Browsing Category

ରାଜନୀତି

ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ

ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ । ମିଳିଥିବା

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍

ଭୁବନେଶ୍ୱର :କିଛିଦିନର ନିରବତା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଆଜି ପ୍ରଦେଶ କଂଗ୍ରେସ ପୁଣିଥରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । ରତ୍ନଭଣ୍ଡାରର ନକଲି ଚାବି ହଜିବାର ତଦନ୍ତ ପାଇଁ ଟିମ୍ ଗଠନ କରିଥିବା ରାଜ୍ୟ ସରକାର ଅସଲି ଚାବି ଖୋଜିବା ଦିଗରେ କ’ଣ

ରାଜ୍ୟ ସରକାର ସବୁଜ ପତ୍ରିକାଧାରୀଙ୍କ ପ୍ରତି ପ୍ରତାରଣା କରିଛନ୍ତି: ମନମୋହନ

ଭୁବନେଶ୍ୱର: ଦେଶର ଜନସଂଖ୍ୟା ବୃଦ୍ଧିକୁ ନିୟନ୍ତ୍ରଣ କରିବା ପାଇଁ ୧୯୮୩ ମସିହାରେ ତତ୍କାଳୀନ କେନ୍ଦ୍ର ସରକାର ‘ଆମେ ଦୁଇ, ଆମର ଦୁଇ’ର ନାରା ଦେଇ ‘ସବୁଜ ପତ୍ରିକା’ ଯୋଜନା ଆରମ୍ଭ କରିଥିଲେ। ଏହି ଯୋଜନାକୁ ସଫଳ କରିବା ଏବଂ ଅସ୍ତ୍ରୋପଚାର ହେଉଥିବା ମହିଳାଙ୍କୁ ପ୍ରୋତ୍ସାହିତ କରିବା ପାଇଁ

ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଶନ ପରୀକ୍ଷା ପ୍ରଶ୍ନପତ୍ର ଲିକ ଘଟଣାର ସିବିଆଇ ତଦନ୍ତ ଦାବି କଲା ବିଜେପି

ଭୁବନେଶ୍ବର: ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସିବିଆଇ ତଦନ୍ତ କରିବା ପାଇଁ ବିଜେପି ଦାବି କରିଛି । ଓଡ଼ିଆ ପିଲାଙ୍କ ଭାଗ୍ୟ ଭବିଷ୍ୟତ ସହିତ ଖେଳ ନଖେଳି ସରକାର ସିବିଆଇ ତଦନ୍ତ କରାନ୍ତୁ ବୋଲି ବିଜେପି ଦାବି କରିଛି । ଭୁବନେଶ୍ୱର ବିଜେପି ଅଫିସ୍‌ରେ

ବିଜେପିର ‘ଡେଙ୍ଗୁ’ ପ୍ରତିବାଦ, ବିଏମସି ଅଫିସ୍ ସମ୍ମୁଖ ରାସ୍ତା ଉପରେ ମଶାରୀ ଟାଣିଲେ

ଭୁବନେଶ୍ୱର: ଡେଙ୍ଗୁ ଜରରେ କମ୍ପୁଛି ଭୁବନେଶ୍ୱର । ଗଲାଣି ୨ ଜୀବନ । ରାଜଧାନୀରେ ଡେଙ୍ଗୁ କାୟା ବିସ୍ତା କରି ଚାଲିଥିବା ବେଳେ ପ୍ରଶାସନର ଅପାରଗତାକୁ ନେଇ ପ୍ରତିବାଦ କରିଛି ବିଜେପି । ମଙ୍ଗଳବାର ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଥିଲେ, ଗତବର୍ଷ ତୁଳନାରେ ଏ ବର୍ଷ

ସ୍ମାର୍ଟସିଟି ଭୁବନେଶ୍ୱର ଏବେ ଡେଙ୍ଗୁ ହଟ୍‌ସ୍ପଟ୍‌

ଭୁବନେଶ୍ୱର : ବିଏମସି ଅବହେଳାରୁ ସ୍ମାର୍ଟ ସିଟି ଭୁବନେଶ୍ୱର ଏବେ ଡେଙ୍ଗୁର ହଟ୍‌ସ୍ପଟ ପାଲଟିଛି । ବିଏମସି ରାଜଧାନୀର ବିଭିନ୍ନ ସ୍ଥାନରେ ଆବର୍ଜନା ଏବଂ ଅପରିଷ୍କାର ପାଣି ଜମାରହୁଥିବା ବେଳେ ଡେଙ୍ଗୁରୋଗର ବାହକ ଏଡିସ ମଶାର ବଂଶ ବିସ୍ତାର ପାଇଁ ସୁବିଧା ହେଉଛି । କ୍ୟାପିଟାଲ ହସ୍ପିଟାଲରେ

ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଓଡ଼ିଶା ବିଜେପି ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍ ଧରାପଡ଼ିବା ପରେ ଓଡ଼ିଶା ବିଜେପି ଏହାକୁ ନେଇ ହୀନ ରାଜନୀତ ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ।ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି

ନବୀନ ଓଡିଶା”ରେ ପଇସା ନେଇ ସରକାରୀ ଚାକିରୀ ବିକ୍ରି କରାଯାଉଛି : ଅନିଲ ବିଶ୍ୱାଳ

ଭୁବନେଶ୍ୱର : ଓଡିଶା ଷ୍ଟାଫ୍ ସିଲେକସନ ଦ୍ୱାରା ହୋଇଥିବା ଜେଇ ସିଭିଲ ମେନ ପରୀକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ ଓଡିଶାରେ ସରକାରୀ ନିଯୁକ୍ତିରେ “ମନି ଫର୍ ଜବ୍‌” ର‌୍ୟାକେଟ କାମ କରୁଛି । ଏହି ଅପରାଧୀକ ଘଟଣାରେ କେବଳ କିଛି ଦଲାଲଙ୍କୁ ଗିରଫ

ନିୟମ ଉଲ୍ଲଘଂନ କରୁଛି ବେଦାନ୍ତ କମ୍ପାନୀ… !

ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାର ହେମଗିରି ବ୍ଲକ ମଧ୍ୟରେ ଥିବା ଜାମକାନି ଅଞ୍ଚଳରେ ବ୍ୟାପକ ଭାବେ କୋଇଲା ଖନନ ହେଉଛି । ଏହି କୋଇଲା ଖଣିର ଆବଣ୍ଟନ ସଠିକ ନିୟମରେ ହୋଇନଥିବାର ଅଭିଯୋଗ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ

ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି

ଭୁବନେଶ୍ୱର, : ବିଜେପି ନେତା ଶ୍ରୀ ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍‍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର