Browsing Category

ରାଜନୀତି

ଆଦିବାସୀ ଜମି ହସ୍ତାନ୍ତର ନେଇ କ୍ୟାବିନେଟ୍‌ ନିଷ୍ପତ୍ତିକୁ ରଦ୍ଦ କରାଯାଉ: ସାଂସଦ ଜୁଏଲ ଓରାମ୍…

ଭୁବନେଶ୍ବର: ଆଦିବାସୀ ଜମି ହସ୍ତାନ୍ତର ନେଇ କ୍ୟାବିନେଟ୍‌ ନିଷ୍ପତ୍ତିକୁ ସ୍ଥଗିତ ରଖାଯିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ। ସେ କହିଛନ୍ତି, କ୍ୟାବିନେଟ୍ ର ନିଷ୍ପତ୍ତିକୁ କ୍ୟାବିନେଟ୍ ରେ ରଦ୍ଦ କରାଯିବା…

ବ୍ଲକ୍‌ ଅଫିସ୍‌ ଘେରାଉ ବେଳେ ବିଜେପିର ଲଙ୍କାକାଣ୍ଡ…

ଚାନ୍ଦବାଲି: ବିଜେପିର ବ୍ଲକ୍‌ ଅଫିସ୍‌ ଘେରାଉ ବେଳେ ଲଙ୍କାକାଣ୍ଡ ହୋଇଛି। ଭାଙ୍ଗିଛି ଚେୟାର, ଭାଙ୍ଗିଛି ସିସିଟିଭି। ଢେଲା ପଥର ମାଡ଼ରେ ଫାଟିଛି ଏସ୍‌ଡିପିଓଙ୍କ ମୁଣ୍ଡ। ଆହତ ହୋଇଛନ୍ତି ଆଇଆଇସି। ଆଜି ଅପରାହ୍ନରେ ଏପରି ଚିତ୍ର ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଫିସରୁ…

ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ…

ଭୁବନେଶ୍ବର: ଆଦିବାସୀଙ୍କ ଜମି ପ୍ରସଙ୍ଗକୁ ନେଇ ବିଧାନସଭାରେ ଅଚଳାବସ୍ଥା। ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ପରେ ବିଧାନସଭା ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଦିବାସୀ ଜମି ହସ୍ତାନ୍ତର ଅଧ୍ୟାଦେଶ କ୍ୟାବିନେଟରେ ପାରିତ ହେବା ଓ ସ୍ଥଗିତ ରଖିବାକୁ ନେଇ…

କଟକ ମେୟର ଏବଂ କମିଶନରଙ୍କ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର…

କଟକ : ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର । ଆଜି ସକାଳେ ସିଏମସି କାର୍ଯ୍ୟାଳୟରେ ମେୟର ଓ କମିଶନରଙ୍କ ଆସି ଆଲୋଚନା କରିବା ପରେ କର୍ପୋରେଟର ମାନେ ଧାରଣା ପ୍ରତ୍ୟାହୃତ କରିଛନ୍ତି । କିଛି ଦିନ ହେବ ମହାନଗର ନିଗମରେ ଦୁର୍ନୀତି…

ଥାନା ଆଗରେ ଧାରଣା ଦେଲେ ସାଂସଦ ଜୁଏଲ ଓରାମ…

ସୁନ୍ଦରଗଡ଼: ଆଜି ଅପରାହ୍ନରେ ସୁନ୍ଦରଗଡ଼ ସଦର ଥାନା ଆଗରେ ଧାରଣାରେ ବସିଛନ୍ତି । ଧାରଣାରେ ଓରାମ ସମାଜର ଶତାଧିକ ମହିଳା ଓ ପୁରୁଷ। ଗତ ଅକ୍ଟୋବର ୨୪ରେ ସଦର ଥାନା କରମଡିହି ଇଲକାପଡ଼ାଠାରେ ଆୟୋଜିତ ଓରାମ ସମାଜର କରମା ପୂଜାସ୍ଥଳରେ ପଶି କିଛି ଯୁବକ ଜାତିସୂଚକ ଅପମାନ ଦେଇ…

ରାଜ୍ୟରେ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ପାଖରେ ଫେରାଦ ହେଲା ବିଜେପି କୃଷକ ମୋର୍ଚ୍ଚା…

ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ୬ ଦଫା ଦାବି ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛି ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା। ୨୩ ବର୍ଷ ଭିତରେ ବିଜେଡ଼ି ସରକାର ଚାଷ ଜମିକୁ ଜଳସେଚିତ କରିବାରେ ବିଫଳ ହୋଇଛନ୍ତି। ଅନାବୃଷ୍ଟି ଯୋଗୁଁ ମରୁଡ଼ି ଭଳି ବିପତ୍ତିର…

ପୁଣି କୋଶଲ ରାଜ୍ୟ କଥା ଦୋହରାଇଲେ ନରସିଂହ ମିଶ୍ର: ଜବାବ ଦେଲେ ଭୂପିନ୍ଦର ସିଂ

ଭୁବନେଶ୍ବର: ପୁଣି କୋଶଲ ରାଜ୍ୟ କଥା ଦୋହରାଇଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର। ଅଲଗା ରାଜ୍ୟ ପାଇଁ ସରକାର ଦାୟୀ ରହିବେ ବୋଲି କହିଛନ୍ତି ନରସିଂହ। ବଲାଙ୍ଗିର ଲୋଇସିଂହା ଷ୍ଟାଡିୟମରେ ଏକ ଫୁଟବଲ ମ୍ୟାଚର ଉଦଘାଟନ ଅବସରରେ ଏଭଳି କହିଛନ୍ତି କଂଗ୍ରେସ ବିଧାୟକ। ରାଜ୍ୟ…

ଆଇନ ତା ବାଟରେ କାମ କରୁନି ବରଂ ନ୍ୟସ୍ତ ସ୍ୱାର୍ଥ ସାଧନ ପାଇଁ ଉଦ୍ଦିଷ୍ଟ: ପ୍ରଦୀପ ପାଣିଗ୍ରାହୀ…

ଭୁବନେଶ୍ୱର: ବିଜେପିରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଯୋଗ ଦେବା ନେଇ ଚର୍ଚ୍ଚା ଭିତରେ ସେ ଆଜି ପୁଣିଥରେ ରାଜ୍ୟ ସରକାର ତଥା ସିଏମଓ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବିଜେଡି ଟିକେଟରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିବା ଏହି ନେତା ଜନବିରୋଧୀ…

ବିଜେଡ଼ି ସରକାର ବିରୁଦ୍ଧରେ ୧୪ ରୁ ୧୮ ଯାଏଁ ରାଜ୍ୟବ୍ୟାପି ଆନ୍ଦୋଳନ କରିବ ବିଜେପି…

ନୂଆପଡ଼ା: ରାଜ୍ୟ ବିଜେପିର ଆହ୍ୱାନ କ୍ରମେ ଆସନ୍ତାକାଲି ଅର୍ଥାତ୍ ୧୪ ରୁ ୧୮ ତାରିଖ ଯାଏଁ ସମଗ୍ର ରାଜ୍ୟରେ ବିଜେଡ଼ି ସରକାର ବିରୁଦ୍ଧରେ ଆନ୍ଦୋଳନ। ବିଭିନ୍ନ ପ୍ରସଙ୍ଗ ଉଠାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛି ବିଜେପି। ଏନେଇ ନୂଆପଡା…

ସରକାରୀ ଯୋଜନାରେ ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗ: ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି

ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା ଆଇନ ଉଲଂଘନ…