Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ପ୍ରମିଳା ମଲ୍ଲିକ ହେଲେ ବିଜେଡି ବାଚସ୍ପତି ପ୍ରାର୍ଥୀ…
ଭୁବନେଶ୍ୱର: ଆସନ୍ତକାଲି ବାଚସ୍ପତି ନିର୍ବାଚନ ପଇଁ ନାମାଙ୍କନ ତାରିଖ ରହିଛି। ଏହା ପୂର୍ବରୁ ଶାସକ ଦଳ ବିଜେଡି ମହିଳା କାର୍ଡ ଖେଳି ଦଳର ବରିଷ୍ଠ ମହିଳା ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି। ସାରା ଦେଶରେ ମହିଳା ସଂରକ୍ଷଣ ବିଲ୍ ନେଇ…
ଅକ୍ଚୋବର ସୁଦ୍ଧା ଶେଷ ହେବ ଇଣ୍ଡିଆ ମେଣ୍ଟର ଆସନ ବୁଝାମଣା…
ନୂଆଦିଲ୍ଲୀ: ଆସନ୍ତା ରାଜ୍ୟ ବିଧାନସଭା ନିର୍ବାଚନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଉପରେ କୈଣସି ଚୂଡାନ୍ତ ନିଷ୍ପତ୍ତି ନିଆଯାଇନି। ବୁଧବାର ବିରୋଧୀ ଇଣ୍ଡିଆ ମେଣ୍ଟର ବୈଠକ ଏନସିପି ପ୍ରତିଷ୍ଠାତା ଶରଦ ପାଓ୍ବାରଙ୍କ ଦିଲ୍ଲୀ ବାସଭବନରେ ବସିଥିଲା। ହେଲେ…
୩ କର୍ମୀଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟାହାର କଲା ବିଜେପି…
ଭୁବନେଶ୍ୱର: ୩ କର୍ମୀଙ୍କ ଉପରୁ ବହିଷ୍କାର ଆଦେଶ ପ୍ରତ୍ୟହାର କଲା ବିଜେପି । ଭଦ୍ରକ ଜିଲ୍ଲାର ଏହି ତିନି ତୃଣମୂଳ ସ୍ତର କର୍ମୀଙ୍କୁ ଦଳରେ ସାମିଲ କରାଇଛି ଦଳ ।
ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ର ଦାସ, ସୁବାସ ମୁଦୁଲି ଏବଂ ଜୟରାମ ମୁଦୁଲିଙ୍କ ଉପରୁ ଉଠିଲା!-->!-->!-->…
ଚଳିତ ବର୍ଷ ମଧ୍ୟ ହେବନି ଛାତ୍ର ସଂସଦ ନିର୍ବାଚନ…
ଭୁବନେଶ୍ଵର: ପୂର୍ବ ବର୍ଷଗୁଡ଼ିକ ଭଳି ଏଥର ବି ହେବନି ଛାତ୍ର ସଂସଦ ନିର୍ବାଚନ । ଚଳିତବର୍ଷ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲଗାତାର ଭାବରେ ଗତ ୬ ବର୍ଷ ହେବ ରାଜ୍ୟର ବିଶ୍ଵବିଦ୍ୟାଳୟ ଓ!-->…
ଗଞ୍ଜାମରେ ବଳ ଗୋଟାଇ ସକ୍ରିୟ ହେଉଛି କଂଗ୍ରେସ…
ଆଗୁଆ ନିର୍ବାଚନ ସମ୍ଭାବନା , ଓଡିଶା ପହଞ୍ଚିଲେ ନିର୍ବାଚନ ଅଧିକାରୀ....
ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଅସଲି ନା ନକଲି ସନ୍ଦେହ କଲେ ସୌମ୍ୟ…
ଭୁବନେଶ୍ୱର: ବିଜେଡି ଉପସଭାପତି ପଦରୁ ବାହାରିବା ପରେ ମୁହଁ ଖୋଲିଲେ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ । ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତକୁ ନେଇ ସନ୍ଦେହ ପ୍ରକାଶ କରିଛନ୍ତି ବିଧାୟକ । ଏହି ଦସ୍ତଖତ ଅସଲି ନା ନକଲି ବୋଲି ପ୍ରଶ୍ନ କରିଛନ୍ତି ସୌମ୍ୟ ।
ଆଜି ବିଜୁ!-->!-->!-->…
ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଦାବିରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ
ପୁରୀ: ପୁଣି ତେଜିଲା ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ଦାବି। ଶ୍ରୀମନ୍ଦିର ଚାରି ଦୁଆର ଖୋଲିବା ସପକ୍ଷରେ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ସମେତ ସେବାୟତ, ବୁଦ୍ଧିଜୀବୀମାନେ ମତ ରଖିଥିବାବେଳେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ତଥା ଚାରି ଦ୍ଵାରରେ ଭକ୍ତଙ୍କ ପ୍ରବେଶ କଟକଣା ଉଠାଇବା ପାଇଁ ଆଜି!-->…
ସୌମ୍ୟ ପଟ୍ଟନାୟକଙ୍କୁ ଉପ ସଭାପତି ପଦରୁ ହଟାଇଲା ବିଜେଡି…
ଭୁବନେଶ୍ୱର: ଶେଷରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ତାଙ୍କୁ ଦଳର ଉପସଭାପତି ପଦରୁ ହଟା ଯାଇଛି । ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକ ନିଜ ଖବରକାଗଜ ସମ୍ବାଦରେ ଏକ ଆଲେଖ୍ୟ ଲେଖି ବିବାଦୀୟ ହୋଇ ପଡିଥିଲେ। ଏଥିରେ ସେ ୫ଟି ସଚିବଙ୍କ!-->…
ଅପରାଜିତାଙ୍କ ପରେ ପ୍ରଶ୍ନ ଉଠାଇଲେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧି ବିବାଦରେ ଥିବା ମୟୁରଭଞ୍ଜ ଜିଲ୍ଲାପାଳଙ୍କୁ ଆଜି ଟାର୍ଗେଟ କରିଥିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ | ସେ ଟ୍ୱିଟ କରି କହିଥିଲେ ଯେ ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା | ଏହି…
ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ ନଜର ରଖାଯାଇଛି: ଅପରାଜିତା
ଭୁବନେଶ୍ବର: ଓଡ଼ିଶାର ୪-୬ଜଣ ଅଫିସରଙ୍କ ଉପରେ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଛି ବୋଲି ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି । ମୟୂରଭଞ୍ଜ ଜିଲ୍ଲାପାଳ ଓ ଏସପି ଗତକାଲି ଏକ କାର୍ଯ୍ୟକ୍ରମରେ ନବୀନ ପଟ୍ଟନାୟକଙ୍କ ଫଟୋ ଥିବା ଟି-ସାର୍ଟ ପିନ୍ଧିବାକୁ ନେଇ ନିଜ ସୋଶାଲ ମିଡିଆରେ…