Browsing Category

ରାଜନୀତି

ଖୁବଶୀଘ୍ର ପଦମପୁରକୁ ଜିଲ୍ଲା ମାନ୍ୟତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଇଁ ପ୍ରକ୍ରିୟା ଆରମ୍ଭ…

ପଦମପୁର: ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ଓଡ଼ିଶାର ଜିଲ୍ଲା ସଂଖ୍ୟା ବୃଦ୍ଧି ପାଇବ। ଏଥିସହ ସତ ହେବ ପଦମପୁରବାସୀଙ୍କ ସ୍ବପ୍ନ । ଦୀର୍ଘଦିନ ଧରି ଜିଲ୍ଲା ମାନ୍ୟତା ଦାବି କରୁଥିଲେ ପଦମପୁରବାସୀ। ଯାହା ଏବେ ସତ ହେବାକୁ ଯାଉଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୂପଣ

୩ ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ

କିଏ କେଉଁଠି ଜିତିଲେ, ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ: ବିଜେଡି

ଭୁବନେଶ୍ବର: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସର ବିପୁଳ ବିଜୟ ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୦୦ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ କେଉଁ ମଡେଲ କାମ କରିନି। ଓଡ଼ିଶାରେ କେବଳ

ଛତିଶଗଡ଼ରେ ଦଳକୁ ହରାଇବାକୁ ଟଙ୍କା ଲଗେଇଥିଲା ବିଜେଡି: ପ୍ରଦୀପ ପୁରୋହିତ

ଭୁବନେଶ୍ବର: ଛତିଶଗଡ଼ରେ ବିଜେପିକୁ ହରାଇବାକୁ ବିଜେଡି ଟଙ୍କା ଲଗେଇଥିଲା ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ।ସେ କହିଛନ୍ତି, ପଶ୍ଚିମ ଓଡ଼ିଶାର ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରାଣପଣେ ଚେଷ୍ଟା କରିଥିଲେ। ଛତିଶଗଡ଼

ଓଡ଼ିଶାରେ ପ୍ରଭାବ ପକାଇବ ୩ ରାଜ୍ୟର ଫଳାଫଳ : ମନମୋହନ ସାମଲ…

ଭୁବନେଶ୍ବର; ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପି ବିପୁଳ ଭୋଟରେ ବିଜୟ ହାସଲ କରିଛି। ଏହି ୩ଟି ରାଜ୍ୟରେ ବିଜେପିର ବିଜୟ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଓଡ଼ିଶାରେ

ନବୀନ ନିବାସରେ ପାଣ୍ଡିଆନଙ୍କୁ ଭେଟିଲେ ପ୍ରଫୁଲ୍ଲ ଘଡ଼େଇ…

ଭୁବନେଶ୍ବର : ଦୀର୍ଘ ପ୍ରାୟ ଏକ ଦଶନ୍ଧି ପରେ ନବୀନ ନିବାସରେ ବରିଷ୍ଠ ନେତା ପ୍ରଫୁଲ୍ଲ ଘଡ଼େଇ । ବିଜେଡିରେ ବିଧିବଦ୍ଧ ଯୋଗ ଦେଇଥିବା ଅବସରପ୍ରାପ୍ତ ଆଇଏଏସ୍ ଭିକେ ପାଣ୍ଡିଆନଙ୍କୁ ଭେଟିଛନ୍ତି । ପାଣ୍ଡିଆନ ବିଜେଡିରେ ଯୋଗ ଦେବାପରେ ତାଙ୍କୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତିବିଶେଷ ନବୀନ ନିବାସ ଯାଇ

ଆଜିଠୁ କଂଗ୍ରେସର ଆରମ୍ଭ ହେଲା ତୁଳସୀ ଯାତ୍ରା…

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରିଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ ତୁଳସୀ ସଂଗ୍ରହ କରାଯାଇଛି ।…

ଆଇଆଇସିଙ୍କଠାରୁ ନଗଦ ୩୭ ଲକ୍ଷ ଟଙ୍କା ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାଣିଲା ବିଜେପି…

ଭୁବନେଶ୍ୱର: ବୈପାରିଗୁଡା ଆଇଆଇସିଙ୍କ ଠାରୁ ନଗଦ ୩୭ ଲକ୍ଷ ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଜଣେ ମନ୍ତ୍ରୀ ଏବଂ ପୂର୍ବତନ ମନ୍ତ୍ରୀଙ୍କୁ ଟାଣିଲା ବିଜେପି | ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି ଯେ ଓଡ଼ିଶା ସରକାର ଦୁର୍ନୀତିକୁ ନୀତି କରିଛନ୍ତି |…

ଡିସେମ୍ବର ୧ ରେ ତୁଳସୀ ଯାତ୍ରା, ସାରା ରାଜ୍ୟରୁ ସଂଗୃହୀତ ହେବ ତୁଳସୀ…

ଭୁବନେଶ୍ବର: ଡିସେମ୍ବର ୧ ରେ କଂଗ୍ରେସ ପକ୍ଷରୁ ଆୟୋଜିତ ହେବ ତୁଳସୀ ଯାତ୍ରା । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି । ଭୁବନେଶ୍ବରରୁ ଶରଧାବାଲି ପର୍ଯ୍ୟନ୍ତ ହେବ ତୁଳସୀ ଯାତ୍ରା । ଶରଧାବାଲିରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ…

ବିଜେଡ଼ି ସଂଖ୍ୟାଲଘୁ ସେଲର ରାଜ୍ୟ ସଭାପତି ମୁନ୍ନା ଖାଁ ଜି. ଉଦୟଗିରି ଉ ପ ନିର୍ବାଚନ ପ୍ରଚାରରେ…

ଫୁଲବାଣୀ/ଉଦୟଗିରି : କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରି ଏନ. ଏ. ସି ଅଧ୍ୟକ୍ଷା ପାର୍ଥି ପାଇଁ ଉପ ନିର୍ବାଚନ ପ୍ରଚାରର ଅନ୍ତିମ ଦିନ ଅବସରରେ ମାନ୍ୟବର ରାଜ୍ୟସଭା ସାଂସଦ ତଥା ବିଜେଡ଼ି ସଂଖ୍ୟାଲଘୁ ସେଲର ରାଜ୍ୟ ସଭାପତି ଶ୍ରୀଯୁକ୍ତ. ମୁନ୍ନା ଖାଁ ମହୋଦୟ ଆସି ପହଞ୍ଚି ଥିଲେ l ପ୍ରଥମେ ସାଂସଦ