Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜେଡି ସାଂସଦ, ବିଧାୟକ ଅସହାୟ: ମୋହନ ମାଝୀ
ଭୁବନେଶ୍ୱର: ୫ଟି ସଚିବଙ୍କ ଗ୍ରସ୍ତକୁ ବିଜେଡିର ଡିଫେଣ୍ଡକୁ ବିଜେପିର ସମାଲୋଚନା । କଡା ସମାଲୋଚନା କଲେ ବିଜେପି ନେତା ମୋହନ ମାଝୀ । ସଙ୍କଟରେ ବିଜେଡି ଓ ସରକାର,ତେଣୁ କଥା ଏଡାଇବାକୁ ଚାହୁଛନ୍ତି । ବିଜେଡି ସାଂସଦ ଓ ବିଧାୟକ ଅସହାୟ,୫ଟି ସଚିବ ଦାସତ୍ୱ ଗ୍ରହଣ କରିଛନ୍ତି ।
ଟିକେଟ କାଟିବା!-->!-->!-->…
କ୍ଷମତା ନୁହେଁ, ଦାୟିତ୍ୱ ଦିଆଯାଇଛି: ପ୍ରସନ୍ନ ଆଚାର୍ଯ୍ୟ
ଭୁବନେଶ୍ୱର: ୫ଟି ସଚିବ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲା ବିଜେଡି । ଏହି ପ୍ରସଙ୍ଗରେ ବିରୋଧୀଙ୍କୁ ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ । କହିଲେ, ‘କ୍ଷମତା ହସ୍ତାନ୍ତର କରାଯାଇନି । କର୍ତ୍ତବ୍ୟ କରିବାକୁ ଦାୟିତ୍ବ ଦିଆଯାଇଛି’ ।
ବିଜେଡି ନେତା ପ୍ରସନ୍ନ!-->!-->!-->…
୫ଟି ସଚିବ ଯିବା ଦ୍ବାରା ଲୋକେ ଖୁସି ହେଉଛନ୍ତି: ମନ୍ତ୍ରୀ
ଭୁବନେଶ୍ୱର: ମନମୋହନ ଓ ଅପରାଜିତାଙ୍କ ଅଭିଯୋଗ ଆଧାରରେ ୫ଟି ସଚିବଙ୍କୁ କେନ୍ଦ୍ରର ନୋଟିସ ପରେ କଡ଼ା ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ସେମାନେ ଦିଲ୍ଲୀ ଦୌଲତାବାଦ ନ ଦଉଡ଼ିକି ଲୋକଙ୍କ ପାଖକୁ ଯାଆନ୍ତୁ। ଆମର!-->…
ଫାଇଭଟି ସଚିବଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେବାକୁ ଦାବିକଲା ବିଜେପି
ଭୁବନେଶ୍ୱର: ଫାଇଭଟି ସଚିବଙ୍କ ଉପରେ କାର୍ଯ୍ୟନୁଷ୍ଠାନ ନେବାକୁ ଦାବିକଲା ବିଜେପି । ମୁଖ୍ୟମନ୍ତ୍ରୀ କାର୍ଯ୍ୟନୁଷ୍ଠାନ ନିଅନ୍ତୁ ବୋଲି ଦାବି କଲେ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ତାଙ୍କୁ ବହିସ୍କାର କିମ୍ବା ନିଲମ୍ବନ କରନ୍ତୁ ନହେଲେ ଆମେ କେନ୍ଦ୍ରକୁ ଜଣାଇବୁ ବୋଲି କହିଛନ୍ତି ମୋହନ ମାଝୀ ।!-->…
ଏକାମ୍ର କ୍ଷେତ୍ର ବିକାଶକୁ ବିରୋଧ କରୁଥିବା ବିଜେପି ନେତାଙ୍କୁ କ୍ଷମା ଦେବେନି ଓଡ଼ିଶାବାସୀ: ବିଜେଡି
ଭୁବନେଶ୍ୱର: ଆଜି ଶେଷ ହେବ ଏକାମ୍ର ପ୍ରକଳ୍ପ ଶିଳାନ୍ୟାସ ଉତ୍ସବ । ଏହି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପଟେ ଏକାମ୍ର ପ୍ରକଳ୍ପକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବିରୋଧୀ ବିଜେଡି-ବିଜେପି ।
ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଏକାମ୍ର କ୍ଷେତ୍ରର!-->!-->!-->…
