Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ରାଜଧାନୀରେ ତିଆରି ହେବ ଆହୁରି ଦୁଇଟି ଫୁଟ ଓଭର ବ୍ରିଜ
ଭୁବନେଶ୍ୱର: ରାଜଧାନୀରେ ଖୁବଶୀଘ୍ର ଆଉ ଦୁଇଟି ନୂଆ ଫୁଟ୍ ଓଭର ବ୍ରିଜ୍ ପାଇବ। ଗୋଟିଏ ସତସଙ୍ଗ ବିହାର ଓ ଅନ୍ୟଟି ପଳାଶୁଣୀରେ ନିର୍ମାଣ କରାଯିବ। ପଳାଶୁଣୀଠାରେ ଥିବା ଫ୍ଲାଏ ଓଭର ବ୍ରିଜ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ଏବଂ ସତସଙ୍ଗ ବିହାରଠାରେ ଥିବା ଫ୍ଲାଏ ଓଭର ବ୍ରିଜ ନିର୍ମାଣ କାମ!-->…
୫ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ ଉଠାଇଲେ ବିଜୟ ପଟ୍ଟନାୟକ
ଭୁବନେଶ୍ୱର: ବିରୋଧୀ ଦଳ ଟାର୍ଗେଟରେ ୫ଟି ସଚିବ । ବିଜେପି ପରେ କଂଗ୍ରେସ ମାରୁଛି ତୀର । ସାମ୍ବାଦିକ ସମ୍ମିଳନୀ କରି ୫ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ କରିଛନ୍ତି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ।
ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ!-->!-->!-->…
ସୋସିଆଲ ମିଡିଆରେ ସକ୍ରିୟ ରୁହ, ବିରୋଧୀଙ୍କ ବିଭ୍ରାନ୍ତକର ତଥ୍ୟକୁ ପ୍ରତିରୋଧ କର: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଅଧିକରୁ ଅଧିକ ଛାତ୍ର ବିଜେଡି ସଦସ୍ୟ ସୋସିଆଲ ମିଡିଆରେ ସକ୍ରିୟ ହୁଅନ୍ତୁ । ବିରୋଧୀଙ୍କ ବିଭ୍ରାନ୍ତିକର ତଥ୍ୟକୁ ପ୍ରତିରୋଧ କରନ୍ତୁ । ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ମିଛ କାହାଣୀରେ ବିଶ୍ବାସ କରନ୍ତି । କିନ୍ତୁ ଆମେ ପ୍ରକୃତ ତଥ୍ୟ ସହିତ ବିରୋଧୀଙ୍କ ସାମ୍ନା କରିବା!-->…
କ୍ରାଇମବ୍ରାଞ୍ଚ ଚାର୍ଜସିଟ ଏକ ରଦ୍ଦି କାଗଜ: ସୁରେଶ ପୂଜାରୀ
ସମ୍ବଲପୁର: ନବ ଦାସ ହତ୍ୟା ମାମଲାରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ଗୋପାଳ ଦାସକୁ ମୁଖ୍ୟ ଅଭିଯୁକ୍ତ ବୋଲି ସାବ୍ୟସ୍ତ କରି ସେହିଠାରେ ହିଁ ତଦନ୍ତ ସାରି ଦେଇଛି କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ୫୦୦ ପୃଷ୍ଠାର ଚାର୍ଜସିଟକୁ ନେଇ ଏମିତି ପ୍ରତିକ୍ରିୟା ରଖିଛି!-->…
ସାଧାରଣ ନିର୍ବାଚନ ପାଇଁ ବିଜେପି-ବିଜେଡି ପ୍ରସ୍ତୁତି
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ଗୁରୁବାର ଦିନ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ସମେତ ପୂର୍ବ ଭାରତର ୧୨ଟି ରାଜ୍ୟ ପାଇଁ ପ୍ରସ୍ତୁତି ଏବଂ ରଣନୀତି ଉପରେ ଆଲୋଚନା କରିବା ପାଇଁ ଗୌହାଟୀରେ ବିଜେପିର ବୈଠକ ପରେ ତାଙ୍କ!-->…
