Browsing Category

ରାଜନୀତି

ଦକ୍ଷିଣ ଭାରତୀୟ କମ୍ପାନୀ ଦ୍ବାରା ଓଡିଶା ସରକାର ପରିଚାଳିତ: କେନ୍ଦ୍ରମନ୍ତ୍ରୀ ଟୁଡୁ

ଭୁବନେଶ୍ୱର: ଫାଇଭ-ଟି ସଚିବ ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତକୁ ଅଗଣତାନ୍ତ୍ରିକ ବୋଲି କହି ସମାଲୋଚନା କରିଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଗୁରୁବାର ମାଲକାନଗିରିର ଖଇରିପୁଟ ଠାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଉଦଘାଟନ ଅବସରରେ ଟୁଡୁ

୬ ସାଂଗଠନିକ ଜିଲ୍ଲାର ବିଜେଡି ସଭାପତିଙ୍କ ନାଁ ଘୋଷଣା କଲେ ନବୀନ

ଭୁବନେଶ୍ୱର: ସଂଗଠନକୁ ସୁଦୃଢ଼ କରୁଛି ବିଜୁ ଜନତା ଦଳ । ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ୬ ସାଙ୍ଗଠନିକ ଜିଲ୍ଲାର ସଭାପତିଙ୍କ ସହ ୩ ଜିଲ୍ଲାରେ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି । ଏନେଇ ପ୍ରେସ୍ ଇସ୍ତାହାର ଜାରି କରିଛନ୍ତି ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ

ରାହୁଲ ଗାନ୍ଧୀଙ୍କ ଆବେଦନ ଖାରଜକୁ ନେଇ ଗର୍ଜିଲା ଓଡିଶା କଂଗ୍ରେସ

ଭୁବନେଶ୍ୱର:ଗୁଜରାଟ ହାଇକୋର୍ଟଙ୍କ ରାୟ ପରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ଭୁବନେଶ୍ୱର କଂଗ୍ରେସ ଭବନରେ ନେତାଙ୍କ ଆନ୍ଦୋଳନ । ସେହିପରି ଅହମଦାବାଦରେ କଂଗ୍ରେସ କର୍ମୀ ଏକାଠି ହୋଇଛନ୍ତି । ରାହୁଲ ଗାନ୍ଧୀଙ୍କୁ ଗୁଜରାଟ ହାଇକୋର୍ଟଙ୍କ ଝଟକା । ପୁନଃବିଚାର ଆବେଦନ ଖାରଜ କଲେ କୋର୍ଟ । ସୁରଟ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ନୁହେଁ ‘କରପଶନ ମୋବିଲାଇଜେସନ ଅଫିସ’-ବିଜେପି

ଭୁବନେଶ୍ୱର: ଓଡିଶା ହେଉଛି ଦେଶର ସବୁଠାରୁ ଅଧିକ ଦୁର୍ନୀତିଗ୍ରସ୍ତ ରାଜ୍ୟ ।  ୩ ବର୍ଷ ହେଲାଣି ଆୟ ବର୍ହିଭୂତ ସମ୍ପତି ଠୁଳ ଅପରାଧରେ ଓଡିଶା ଦେଶରେ ଏକ ନମ୍ବର ସ୍ଥାନରେ ରହିଛି । ଏମିତି କହି ବିଜେଡି ସରକାରଙ୍କ ଉପରେ ବର୍ଷିଛି ବିଜେପି । ଏପରିକି ଓଡିଶାରେ ଯେତେ ଦୁର୍ନୀତି ଗ୍ରସ୍ତ ଅଧିକାରୀ

ଓଡ଼ିଶାରେ ପୁଣି ଚିଟଫଣ୍ଡ ଭଳି ରାହାଜାନି ଚଳାଇଛନ୍ତି ଘରୋଇ ଫାଇନାନ୍ସ କମ୍ପାନୀ : ଡ.ଲେଖାଶ୍ରୀ

ଭୁବନେଶ୍ୱର, : ଓଡ଼ିଶାରେ ଚିଟଫଣ୍ଡ ସଂସ୍ଥା ନୂଆ ରୂପରେଖରେ ଲୋକଙ୍କ ପାଖକୁ ଫେରିଛି । ଲୋକେ ଝାଳବୁହା ଧନ ଓ ଜୀବନର ପୁଞ୍ଜିକୁ ଘରୋଇ କମ୍ପାନୀମାନଙ୍କଠାରେ ରଖିଥିଲେ । ସେହି ଟଙ୍କାକୁ ଚିଟଫଣ୍ଡ କମ୍ପାନୀମାନେ ଲୁଟ୍ କଲାବେଳେ ରାଜ୍ୟ ସରକାର ଓ ଶାସକ ଦଳର ବିଚିତ୍ର ଭୂମିକା ଥିଲା । ରାଜ୍ୟ

୮୦ରୁ ଅଧିକ ସିଟ୍‌ ପାଇ ଜିତିବୁ, ସରକାର କରିବୁ: ବୁଧାନ

ଭୁବନେଶ୍ୱର: ରାଜ୍ୟରେ ୮୦ରୁ ଅଧିକ ସିଟ ପାଇବୁ ଓ ସରକାର କରିବୁ କହିଲେ ବୁଧାନ । ଆଗାମୀ ନିର୍ବାଚନ ନେଇ ବିଜେପି ବିଧାୟକ ବୁଧାନ ମୁର୍ମୁଙ୍କ ମନ୍ତବ୍ୟ । ୧୨୦କୁ ବେସ୍ କରି କାମ ହେବ, ସରକାର ଗଠନରୁ ଅଧିକ ସିଟ୍ ଟାର୍ଗେଟ । ଆମ ଟାର୍ଗେଟ ୮୦ ବିଧାୟକ ବୋଲସି କହିଲେ ବୁଧାନ ମୁର୍ମୁ । ସରକାର

ଲୋକଙ୍କ ପାଖକୁ ଯାଇ ସମସ୍ୟା ସମାଧାନକୁ ବିରୋଧ କାହିଁକି: ବିଜେଡି

ଭୁବନେଶ୍ୱର : ଭୁବନେଶ୍ୱରର ଶୀତତାପ ନିୟନ୍ତ୍ରିତ ଚାମ୍ବରରେ ବସି ଲୋକଙ୍କ ସମସ୍ୟା ବୁଝିବାକୁ ଚେଷ୍ଟା କରିବା ପରିବର୍ତ୍ତେ, ଗାଁ ଗହଳିରେ ରହୁଥିବା ଲୋକଙ୍କ ପାଖକୁ ଯାଇ ସେମାନଙ୍କ ସମସ୍ୟା ଶୁଣିବା ଏବଂ ସମାଧାନ କରିବା ଭଲ ନୁହେଁ କି? କାହିଁକି କିଛି ଲୋକ ଏଭଳି ପଦକ୍ଷେପ ଉପରେ କ୍ରୋଧିତ ଏବଂ

ରାଜ୍ୟ ଯୁବମୋର୍ଚ୍ଚା ଗଣମାଧ୍ୟମ କର୍ମଶାଳା

ଭୁବନେଶ୍ୱର : ଦେଶ ସ୍ୱାଧୀନତା ପରବର୍ତୀ ସମୟରେ ଯାହା ସମ୍ଭବ ହୋଇନଥିଲା, ତାହା ଗତ ୯ ବର୍ଷର ମୋଦି ସରକାରରେ ସମ୍ଭବ ହୋଇଛି । କେନ୍ଦ୍ରରେ ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ଅନେକ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରାଯାଇଛି । ଏସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ପାଖରେ

ଜଳସେଚନ ଅଫିସରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ

ଭୁବନେଶ୍ୱର: ଜଳସେଚନ ଅଫିସରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ । ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କରି କଂଗ୍ରେସ କର୍ମୀ ଜଳସେଚନ ଅଫିସରେ ହୋହଲ୍ଲା କରିଛନ୍ତି । ୪୦୦ ମିଟର ରାସ୍ତା ନିର୍ମାଣ ପାଇଁ ଅନେକ ବର୍ଷ ଲାଗିଥିବା କଂଗ୍ରେସ କହୁଛି । ତଥାବି କାମ ସମ୍ପୂର୍ଣ୍ଣ

ଦଳୀୟ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର, ଦିଆଯାଇଥିବା ଦାୟିତ୍ୱର କଲେ ସମୀକ୍ଷା

ଭୁବନେଶ୍ୱର : ଦଳୀୟ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର। ପର୍ଯ୍ୟବେକ୍ଷକଙ୍କୁ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ତୃଣମୂଳ ସ୍ତରରେ ସାଙ୍ଗଠନିକ ସ୍ଥିତି ନେଇ ହୋଇଛି ଆଲୋଚନା । ଦଳୀୟ କର୍ମୀମାନଙ୍କୁ ଦିଆଯାଇଥିବା ଦାୟିତ୍ୱର ସମୀକ୍ଷା କରିଛନ୍ତି ସୁପ୍ରିମୋ । ନବୀନ