Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ ଓଡ଼ିଶା ବିଜେପି ହୀନ ରାଜନୀତି କରୁଛି: ବିଜେଡି
ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକସନ୍ କମିଶନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏକ ଆନ୍ତଃରାଜ୍ୟ ଦଲାଲ ରାକେଟ୍ ଧରାପଡ଼ିବା ପରେ ଓଡ଼ିଶା ବିଜେପି ଏହାକୁ ନେଇ ହୀନ ରାଜନୀତ ଆରମ୍ଭ କରିଦେଇଛି ବୋଲି ବିଜୁ ଜନତା ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ।ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି!-->…
ନବୀନ ଓଡିଶା”ରେ ପଇସା ନେଇ ସରକାରୀ ଚାକିରୀ ବିକ୍ରି କରାଯାଉଛି : ଅନିଲ ବିଶ୍ୱାଳ
ଭୁବନେଶ୍ୱର : ଓଡିଶା ଷ୍ଟାଫ୍ ସିଲେକସନ ଦ୍ୱାରା ହୋଇଥିବା ଜେଇ ସିଭିଲ ମେନ ପରୀକ୍ଷାରେ ପ୍ରଶ୍ନପତ୍ର ପରୀକ୍ଷା ଆଗରୁ ପ୍ରଘଟ ହୋଇଥିବା କଥା ପ୍ରମାଣିତ କରୁଛି ଯେ ଓଡିଶାରେ ସରକାରୀ ନିଯୁକ୍ତିରେ “ମନି ଫର୍ ଜବ୍” ର୍ୟାକେଟ କାମ କରୁଛି । ଏହି ଅପରାଧୀକ ଘଟଣାରେ କେବଳ କିଛି ଦଲାଲଙ୍କୁ ଗିରଫ!-->…
ନିୟମ ଉଲ୍ଲଘଂନ କରୁଛି ବେଦାନ୍ତ କମ୍ପାନୀ… !
ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାର ହେମଗିରି ବ୍ଲକ ମଧ୍ୟରେ ଥିବା ଜାମକାନି ଅଞ୍ଚଳରେ ବ୍ୟାପକ ଭାବେ କୋଇଲା ଖନନ ହେଉଛି । ଏହି କୋଇଲା ଖଣିର ଆବଣ୍ଟନ ସଠିକ ନିୟମରେ ହୋଇନଥିବାର ଅଭିଯୋଗ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ!-->…
ରାଜନୀତିରେ ତିଷ୍ଠି ରହିବା ପାଇଁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି ସମୀର: ବିଜେଡି
ଭୁବନେଶ୍ୱର, : ବିଜେପି ନେତା ଶ୍ରୀ ସମୀର ମହାନ୍ତି ରାଜ୍ୟ ବିଜେପି ସଭାପତି ପଦରୁ ବିଦା ହେବାପରେ ନିଜର ରାଜନୈତିକ ସ୍ଥିତି ହରାଇଛନ୍ତି । ରାଜନୀତିରେ ତିଷ୍ଠି ରହିବାପାଇଁ ଆଜିକାଲି ସେ ଆପ୍ରାଣ ଉଦ୍ୟମ ଚଳାଇବା ସହିତ ଟୁଇଟ୍ ଜରିଆରେ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରୁଛନ୍ତି । ଆମେ ତାଙ୍କର!-->…
୨୩ ବର୍ଷରେ ଓଡ଼ିଶାର ସ୍ୱାସ୍ଥ୍ୟର ଭିତ୍ତିଭୂମି ନାହିଁ : ଶରତ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ନୂଆ କୀର୍ତ୍ତିମାନକୁ ନେଇ ତେଜିଲା ରାଜନୀତି । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନୂଆ କୀର୍ତ୍ତିମାନ ସ୍ଥାପନ କରିଥିବା ବେଳେ ଏହାକୁ କଟାକ୍ଷ କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ ।!-->…
ଅପରାଜିତାଙ୍କ ଗସ୍ତବେଳେ ହଟହଟା ହେଲା ବିଜେଡି
ଭୁବନେଶ୍ୱର:ଆଣିଥିଲେ ବିରୋଧ କରିବାକୁ । ହେଲେ ସେମାନେ ସମ୍ବର୍ଦ୍ଧନା, ସ୍ୱାଗତରେ ପୋତି ଦେଲେ । ହୁଳହୁଳି ଆଉ ଫୁଲ ପକାଇ ସେମାନଙ୍କୁ ପାଛୋଟି ନେଲେ । ଆଜି ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥିଲା ଭୁବନେଶ୍ୱର ସାଂସଦ ଅପରାଜିତାଙ୍କ ଗସ୍ତ ସମୟରେ ।
ଗତକାଲି ଅପରାହ୍ନରେ ସହିଦ ନଗର!-->!-->!-->…
ମୁଖ୍ୟମନ୍ତ୍ରୀ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ପ୍ରଚାର କରୁଛନ୍ତି, କାର୍ଯ୍ୟରେ ନୁହେଁ: ସମୀର ମହାନ୍ତି
ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ କେବଳ ନିଜ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ନିଜକୁ ପ୍ରମାଣିତ କରନ୍ତି, କାର୍ଯ୍ୟରେ ନୁହେଁ। ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଶାସନ କାଳରେ ଯଦି କିଛି ରେକର୍ଡ ସୃଷ୍ଟି ହୁଏ, ତାହା ହେଉଛି ପ୍ରତିଶ୍ରୁତି!-->…
କଂଗ୍ରେସରେ ମିଶିଲେ ଚାରି ପୂର୍ବତନ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବଳ ଯୋଗଡୁଛି କଂଗ୍ରେସ । ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ଚାରି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ସେମାନେ ହେଲେ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ ପଞ୍ଚାନନ ଦାଶ ଏବଂ ବିଶ୍ୱନାଥ ଆଚାର୍ୟ୍ୟ, ପୂର୍ବତନ ଓଏଏସ୍ ଅଧିକାରୀ ରବିନ୍ଦ୍ର ନାଥ!-->…
ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗର!-->…
ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ
ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ ଜେନାଙ୍କୁ ଦଳରୁ ବହିଷ୍କାର!-->…