ଓଡ଼ିଶାରେ ମିଶନ ଶକ୍ତି ଅଭିଯାନ ବନ୍ଦ କରିବାକୁ ବିଜେପିର ଷଡଯନ୍ତ୍ର: ବିଜେଡିି
ଭୁବନେଶ୍ୱର, : ମିଶନ ଶକ୍ତି ଅଭିଯାନ ଯୋଗୁଁ ଓଡ଼ିଶାର ୭୦ ଲକ୍ଷ ମହିଳା କିପରି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ଏବଂ ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ନିଜର ଯୋଗଦାନ ଦେଇ ପାରୁଛନ୍ତି, ତାହା ଆଜି ସାରା ବିଶ୍ୱ ଦେଖୁଛି। ଓଡ଼ିଶାରେ ମହିଳା ସଶକ୍ତିକରଣର ଏହି ସଫଳ ଅଭିଯାନ ଆଜି ସବୁରି!-->…
ଗ୍ରାମାଞ୍ଚଳର ବିକାଶ ବିଜେପି ସହ୍ୟ କରି ପାରୁନାହିଁ: ବିଜେଡି
ଭୁବନେଶ୍ୱର: ଯେତେବେଳେ ରାଜ୍ୟ ସରକାର ଓଡ଼ିଶାର ଗ୍ରାମାଞ୍ଚଳରେ ଥିବା ପ୍ରତ୍ୟେକ ପଞ୍ଚାୟତର ରୂପାନ୍ତୀକରଣ, ଡିଜିଟାଲ ଭିତ୍ତିଭୂମିର ବିକାଶ ଏବଂ ସର୍ବୋପରି ଜଗନ୍ନାଥ ସଂସ୍କୃତି ଓ ଐତିହ୍ୟର ସଂସ୍ଥାପନା ଲାଗି ଐତିହାସିକ ପଦକ୍ଷେପ ନେଉଛନ୍ତି ଓଡ଼ିଶା ବିଜେପି ଏଥିରେ ବି ରାଜନୀତି କରିବାକୁ!-->…
ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଆଦିବାସୀଙ୍କ ପ୍ରତି ତାତ୍ସଲ୍ୟ: ନିତ୍ୟାନନ୍ଦ ଗଣ୍ଡ
ଭୁବନେଶ୍ୱର : ରାଜ୍ୟ ସମୁଦାୟ ଜନସଂଖ୍ୟାର ୨୩ ପ୍ରତିଶତ ହେଉଛନ୍ତି ଜନଜାତି ସଂପ୍ରଦାୟର । ଜନଜାତିଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ବହୁ କଲ୍ୟାଣକାରୀ ଯୋଜନା ରହିଛି । ରାଜ୍ୟରେ ଜନଜାତିଙ୍କ ସମସ୍ୟାର ସମାଧାନ ଏବଂ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ଟ୍ରାଇବାଲ ଆଡଭାଇଜରୀ କମିଟି’!-->…
ପୁରୁଣା ମଦକୁ ନୂଆ ବୋତଲରେ ଢାଳିବା ନବୀନ ସରକାରର ଅଭ୍ୟାସ : ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର: ମୋ ସରକାର ଅଧିନରେ ଆସିବ ଜନଅଭିଯୋଗର ଶୁଣାଣି । ଆସନ୍ତା ମାସ ଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ ପକ୍ଷରୁ ଲୋକଙ୍କୁ ଫୋନ କରାଯାଇ ସେମାନଙ୍କ ସମସ୍ୟାର କିପରି ସମାଧାନ କରାଯାଉଛି, ସେ ସମ୍ପର୍କରେ ମତାମତ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ତେଜିଛି ରାଜନୀତି । ଏହି!-->…
ସରକାରଙ୍କ ବିକାଶ କାମ ଦେଖି ବିରୋଧୀଙ୍କ ଟେନସନ ବଢିଯାଇଛି : ରାଜେନ୍ଦ୍ର ଢୋଲକିଆ
ଭୁବନେଶ୍ୱର: ଲୋକଙ୍କ ସହ ସିଧାସଳଖ ଯୋଡିହେବ ସିଏମଓ । ଦେଇଥିବା ଅଭିଯୋଗ ଆଧାରରେ କାମ ହେଉଛି କି ନାହିଁ ସେ ବାବଦରେ ଫୋନ୍ କରି ମତାମତ ନେବ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି କିଛି ନିର୍ଦ୍ଦେଶ ଦେବା ପରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି । ଉଭୟ ବିଜେପି!-->…