Browsing Category

ରାଜନୀତି

ଠିକା ନିଯୁକ୍ତି ହଟିଲା ପରେ ପୁଣି ୨୦ ହଜାର ଶିକ୍ଷକଙ୍କୁ ଠିକା ନିଯୁକ୍ତି କାହିଁକି ? : ବିଜେପି

ଭୁବନେଶ୍ୱର: ୨୦ହଜାର ଶିକ୍ଷକ ପଦବୀରେ ଠିକା ନିଯୁକ୍ତି କରିବା ପାଇଁ ନେଇଥିବା ନିଷ୍ପତି ବେଆଇନ ଓ ଅଗଣତାନ୍ତ୍ରିକ । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ନିଯୁକ୍ତି ପ୍ରତିଶ୍ରୁତି କୁଆଡେ ଗଲା ?  କାନ୍ଥ, ବାଡକୁ ସବୁଜ ରଙ୍ଗ କରିବାରେ ୩,୪୧୦କୋଟି ଖର୍ଚ୍ଚ କରିବା ପାଇଁ ଯଦି ସରକାରଙ୍କ ପାଖରେ ଟଙ୍କା…

ଜି-୨୦ ରାତ୍ରୀ ଭୋଜନରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ଉପରେ ପ୍ରଶ୍ନ ଉଠାଇଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ…

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି..!

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି। ଏଭଳି…

କୃଥିକା ପ୍ରଭାକରନଙ୍କୁ ଅପରାଜିତାଙ୍କ ଚାଲେଞ୍ଜ…

ଭୁବନେଶ୍ୱର:କୃଥିକା ପ୍ରଭାକରନଙ୍କୁ ଅପରାଜିତାଙ୍କ ଚାଲେଞ୍ଜ  । ଟୁଇଟ କରି ଖୋଲା ଚାଲେଞ୍ଜ ଦେଇଛନ୍ତି ସାଂସଦ ଅପରାଜିତା । କୃଥିକା ପ୍ରଭାକରଣଙ୍କ ସାହାସକୁ ନେଇ ପ୍ରଶ୍ନ କରିଛନ୍ତି । ଏତେ ସାହାସର କାରର କ’ଣ ବୋଲି ପ୍ରଶ୍ନ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଟାଗ କରିଛନ୍ତି ସାଂସଦ…

ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ…

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର ଓ ନିର୍ବାହୀ ଯନ୍ତ୍ରୀଙ୍କୁ…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ…

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ସଭାପତି…

ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ ସୌମ୍ୟ

ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ।  ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟ ପଟ୍ଟନାୟକ…

୧୦୮ ପ୍ରସଙ୍ଗକୁ ନେଇ ବିଜେପି ତିଆରି କଲା ଚାର୍ଜସିଟ, ବର୍ଷିଲା ବିଜେଡି

ଭୁବନେଶ୍ବର: ପୁଣି ବିସ୍ଫୋରକ ବୟାନ ଦେଇ ରାଜ୍ୟ ରାଜନୀତିକୁ ହଲଚଲ କରି ଦେଇଛନ୍ତି ଜୟନାରାୟଣ ମିଶ୍ର । ରାଜ୍ୟ ଚଳାଇବା ପାଇଁ ପାଣ୍ଡିଆନଙ୍କୁ ଲିଜ ଦେଇଛନ୍ତି ନବୀନ ପଟ୍ଟନାୟକ । ହେଲେ ଏଥର  ରାଜ୍ୟରେ ଆଉ…

କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ହକି ଷ୍ଟିକ ଛାଡି ହାତ ଧରିଲେ । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠିକ ଭାବେ ଦଳରେ ସାମିଲ…

ପ୍ରିୟବ୍ରତ ମାଝୀଙ୍କୁ ବିଜେଡିର ନୂଆ ମିଡ଼ିଆ ସଂଯୋଜକ ଭାବେ ଦାୟିତ୍ୱ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘୋଷଣା ହେଲା ବିଜେଡିର ନୂଆ ମିଡ଼ିଆ ସଂଯୋଜକଙ୍କ ନାମ। ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବା ବେଳେ ନିକଟରେ ତିନି ପ୍ରମୁଖ ରାଜନୈତିକ ଦଳ ନିଜ ସଂଗଠନରେ ନୂଆ ନେତାଙ୍କୁ ଦାୟିତ୍ୱ ପ୍ରଦାନ କରିଥିବା ଦେଖିବାକୁ ମିଳିଛି। ତେବେ ଆଜି ବିଜେଡି ସୁପ୍ରିମୋ ନବୀନ…