Browsing Category

ରାଜନୀତି

ବିଜେଡି ଓ ବିଜେପି ଉପରେ ବର୍ଷିଲେ ମଲ୍ଲିକାର୍ଜୁନ ଖଡ଼ଗେ…

ଭୁବନେଶ୍ୱର: ଓଡ଼ିଶାରେ ଯାହା ହୋଇଛି କଂଗ୍ରେସ କରିଛି, ଆଜି ଓଡିଶା ବଞ୍ଚାଅ ସମାବେଶରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି ଏଭଳି କହିଛନ୍ତି ଖଡ଼ଗେ | ସେ କହିଛନ୍ତି ମୋଦୀ ସବୁବେଳେ କହୁଛନ୍ତି ୭୦ ବର୍ଷରେ କଣ କରିଛି କଂଗ୍ରେସ । ଯଦି ୭୦ ବର୍ଷରେ କଂଗ୍ରେସ କିଛି କରିନଥାନ୍ତା

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧକ୍ଷ ମଲ୍ଲିକାର୍ଜୁନ ଖଡଗେ। ଦିନ ୧୨ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଁଚିବା ପରେ ଏକ ବିରାଟ ପଟୁଆରରେ ସେ ଲୋୟର ପିଏମଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ସମାବେଶରେ ଜିଲ୍ଲା…

ଧରଣୀଧର ବିଶ୍ବବିଦ୍ୟାଳୟ‌ରେ ନିର୍ମାଣାଧୀନ ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବ: ୫ଟି ଅଧ୍ୟକ୍ଷ

କେନ୍ଦୁଝର: ସ୍ଥାନୀୟ ଧରଣୀଧର ବିଶ୍ବବିଦ୍ୟାଳୟ‌ ପଡ଼ିଆରେ ନୂଆ-ଓ କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଯୋଗ ଦେଇଛନ୍ତି। ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ଜୀବନରେ ସଫଳତା ପାଇବାକୁ ହେଲେ କ’ଣ କରିବା ଦରକାର ସେ ନେଇ ଗୁରୁମନ୍ତ୍ର ଦେଇଛନ୍ତି।…

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ…

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ

ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଶିକ୍ଷକ ନିଯୁକ୍ତି ଅନିୟମିତା ନେଇ ରାଜ୍ୟ ରାନୀତିରେ ଚାଲିଛି ବାକ୍ ଯୁଦ୍ଧ। ଶନିବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଥିଲେ। ଆଜି କେନ୍ଦ୍ର ମନ୍ତ୍ରୀଙ୍କ ‘ମହାଲମାଣ୍ଡା’…

ଓଡିଶା ଗସ୍ତରେ ଆସୁଛନ୍ତି ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ମାନ୍ୟବର ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ । ଏହି ପରିପେକ୍ଷିରେ ଭୁବନେଶ୍ୱରରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଶ୍ରୀ ଖଡ଼ଗେ ଙ୍କ ସମ୍ବୋଧିତ ସାଧାରଣ ସଭା ପାଇଁ …

‘ମହାପ୍ରଭୁ ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ, ଓଡ଼ିଶାବାସୀଙ୍କ ପାଖରେ କ୍ଷମା ମାଗନ୍ତୁ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଜଗନ୍ନାଥଙ୍କ ପ୍ରତି ଚରମ ଅସମ୍ମାନ ହୋଇଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନ ପାଇଁ ରାଜ୍ୟ ତମାମ ଅର୍ପଣ ରଥ ବୁଲିଲାବେଳେ ଜଗନ୍ନାଥଙ୍କୁ ପିଲାଙ୍କ ଖେଳନାଠୁ ଆହୁରି ତୁଚ୍ଛ ଭାବରେ ପ୍ରଦର୍ଶିତ କରାଯାଇଛି ।…

ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ପ୍ରଣବ ଦାସଙ୍କ ଜବାବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ବିଧାୟକ ଜବାବ…

ପିଡିଏସ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପୋଷ୍ଟର ଲାଗିବା ବେଆଇନ, ଲୋକେ ହଟାଇଲେ ପୋଲିସ ଦେଉଛି ଧମକ

ଭୁବନେଶ୍ୱର: ପିଡିଏସ୍ କେନ୍ଦ୍ରରେ ପୋଷ୍ଟର ଲଗାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି । ମୁଖପାତ୍ର ଅନୀଲ ବିଶ୍ୱାଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚାଉଳ ଯୋଗାଇ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ…

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସାମିଲ ହେବେ ନାହିଁ ବୋଲି କହିଛନ୍ତି ବିରୋଧୀ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଦଳୀୟ…