Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆମ ଓଡ଼ିଶା, ୫୦ % ପିସି ଓଡ଼ିଶା : ସମୀର ମହାନ୍ତି
ଭୁବନେଶ୍ୱର, : ରାଜ୍ୟ ସରକାର ତଥ୍ୟର ମାପକାଠି ନ କରି ୨୩ ବର୍ଷ ଶାସନର ବିଫଳତାର ଗୋଲାପୀ ଚିତ୍ର ଦେଖାଉଛନ୍ତି । ତଥ୍ୟ, ପରିସଂଖ୍ୟାନ ଏବଂ ବିଫଳ ଯୋଜନାକୁ ସଂଶୋଧିତ କରିବାର ନୂଆ ଭର୍ସନ ହେଉଛି ‘ଆମ ଓଡିଶା ନବୀନ ଓଡିଶା’ । ନବୀନ ସରକାର ଆମ ଓଡ଼ିଶାକୁ ୫୦ % ପିସି ଓଡ଼ିଶାରେ ପରିଣତ କରିଛନ୍ତି!-->…
‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାର ଆୟୁଷ କେତେ ?
ଭୁବନେଶ୍ୱର:ନବୀନ ସରକାରଙ୍କ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନାକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି । ଶାସନ କ୍ଷମତାରେ ରହିବାର ଏତେ ବର୍ଷ ପରେ ନବୀନ ବାବୁ ଆମେ ଓଡ଼ିଶା ନବୀନ ଓଡ଼ିଶା କରୁଛନ୍ତି । ଆଜିଯାଏ କାହା ଓଡ଼ିଶା ଥିଲା ବୋଲି ପ୍ରଶ୍ନ କରିଛି ବିରୋଧୀ କଂଗ୍ରେସ ।
ଆଜି ଏକ!-->!-->!-->…
ଟୁଇଟରରେ ଅପରାଜିତା-ଶ୍ରୀମୟୀ ମୁହାଁମୁହିଁ
ଭୁବନେଶ୍ୱର: ମୁହାଁମୁହିଁ ହେଲେ ଅପରାଜିତା-ଶ୍ରୀମୟୀ । ଲଜ୍ଜାକୁ ନେଇ ସୋସିଆଲ ମିଡିଆରେ ଚାଲିଲା ଦୁଇ ମହିଳା ନେତ୍ରୀଙ୍କ ବାକଯୁଦ୍ଧ । ଚାଲିଲା ଜବାବ ସୁଆଲ । ସକାଳେ ଅପରାଜିତାଙ୍କ ପ୍ରଶ୍ନ..ଅପରାହ୍ନରେ ଶ୍ରୀମୟୀଙ୍କ ଉତ୍ତର । 5ଟି ସଚିବଙ୍କ କାର୍ଯ୍ୟକ୍ରମ ଏବଂ ବିଧାୟକଙ୍କ ନାଁରେ ଏସଏଚଜି!-->…
ଶିକ୍ଷା କ୍ଷେତ୍ରରେ ନିଜ ଅପାରଗତା ଦେଖି ଲଜ୍ଜିତ ହୁଅନ୍ତୁ ରାଜ୍ୟ ସରକାର : ଡ.ଲେଖାଶ୍ରୀ
ଭୁବନେଶ୍ୱର : ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ନେଇ ପିଜିଆଇ ରିପୋର୍ଟ ଆସିବା ପରେ ରାଜ୍ୟ ସରକାରଙ୍କ ଅସଲ ମୁଖା ଖୋଲି ଯାଇଛି । ସର୍ବଭାରତୀୟ ସ୍ତରରେ ଓଡିଶାର ମାନ ୧୦ରୁ ୨୪ କୁ ପହଂଚିଛି । ଶିକ୍ଷା ବ୍ୟବସ୍ଥା ପ୍ରତି ୨୩ ବର୍ଷର ବିଜେଡି ସରକାର ଆଦୈା ଗୁରୁତ୍ୱ ଦେଉନଥିବାର ଏହି ରିପୋର୍ଟରେ!-->…
ପାଣ୍ଡିଆନଙ୍କ ହାତରେ ବିଜେଡି ଟିକେଟ’: ପ୍ରଦୀପ ପୁରୋହିତ
ଭୁବନେଶ୍ୱର: 5T ସଚିବଙ୍କୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବଡ଼ ମନ୍ତବ୍ୟ। କହିଲେ, ‘ବିଜେଡି ଆଉ ବିଜେଡି ହାତରେ ନାହିଁ, ବିଜେଡି 5T ସଚିବଙ୍କ ହାତକୁ ଚାଲିଗଲାଣି ବୋଲି ମୋର ସନ୍ଦେହ, ବିଜେଡିର ବଡ଼ ବଡ଼ ନେତା 5T ସଚିବଙ୍କୁ ନେଇ ଅସନ୍ତୁଷ୍ଟ ଅଛନ୍ତି |
ଅସନ୍ତୁଷ୍ଟ ଥିଲେ ବି!-->!-->!-->…
ପାଇକ ବିଦ୍ରୋହକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି
ଭୁବନେଶ୍ୱର: ପାଇକ ବିଦ୍ରୋହକୁ ନେଇ ମୁହାଁମୁହିଁ ବିଜେଡି-ବିଜେପି । ପାଇକ ବିଦ୍ରାହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦେବା ନେଇ ରାଜ୍ୟ ବିଜେଡି ସରକାର କେନ୍ଦ୍ରକୁ ଦାୟୀ କରୁଛି । ଅନ୍ୟପକ୍ଷେ ପାଲଟା ଜବାବ ଦେଇ ବଜେପି କହିଛି ଓଡ଼ିଶାରେ ପାଇକ ସ୍କାରକୀ ନ କରିବା ଲାଗି ବିଜେଡି!-->…
କୃଷିମନ୍ତ୍ରୀଙ୍କ ଘର ସାମ୍ନାରେ ଶସ୍ତାରେ ପରିବା ବିକ୍ରି କଲା ଛାତ୍ର କଂଗ୍ରେସ
ଭୁବନେଶ୍ୱର:ପନିପରିବାର ଦର ଆକାଶଛୁଆଁ ହୋଇଥିବାବେଳେ ଏହାର ପ୍ରତିବାଦ କରି ରାସ୍ତାକୁ ଓହ୍ଲାଇଛି ଚାତ୍ର କଂଗ୍ରେସ । ଛାତ୍ର କଂଗ୍ରେସ ପକ୍ଷରୁ ଆଜି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଘର ଗେଟ୍ ଆଗରେ ଛାତ୍ର କଂଗ୍ରେସ କର୍ମୀ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା ।
!-->!-->!-->…
ଓଡିଶାର ଶିକ୍ଷାନୁଷ୍ଠାନ ମୂଲ୍ୟାୟନରେ ରାଜନୀତି ହେଉଛି: ବିଜେଡି
ଭୁବନେଶ୍ୱର: ପିଜିଆଇ ରିପୋର୍ଟରେ ଓଡିଶା ୨୪ତମ ସ୍ଥାନକୁ ହ୍ରାସ ପାଇବା ପରେ ଶାସକ ଦଳ ପ୍ରତିକ୍ରିୟା ରଖିଛି। ଓଡିଶାର ଶିକ୍ଷାନୁଷ୍ଠାନଗୁଡିକର ମୂଲ୍ୟାୟନ କ୍ଷେତ୍ରରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ରାଜନୀତି କରୁଛନ୍ତି। ଗ୍ରାମୀଣ ଗୃହନିର୍ମାଣ, ମନରେଗା, ଦକ୍ଷତା ବିକାଶ, କ୍ରୀଡ଼ା!-->…
ବିକାଶକୁ ନେଇ ଶ୍ବେତପତ୍ର ଜାରି କରନ୍ତୁ ଓଡ଼ିଶା ସରକାର: ମନମୋହନ ସାମଲ
ଭୁବନେଶ୍ବର: ଓଡ଼ିଶାରେ ବିଜେପି ସରକାର ଗଢ଼ିବ। ଏଥିଲାଗି ସ୍ୱତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ବି ହୋଇଛି। ପୂର୍ବାଞ୍ଚଳ ରାଜ୍ୟମାନଙ୍କୁ ନେଇ ଗୌହାଟୀରେ ବସିଥିବା ବୈଠକରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏହା ପ୍ରକାଶ କରିଛନ୍ତି।
ସେ କହିଛନ୍ତି, ଗୌହାଟୀ ରଣନୀତି ଶତ!-->!-->!-->…
ଅଗଷ୍ଟ ୯ରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୯ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଉପନିର୍ବାଚନ ହେବ। ଅଗଷ୍ଟ ୧୧ରେ ଭୋଟ୍ ଗଣତି କରି ଫଳାଫଳ ଘୋଷଣା ହେବ ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚିତ ପ୍ରତିନିଧିଙ୍କ!-->…