ଇସ୍ତଫା ଦେଲେ ବିଜେଡି ରାଜ୍ୟ ସମ୍ପାଦକ
ଭୁବେନଶ୍ୱର: ୫ଟି ସଚିବ କାର୍ଯ୍ୟକୁ ନେଇ ଖାଲି ବିରୋଧୀ ତାତି ନାହାନ୍ତି । ଦଳ ଭିତରେ ବି କୁହୁଳୁଛି ଅସନ୍ତୋଷର ନିଆଁ । ଏହି ନିଆଁ ଆଜି ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲାରେ । ରାଜ୍ୟ ସାଧାରଣ ସମ୍ପାଦକ ତଥା ବାଲେଶ୍ୱର ଜିଲ୍ଲା ବସ୍ତା ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଶ୍ୟାମ!-->…
‘ମହିମା ମଠ ରାଜନୈତିକ ରଣକ୍ଷେତ୍ର ନୁହେଁ, ଟଙ୍କା ଦେଇ ସ୍ୱାଭିମାନୀ ଢେଙ୍କାନାଳବାସୀଙ୍କୁ କିଣିପାରିବେନି…
ଗଁନ୍ଦିଆ/ଢେଙ୍କାନାଳ: ରାଜ୍ୟ ଆଜି ଓଡ଼ିଆ ଅସ୍ମିତା ଓ ଓଡ଼ିଆ ଭାବାବେଗକୁ ବୁଝୁନଥିବା ଦୁର୍ନୀତିଖୋର ଲୋକଙ୍କ ହାବୁଡରେ ପଡିଛି । ଏଠି ବାବୁମାନେ ପ୍ରତିନିଧି । ବାବୁ ମାନଙ୍କ ଚୌକି ପକାଇବା ପାଇଁ ଜନପ୍ରତିନିଧି ମାନଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି ବୋଲି ମଙ୍ଗଳବାର ଢେଙ୍କାନାଳର ଗଁନ୍ଦିଆ!-->…
ନିଜ ନିର୍ବାଚନମଣ୍ଡଳୀ ସମସ୍ୟା ସମାଧାନରେ ବିଫଳ ଅପରାଜିତା: ବିଜେଡି
ଭୁବନେଶ୍ୱର : ଗତ ଚାରି ବର୍ଷ ମଧ୍ୟରେ ସାଂସଦ ଭାବରେ ମାନ୍ୟବର ଅପରାଜିତା ଷଡଙ୍ଗୀ ଭୁବନେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀରେ ଲୋକଙ୍କ ସମସ୍ୟା ସମାଧାନରେ ବିଫଳ ହୋଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର ।ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ!-->…
ବିଜେଡିରେ ଏବେ ଅଚଳାବସ୍ଥା ଦେଖାଦେଇଛି: ଜୟଦେବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଡିଓ ଟେପ୍ ବାର୍ତ୍ତାକୁ ନେଇ ଜୟଦେବ ଜେନାଙ୍କ କଟାକ୍ଷ । ମୁଖ୍ୟମନ୍ତ୍ରୀ କେଉଁଠିକି ଯିବା ପରିସ୍ଥିତିରେ ନାହାନ୍ତି ବୋଲି କହିଲେ ଜୟଦେବ ଜେନା । ଅଡିଓ ପ୍ରମାଣିତ କରୁଛି ମୂଖ୍ୟମନ୍ତ୍ରୀ ଆଉ କେଉଁଠିକି ଯିବା ପରିସ୍ଥିତିରେ ନାହାନ୍ତି । ବିଜେଡିରେ ଏବେ!-->…
ଚାକିରି ଛାଡ଼ିଲେ ବିଧାୟକ ସୁରଙ୍କ ପୁଅ ମନ୍ମଥ ରାଉତରାୟ
ଭୁବନେଶ୍ୱର: ଚାକିରି ଛାଡ଼ିଲେ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । ଏୟାର ଇଣ୍ଡିଆରେ କ୍ୟାପଟେନ୍ ଭାବେ କାର୍ୟ୍ୟରତ ଥିଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ । ୨୦୨୪ରେ ସୁର ରାଉତରାୟ ନିର୍ବାଚନ ଲଢ଼ିବେନି ବୋଲି ପୂର୍ବରୁ ଘୋଷଣା କରିସାରିଛନ୍ତି ।
ତେଣୁ ସୁରଙ୍କ!-->!-->!-->…