍ୟ!-->…
୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା
ଭୁବନେଶ୍ବର: ପୁରୀରେ ଆସନ୍ତା ୧୯ ଏବଂ ୨୦ରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଏହାକୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା ବୈଠକକୁ ଉଦଘାଟନ କରିବେ। ପୁରୀର ବଳିଆ ପଣ୍ଡା ସ୍ଥିତ ବା ବ୍ଲୁ ଲିଲି ହୋଟେଲ ଠାରେ!-->…
ବିଜେଡି ହିଁ ବିଜେଡିକୁ ହରାଇଛି: ନୃସିଂହ ସାହୁ
ଭୁବନେଶ୍ୱର: ବିଜେଡି ପରାଜୟକୁ ନେଇ ନୃସିଂହ ସାହୁଙ୍କ ବିସ୍ଫୋରକ ବୟାନ। ବିଜେଡି ହିଁ ବିଜେଡିକୁ ହରାଇଛି ବୋଲି କହିଲେ ନୃସିଂହ। ବିଭିନ୍ନ ଜାଗାରେ ମୂଷା ରହିଥିଲେ, ସେଥିପାଇଁ ହାରିଲୁ ବୋଲି କହିଛନ୍ତି ନୃସିଂହ ସାହୁ ।
ନୃସିଂହ କହିଛନ୍ତି ଯେ, ବହୁତ କ୍ଷେତ୍ରରେ ବିଜେଡି ଲୋକ ହିଁ!-->!-->!-->…
ଓଡ଼ିଶାର ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରହିବ, ଲୋକଙ୍କ ସ୍ୱରକୁ ସରକାରଙ୍କ ପାଖରେ ପହଞ୍ଚାଇବ ବିଜେଡି ମିଡିଆ ସେଲ୍
ଭୁବନେଶ୍ୱର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ଦଳର ରୂପରେଖକୁ ପରିବର୍ତ୍ତନ କରିଛନ୍ତି । ରାଜ୍ୟ ପଦାଧିକାରୀ କମିଟିକୁ ଭାଙ୍ଗିବା ସହ ନିଜର ରାଜନୈତିକ ସଚିବ, ଲୋକ ସମ୍ପର୍କ ଅଧିକାରୀ, ଦଳର ମୁଖପାତ୍ର, ଜାତୀୟ ମୁଖପାତ୍ରର ନୂଆ ଟିମ୍ ଘୋଷଣା କରିଛନ୍ତି। ଏ ନେଇ ସୋମବାର ଶଙ୍ଖଭବନରେ!-->…
ଖୁବଶୀଘ୍ର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି, ଗଣମାଧ୍ୟମରେ ଯେଉଁ ତାରିଖ ଘୋଷଣା ହେଉଛି ତାହା ଗୁଜବ: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ରତ୍ନ ଭଣ୍ଡାର ଖୋଲିବା ତାରିଖ ଘୋଷଣାକୁ ନେଇ ଆଇନ ମନ୍ତ୍ରୀଙ୍କ ମନ୍ତବ୍ୟ। ସର୍ବୋଚ୍ଚସ୍ତରରେ ଆଲୋଚନା ସରିଛି, ଆଜି କାଲି ଭିତରେ ନିଷ୍ପତ୍ତି ହେବ। ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ ହେବ। ଏନେଇ ଏକ ବୈଠକ ହେବ। ବୈଠକ ପରେ ତାରିଖ ଘୋଷଣା ହେବ।!-->…
ରାଜ୍ୟରେ ଦରଦାମ ବୃଦ୍ଧି ନେଇ ବର୍ଷିଲା ବିରୋଧୀ ବିଜେଡି
ଭୁବନେଶ୍ୱର : ଦର ନକମିଲେ ଆନ୍ଦୋଳନ । ଲୋକଙ୍କୁ କଲବଲ କଲାଣି ଆକାଶଛୁଆଁ ଦରବୃଦ୍ଧି । ଦିନକୁ ଦିନ ହୁ ହୁ ହୋଇ ବଢିଚାଲିଛି ପନିପରିବା ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ । ୫୦ ଉପରେ ସବୁ ପରିବା । ଏହାକୁ ନେଇ ଅତିଷ୍ଠ ହୋଇପଡିଲେଣି ଲୋକେ। ଦରଦାମ୍ ନିୟନ୍ତ୍ରଣ କରି ରାଜ୍ୟ ସରକାର ଲୋକଙ୍କୁ!-->…
ରାହୁଲ ଗାନ୍ଧୀ ଜଣେ ମିଥ୍ୟାବାଦୀ, ହିଂସ୍ର ଓ ଆତଙ୍କବାଦୀ: ମନମୋହନ ସାମଲ
ଭୁବନେଶ୍ବର: ରାହୁଲ ଗାନ୍ଧୀ ଲୋକସଭାରେ ହିନ୍ଦୁମାନଙ୍କୁ ହିଂସ୍ର ଓ ମିଛୁଆ କହିବାକୁ ନେଇ କଂଗ୍ରେସ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, କଂଗ୍ରେସ ୫୬ ବର୍ଷ ଦେଶକୁ ଶାସନ କରିଛି ତେଣୁ ସେମାନଙ୍କର ବିରୋଧୀ ଦଳରେ ବସିବାର ଅଭ୍ୟାସ ନାହିଁ। ସେଥିପାଇଁ!-->…
ଆଗାମୀ ୫ ବର୍ଷ ଭିତରେ ଓଡ଼ିଶାକୁ ସର୍ବାଧିକ ୧ ଲକ୍ଷ କୋଟ ଟଙ୍କାର ଆସିବ ରେଳ ପ୍ରୋଜେକ୍ଟ: ଅଶ୍ଵିନୀ
ଭୁବନେଶ୍ବର: ଭୁବନେଶ୍ୱରରେ ଆୟୋଜିତ ବିଜେପିିର ବିଜୟ ସମ୍ବର୍ଦ୍ଧନା ସଭାରେ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇବା ସହ ରେଲୱେ ବିକାଶର ଭବିଷ୍ୟତ ନେଇ ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଓଡିଶାକୁ ୧ ଲକ୍ଷ କୋଟିର ପ୍ରକଳ୍ପ ଦିଆଯିବାକୁ ନେଇ ଘୋଷଣା କରିଛନ୍ତି!-->…
ରତ୍ନଭଣ୍ଡାର ଶୀଘ୍ର ଖୋଲିବ, ଯଦି ଗଡ଼ବଡ଼ ଥିବ ଦୋଷୀକୁ ଦଣ୍ଡ ଦିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜଧାନୀର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ରତ୍ନଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ।
ଯଦି କିଛି!-->!-->!-->…