Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା
ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ ଯୋଜନା । ଏହି ଯୋଜନା ଅଧିନରେ ଦେଶର!-->…
BJPରେ ମିଶିଲେ ଦେବାଶିଷ ନାୟକ
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ ବିଧାୟକ ନିହାର ମହାନନ୍ଦ ମଧ୍ୟ!-->…
ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ କରିଛନ୍ତି
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା କରୁଛନ୍ତି। ଏଥି ସହିତ ଦଳଡିଆଁ!-->…
‘ପାଣ୍ଡିଆନ୍ ଓ BJP ସହ ମେଣ୍ଟକୁ ନେଇ BJD ନେତା ଅସନ୍ତୁଷ୍ଟ’
ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେପି ମଧ୍ୟରେ ମେଣ୍ଟ ହୋଇଛି। ଯେଉଁପାଇଁ ବିଜେଡି ନେତାମାନଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି। ଆଜି ଏପରି କହିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର।
ଗଣମାଧ୍ୟମକୁ ଶ୍ରୀ କୁମାର କହିଛନ୍ତି, ଶାସକ ବିଜେଡିରେ!-->!-->!-->…
ବିଜେପି ଛାଡ଼ି ବିଜେଡିରେ ଯୋଗଦେଲେ ମନୋରଞ୍ଜନ ସେଠୀ
ବେତନଟୀ : ମୟୂରଭଂଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ!-->…
ଲୋକସେବା ଭବନ ଘେରିବ କଂଗ୍ରେସ
ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି!-->…
ଓଡ଼ିଶାର ବିକାଶ ପାଇଁ କେବଳ ମୋଦି ହିଁ ଚିନ୍ତା କରୁଛନ୍ତି : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ
ବ୍ରହ୍ମପୁର : ଜୟ ଜଗନ୍ନାଥ, ମାଆ ବୁଢୀ ଠାକୁରାଣୀ କହି ବ୍ରହ୍ମପୁର ସଭାରେ ଭାଷଣ ଆରମ୍ଭ କରିଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଓଡିଶାରେ ଡବଲ ଇଂଜିନ ସରକାର ଗଠନ କରିବାରେ କେହି ବି ରୋକିପାରିବେ ନାହିଁ । ଓଡିଶା ବିଜେପି ସରକାର ବଢିବ ।
ଓଡ଼ିଶାର ବିକାଶ ପାଇଁ!-->!-->!-->…
ଟମାଟୋ, ଅଣ୍ଡା କି ଗୁଳିମାଡ଼ କରନ୍ତୁ, କେହି ମୋତେ ଅଟକାଇ ପାରିବେନି : ପାଣ୍ଡିଆନ
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ 5-Tଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୋଗଦେଇଥିବାବେଳେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଏହି ସମୟରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼ ହୋଇଛି । ହେଲେ ପାଣ୍ଡିଆନଙ୍କ ଦେହରେ!-->…
ପଦ୍ମ ଛାଡ଼ିଲେ ବିଧାୟକ ମନୋରଞ୍ଜନ ସେଠୀ
ବଡ଼ସାହି:ଭାରତୀୟ ଜନତା ପାର୍ଟି ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ । ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସେ ଇସ୍ତଫା ପତ୍ରରେ ଉଲ୍ଲେଖ!-->…
ଓଡିଶାକୁ ଦରକାର ଡବଲ୍ ଇଞ୍ଜିନ ସରକାର : ରାଜନାଥ
ନବରଙ୍ଗପୁର: ଦିନିକିଆ ଓଡିଶା ଗସ୍ତରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ନବରଙ୍ଗପୁରରେ ଆୟୋଜିତ ବିଜେପି କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ରାଜନାଥ ସିଂହ । କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନାଥ କହିଛନ୍ତି ଯେ, ଓଡ଼ିଶା ସହ ମୋର ଭାବନାତ୍ମକ ସଂପର୍କ ରହିଛି । ଓଡିଶାରେ ଏଥର ଡବଲ!-->…