Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କଂଗ୍ରେସରେ ମିଶିଲେ ଚାରି ପୂର୍ବତନ ପ୍ରଶାସନିକ ଅଧିକାରୀ
ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବଳ ଯୋଗଡୁଛି କଂଗ୍ରେସ । ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ଚାରି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ସେମାନେ ହେଲେ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ ପଞ୍ଚାନନ ଦାଶ ଏବଂ ବିଶ୍ୱନାଥ ଆଚାର୍ୟ୍ୟ, ପୂର୍ବତନ ଓଏଏସ୍ ଅଧିକାରୀ ରବିନ୍ଦ୍ର ନାଥ!-->…
ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ପଶ୍ଚିମବଙ୍ଗର!-->…
ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ
ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ ଜେନାଙ୍କୁ ଦଳରୁ ବହିଷ୍କାର!-->…
ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ
ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି ।
ମହମ୍ମଦ ମୋକିମ୍ ଓ!-->!-->!-->…
ମହିଳା ସଶକ୍ତିକରଣ ଉପରେ ପ୍ରଶ୍ନ ଉଠାଇଲା କଂଗ୍ରେସ
ଭୁବନେଶ୍ୱର- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ମୁଖପାତ୍ର ଶ୍ରୀମତୀ ରଶ୍ମି ମହାପାତ୍ର ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି କହିଲେ ଯେ ଦୀର୍ଘ ୨୪ ବର୍ଷର ବିଜେଡ଼ି ସରକାର ନିରନ୍ତର ଶାସନ ବ୍ୟବସ୍ଥାରେ ରହିଲାପରେ ମଧ୍ୟ ଆଜି ଓଡ଼ିଶାର!-->…
ରକ୍ତହୀନତା ଦୂରୀକରଣ ନୁହେଁ, ଭୋଟ୍ ଲକ୍ଷ୍ୟରେ ରାଜ୍ୟ ସରକାର : ଡ.ଲେଖାଶ୍ରୀ
ଭୁବନେଶ୍ୱର : ମା’ ଓ ଶିଶୁ ରକ୍ତହୀନତାର ଶିକାର ହେଲେ ସେ କେବେହେଲେ ସବଳ ହେବ ନାହିଁ କି ମାନସିକ ସ୍ତରରେ ମଧ୍ୟ ବୃଦ୍ଧି ଘଟିବ ନାହିଁ । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଂପର୍କିତ ସଦ୍ୟ ପ୍ରକାଶିତ ‘ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଲାନ)’ ରିପୋର୍ଟ ଅତ୍ୟନ୍ତ ଚିନ୍ତାଜନକ । ରାଜ୍ୟର ମହିଳା!-->…
କେନ୍ଦୁପତ୍ର ଶ୍ରମିକଙ୍କୁ ପ୍ରତାରଣା କରୁଛନ୍ତି ରାଜ୍ୟ ସରକାର : ପ୍ରଦୀପ ପୁରୋହିତ
ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତାଦଳ ଗତ ୫ଥର ବିଧାନସଭାକୁ ନିର୍ବାଚିତ ହୋଇ ଆସିବା ପଛରେ ଓଡିଶାର କେନ୍ଦୁପତ୍ର ଶ୍ରମିକମାନଙ୍କ ମଧ୍ୟ ଏକ ବଡ ଯୋଗଦାନ ଅଛି । ନବୀନ ବାବୁଙ୍କ ସରକାର ବିଭିନ୍ନ ସମୟରେ କେନ୍ଦୁପତ୍ର ଶ୍ରମିକମାନଙ୍କୁ ଯେଉଁ ପ୍ରତିଶୃତି!-->…
କଂଗ୍ରେସର ଆହ୍ୱାନ କ୍ରମେ ଅଣ ବିଜେପି ଓ ଅଣ ବିଜେଡି ଦଳକୁ ନେଇ ବୈଠକ
ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ଆହ୍ୱାନ କ୍ରମେ ଅଣ ବିଜେପି ଓ ଅଣ ବିଜେଡି ଦଳକୁ ନେଇ ଆଜି ଏକ ବୈଠକ ବସିଛି। ଏହି ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକ ନେତୃତ୍ୱ ନେଇଥିଲେ। ରାଜ୍ୟର ୯ ଟି ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳର ନେତୃବୃନ୍ଦ ଏହି ବୈଠକରେ ଯୋଗ ଦେଇଥିଲେ।
!-->!-->!-->…
ଟିଟୋ ସହଯୋଗୀ ଜିଲ୍ଲା ବିଜେଡି ଉପସଭାପତି, ପ୍ରଶାନ୍ତ ମୁଦୁଲିଙ୍କ ଆଡ଼କୁ ଅଙ୍ଗୁଳି ଉଠାଇଲେ ସମ୍ବିତ
ଭୁବନେଶ୍ୱର: ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ଭାବେ ଗ୍ଯାଙ୍ଗଷ୍ଟର ଟିଟୋର ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନିଯୁକ୍ତି ପରେ ବିବାଦ ଉପୁଜିଛି । ବାପୁ ପରିଡ଼ା ନାଁ କିଏ ଦେଲା ? ତାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ସରକାରୀ!-->…
ସଂସଦ ଅଧିବେଶନ ପୂର୍ବରୁ ଦଳୀୟ ସାଂସଦଙ୍କୁ ନବୀନଙ୍କ ଗୁରୁମନ୍ତ୍ର
ଭୁବନେଶ୍ୱର: ନବୀନଙ୍କ ଟାର୍ଗେଟରେ ଓଡ଼ିଶାର ବିଜେପି ସାଂସଦ ଓ ମନ୍ତ୍ରୀ। ସଂସଦ ଅଧିବେଶନ ପୂର୍ବରୁ ଦଳୀୟ ସାଂସଦଙ୍କୁ ବିଜେଡି ସୁପ୍ରିମୋ ଗୁରୁମନ୍ତ୍ର ଦେବା ସହ ବିଜେପି ସାଂସଦ ଓ ମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି । ନବୀନ କହିଛନ୍ତି ଦିଲ୍ଲୀ ଷଡ଼୍ଯନ୍ତ୍ରକାରୀଙ୍କୁ ଦିଆଯିବ ଉଚିତ୍ ଜବାବ।!-->…