Browsing Category

ରାଜନୀତି

ହାତ ଛାଡିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି

କେନ୍ଦ୍ରାପଡ଼ା: ପାଖେଇ ଆସୁଛି ୨୦୨୪ ନିର୍ବାଚନ । ଏହାପୂର୍ବରୁ ଓଡିଶା କଂଗ୍ରେସକୁ ଲାଗିଛି ଶକ୍ତ ଝଟ୍‌କା । କଂଗ୍ରେସ ଛାଡ଼ିଲେ ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ତେବେ ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଅଂଶୁମାନ ତାଙ୍କ ଇସ୍ତଫା ପତ୍ର ପିସିସି ସଭାପତି ଶରତ

ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। ସେହପରି

ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ତିନି ବରିଷ୍ଠ ନେତା

ଭୁବନେଶ୍ୱର : ଶିବରାଜ ସିଂ ଚୌହାନଙ୍କ ଠୁ ଆରମ୍ଭ କରି ଜେ ପି ନଡ୍ଡା।ନୀତିନ ଗଡ଼କରୀଙ୍କ ଠୁ ରାଜନାଥ ସିଂ। ବିଜେପିର କେନ୍ଦ୍ରୀୟ ଟିମ୍ ଏବେ ଓଡ଼ିଶା ପାଇଁ ଚଲେଇଛି ଗୋଟି ଚାଳନା। ୨୪ ନିର୍ବାଚନ ପାଇଁ ଏବେଠୁ ଅଣ୍ଟା ଭିଡିଲାଣି ରାଜ୍ୟ ବିଜେପି । ସଜାଡ଼ିଲଣି ମଇଦାନ, ଆରମ୍ଭ କଲାଣି ରଣନୀତି।

୧୩ ଜିଲ୍ଲାରେ ବଦଳିଲେ କଂଗ୍ରେସ ସଭାପତି

ଭୁବନେଶ୍ୱର:ତୃଣମୂଳ ସ୍ତରରେ ଦଳକୁ ସୁଦୃଢ଼ କରୁଛି କଂଗ୍ରେସ। ୧୧ଟି ଜିଲ୍ଲାରେ ୧୩ଟି ଜିଲ୍ଲା କଂଗ୍ରେସ କମିଟିର ସଭାପତି ବଦଳିଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସୁପାରିସ କ୍ରମେ ଜିଲ୍ଲାସ୍ତରରେ ସଂଗଠନକୁ ସୁଦୃଢ଼ କରିବା ପାଇଁ ଜିଲ୍ଲା କଂଗ୍ରେସ କମିଟି ସଭାପତିମାନଙ୍କୁ ପରିବର୍ତ୍ତନ

ରାହୁଲ ପ୍ରଥମେ ନିଜକୁ ନ୍ୟାୟ ଦିଅନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡା:ଝାରସୁଗୁଡାରେ ମୋଦିଙ୍କୁ ନେଇ ଗର୍ଜିଲେ ରାହୁଲ।ଉତ୍ତର ରଖିଲେ ଧର୍ମେନ୍ଦ୍ର। ମୋଦୀଙ୍କ ଜାତି ଭାଷଣକୁ ନେଇ ରାହୁଲଙ୍କ କଟାକ୍ଷ ପରେ ଧର୍ମେନ୍ଦ୍ରଙ୍କ ବାଣୀରେ ସ୍ପଷ୍ଟ କରାଇଲେ ରାହୁଲଙ୍କ ପ୍ରତି ହେଉଥିବା ଅନ୍ୟାୟ। ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ…

ପିସିସି ଗଣମାଧ୍ୟମ ମୁଖପାତ୍ର, ପ୍ୟାନେଲିଷ୍ଟଙ୍କ ନାମ ଘୋଷଣା

ଭୁବନେଶ୍ବର: ପ୍ରଦେଶ କଂଗ୍ରେସ କମିଟିର ଗଣମାଧ୍ୟମ ସେଲ୍‌କୁ ଅଧିକ କ୍ରିୟାଶୀଳ କରିବା ପାଇଁ ବରିଷ୍ଠ ମୁଖପାତ୍ର, ମୁଖପାତ୍ର, ପ୍ୟାନେଲିଷ୍ଟ୍‌, ସଂପାଦକ ଓ ସଂଯୋଜକଙ୍କ ନାମ ଘୋଷଣା କରାଯାଇଛି। ପିସିସି ଗଣମାଧ୍ୟମ ସେଲ୍‌ର ଅଧ୍ୟକ୍ଷ ବିଶ୍ବରଂଜନ ମହାନ୍ତି ଏକ ପ୍ରେସ୍…

ଫେବୃଆରୀ ୬ରେ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧି

ଭୁବନେଶ୍ୱର : ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି। ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ଓଡ଼ିଶାରେ ପହଞ୍ଚିବେ । ରାଉରକେଲା, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା କରିବେ ରାହୁଲ । ୬ରେ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରରେ ପହଞ୍ଚିବେ । ୭ରେ ରାଉରକେଲା…

ମିନାକ୍ଷୀ ବାହିନୀପତି ହେଲେ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ କଂଗ୍ରେସ ନିଜର ଘର ସଜାଡ଼ିବାରେ ଲାଗି ପଡିଛି। ନିର୍ବାଚନ ଯେତିକି ପାଖେଇ ଆସୁଛି ଓଡ଼ିଶା କଂଗ୍ରେସ ସେତିକି ଚଳଚଞ୍ଚଳ ହୋଇ ଉଠୁଛି। ଗତକାଲି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ଓଡ଼ିଶା ଗସ୍ତ ପରେ ଆଜି କଂଗ୍ରେସ ସାଂଗଠନିକ ସ୍ତରରେ ପରିବର୍ତ୍ତନ

ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କଲେ ଖଡ଼ଗେ

ଭୁବନେଶ୍ୱର: ରାଜ୍ୟ ଅତିଥି ଭବନରେ ଆଜି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସହିତ ଇଣ୍ଡିଆ ମେଣ୍ଟ ରାଜ୍ୟ ନେତୃବୃନ୍ଦଙ୍କ ସହ ବୈଠକ କରିଛନ୍ତି | ୨୦୨୪ ନିର୍ବାଚନକୁ ନେଇ ବୈଠକରେ ଆଲୋଚନା ହୋଇଥିବାବେଳେ ବୈଠକରେ ସିପିଆଇ ନେତା ଅଭୟ ସାହୁ, ସିପିଆଇଏମର ନେତା ସୁରେଶ ପାଣିଗ୍ରାହୀ,