Browsing Category

ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ…

ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।…

ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତରୁ ସଂଗ୍ରହ ହେବ ତୁଳସୀ…

ଭୁବନେଶ୍ବର : ରାଜ୍ୟ କଂଗ୍ରେସ ପକ୍ଷରୁ କରାଯିବ ତୁଳସୀ ଯାତ୍ରା । ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତ, ବ୍ଲକ ଓ ଜିଲ୍ଲାରୁ ତୁଳସୀ ସଂଗ୍ରହ କରାଯିବ । ସବୁ ଅଞ୍ଚଳରୁ ସଂଗ୍ରହ କରିବା ପରେ ତାକୁ କଂଗ୍ରେସ ଭବନକୁ ଅଣାଯିବ । ଏବଂ ପରେ…

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ…

ଜଗତସିଂହପୁର : ଜଗସିଂହପୁର ପୌରପରିଷଦ ୬ ନମ୍ବର ୱାର୍ଡ ଉପନିର୍ବାଚନ ପାଇଁ ବାଜିଲା ବିଗୁଲ। ନୋଟିଫିକେଶନ ପରେ ଆଜି କାଉନସିଲର ପ୍ରାର୍ଥୀ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି। ରୋଜାଲୀନ ଦାସ ବିଜେଡି ପ୍ରାର୍ଥୀନୀ ଭାବରେ ପ୍ରାର୍ଥୀ ପତ୍ର ଦାଖଲ କରିଥିବା ବେଳେ କଂଗ୍ରେସ…

ଉପବାଚସ୍ପତି ପଦରୁ ରଜନୀକାନ୍ତଙ୍କ ଇସ୍ତଫା…

ଭୁବନେଶ୍ୱର : ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ । ୨୪ ନିର୍ବାଚନ ପାଇଁ ବିଜେଡିରେ ବଡ଼ ଦାୟିତ୍ବ ମିଳିବା ନେଇ ଚର୍ଚ୍ଚା ଜୋର ଧରିଛି । ରଜନୀକାନ୍ତ ସିଂ ଚାରି ଚାରିଥରର ବିଧାୟକ ହୋଇଛନ୍ତି । ୨୦୦୪ରୁ ଲଗାତର ଅନୁଗୋଳ ବିଧାନସଭା ଆସନରୁ ଜିତୁଛନ୍ତି ରଜନୀକାନ୍ତ।…

ବିଧାୟକ ସୁଶାନ୍ତ ସିଂଙ୍କ ଗିରଫ ଦାବିରେ ଏସପି ଅଫିସ ଘେରିଲା ବିଜେପି

ବରଗଡ : ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା । NHRCରେ ଅଭିଯୋଗ କଲେ ସୂଚନା ଅଧିକାର କର୍ମୀ ସୁବ୍ରତ ଦାଶ । ଭଟଲୀ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରାଯାଇଛି । ସୁଶାନ୍ତଙ୍କ ନାଁରେ ପୋଲିସ କୌଣସି ମାମଲା ରୁଜ୍ଜୁ କରୁନି ,ଏ ନେଇ…

ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି…

କଟକ: ବରଗଡ଼ ଅମ୍ବାଭୋନା ଥାନାରେ ଭଙ୍ଗାରୁଜା ଘଟଣାରେ ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି। ଦଳର ବରିଷ୍ଠ ନେତା ଗୋଲକ ମହାପାତ୍ରଙ୍କ ନେତୃତ୍ବରେ ମନୋଜ ମହାପାତ୍ର, ତେଜେଶ୍ବର ପରିଡ଼ା, କଟକ ନଗର ସଭାପତି ଲଲାଟେନ୍ଦୁ ବଡ଼ୁ, ଶ୍ରୀତମ ଦାସ, ଦିଲୀପ ମଲ୍ଲିକ ଓ…

ସୁନ୍ଦରଗଡ଼ ବିଜେପି ହାତରେ ଥିବାରୁ ବିକାଶ ରୋକିଛି ବିଜେଡି: ମନମୋହନ ସାମଲ

ସୁନ୍ଦରଗଡ଼: ‘ସୁନ୍ଦରଗଡ଼ ଜିଲ୍ଲାର ୩ଟି ବିଧାନସଭା ସୁନ୍ଦରଗଡ଼, ତଳସରା, ବୀରମିତ୍ରପୁର ଓ ଲୋକସଭା ବିଜେପି ହାତରେ। ତେଣୁ ସେମାନଙ୍କ ପ୍ରତି ଅସୂୟା ମନୋଭାବ ପୋଷଣ କରି ନବୀନ ସରକାର ଜିଲ୍ଲାର ବିକାଶକୁ ରୋକିଛି। ଜିଲ୍ଲା ଖଣିଜ ପ୍ରତିଷ୍ଠାନରେ ୪ ହଜାର କୋଟି ପଡ଼ି…

କାର୍ଯ୍ୟାନୁଷ୍ଠାନ ଦାବିରେ ବରଗଡ଼ ଏସପି ଅଫିସ ଘେରିଲା କଂଗ୍ରେସ…

ବରଗଡ଼: ଅମ୍ବାଭୋନା ଥାନା ଭଙ୍ଗାରୁଜ୍ଜା ଘଟଣା । କାର୍ଯ୍ୟାନୁଷ୍ଠାନ ଦାବିରେ ଆଜି ବରଗଡ଼ ଆରକ୍ଷୀ ଅଧୀକ୍ଷକଙ୍କ ଅଫିସ୍ ଘେରିଛନ୍ତି ଶତାଧିକ କଂଗ୍ରେସ କର୍ମୀ। ଘଟଣାକୁ ଦୁଇ ଦିନ ବିତିଯାଇଛି ହେଲେ ଏପର୍ଯ୍ୟନ୍ତ କାହିଁକି କାହାରିକୁ ଗିରଫ କରାଯାଇନାହିଁ ବୋଲି…

ଦଳରୁ ବହିଷ୍କୃତ ହେଲେ କୋରାପୁଟ ବିଜେଡି ନେତା ରଘୁରାମ ମାଛ…

ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ଏ ନେଇ ସୋମବାର ଜାରି ଏକ ବିଜ୍ଞପ୍ତିରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି । ରଘୁରାମ ମାଛ କୋରାପୁଟ ନିର୍ବାଚନ ମଣ୍ଡଳୀର…

ରତ୍ନ ଭଣ୍ଡାର ଖୋଲିବା ବଦଳରେ ଲେଜର୍ ସ୍କାନିଂ ରାଜ୍ୟ ସରକାରଙ୍କ ଯୋଜନାବଦ୍ଧ ଷଡ଼ଯନ୍ତ୍ର: ସମୀର ମହାନ୍ତି

ଭୁବନେଶ୍ବର: ରତ୍ନ ଭଣ୍ଡାର ଖୋଲିବା ବଦଳରେ ଲେଜର୍ ସ୍କାନିଂ ନିଷ୍ପତ୍ତିକୁ ବିରୋଧ କରିଛନ୍ତି ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି। ସେ କହିଛନ୍ତି, ଏହା ରାଜ୍ୟ ସରକାରଙ୍କ ଯୋଜନାବଦ୍ଧ ଷଡ଼ଯନ୍ତ୍ର। ପରିକ୍ରମା ପ୍ରକଳ୍ପ ଉଦଘାଟନ ପୂର୍ବରୁ କମିଟି ଗଠନ କରି…