Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କେନ୍ଦୁପତ୍ରରେ ଜିଏସ୍ଟି ପ୍ରତ୍ୟାହାର ଦାବିରେ କେନ୍ଦ୍ରକୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: କେନ୍ଦୁପତ୍ର ଯାହାକି ଏକ କ୍ଷୁଦ୍ର ଜଙ୍ଗଲ ଉତ୍ପାଦନ । ଓଡିଶାର ପ୍ରାୟେ ୮ ଲକ୍ଷ ଆଦିବାସୀ ଅଧ୍ୟୁଷିତ ଲୋକେ ଏହି କେନ୍ଦୁ ପତ୍ର ଉପରେ ନିର୍ଭର କରିଥାନ୍ତି । ଆଦିବାସୀ ମାନଙ୍କର ଏହା ହେଉଛି ଆର୍ଥିକ ମେରୁଦଣ୍ଡ । କେନ୍ଦୁପତ୍ରର ବ୍ୟବସାୟ ପାୟତଃ ଗରିବ ଶ୍ରେଣୀର ଅଟନ୍ତି । ଅନୁସୂଚିତ!-->…
ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ଆମେ ଗ୍ରହଣ କରିପାରୁନୁ: ଶରତ ପଟ୍ଟନାୟକ
ଭୁବନେଶ୍ୱର: ବରଗଡ ସଭାରେ ମୁଖ୍ୟମନ୍ତ୍ରୀଙ୍କ ଅଡିଓକୁ ନେଇ ଏବେ ସବୁଠି ପ୍ରଶ୍ନ ଉଠୁଛି । ଏହାକୁ ନେଇ କଂଗ୍ରେସ ଉଠାଇଲା ପ୍ରଶ୍ନ । ୫ଟି ଲୋକଙ୍କ ନିକଟରେ ରଖିଥିଲେ ଅଡିଓ । ସେ ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି ପ୍ରମାଣ କଣ ବୋଲି ପ୍ରଶ୍ନ କରାଇଲା କଂଗ୍ରେସ ।
ଅଡିଓ ମୁଖ୍ୟମନ୍ତ୍ରୀଙ୍କର ବୋଲି!-->!-->!-->…
ଓଡ଼ିଶା କ୍ୟାଡର ଆଇଏଏସ୍ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲା କେନ୍ଦ୍ର ; ଅଭିଯୋଗ ଆଣିଥିଲେ ବିଜେପି ସାଂସଦ ଓ…
ଭୁବନେଶ୍ୱର: ଓଡ଼ିଶାର ନିର୍ଦ୍ଦିଷ୍ଟ ସଚିବ ସ୍ତରର ସରକାରୀ କର୍ମଚାରୀଙ୍କୁ ନେଇ ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ କେନ୍ଦ୍ର ସରକାର । ଉକ୍ତ ସଚିବଙ୍କ ବିରୁଦ୍ଧରେ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ସରକାରଙ୍କ!-->…
ଓଡ଼ିଶାର ପରିବର୍ତ୍ତନର ଶୁଭ ସଙ୍କେତ ଆଉ ବେଶୀ ଦୂର ନୁହେଁ : ଧର୍ମେନ୍ଦ୍ର
ଛେଣ୍ଡିପଦା/ଅନୁଗୋଳ: ମୋଦୀ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଓ ଉନ୍ନୟନ ଯୋଜନାରେ ଦିଲ୍ଲୀରୁ ଓଡ଼ିଶାକୁ କୋଟି କୋଟି ଟଙ୍କା ଆସିବା ପରେ ମଧ୍ୟ ଏଠାକାର ଶାସନତନ୍ତ୍ର ଭୁଷୁଡି ପଡିଥିବା କାରଣରୁ ମୋଦୀ ପଠାଉଥିବା ଟଙ୍କାର ୫୦ ଭାଗ ପିସି ହେଉଛି । ସରକାର ଅନ୍ୟ କାହାକୁ ଟେକି ଦିଆଯାଇଛି ବୋଲି!-->…
ଜନ୍ମମାଟିର ବିକାଶ ପାଇଁ କିଛି କରିନାହାନ୍ତି ଧର୍ମେନ୍ଦ୍ର: ବିଜେଡି
ଭୁବନେଶ୍ୱର : ଜନ୍ମମାଟି ଢେଙ୍କାନାଳ ଓ ଅନୁଗୁଳର ବିକାଶକୁ ନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଏକାଧିକ ପ୍ରଶ୍ନ ପଚାରିଛି ବିଜେଡି । ନଅ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ କାଳରେ ଏହି ଦୁଇ ଜିଲ୍ଲା ପାଇଁ କ’ଣ ସବୁ କରିଛ ବୋଲି ସିଧାସଳଖ ପଚାରିଛନ୍ତି ବିଜେଡି ସାଂସଦ ମହେଶ ସାହୁ ।!-->…
ପିଏମ୍ ଆବାସ ଦୁର୍ନୀତିର ସିବିଆଇ ତଦନ୍ତ ହେଉ: ପୃଥ୍ୱୀରାଜ
ଭୁବନେଶ୍ୱର: ପିଏମ ଆବାସ ଯୋଜନା ଦୁର୍ନୀତିରେ ସିବିଆଇ ତଦନ୍ତ ଦାବି କଲା ବିଜେପି । ପ୍ରେସମିଟ୍ରେ ଦାବିକଲେ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ଚିଠି ଲେଖନ୍ତୁ ବୋଲି କହିଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ପିଏମ୍ ଆବାସ ବଣ୍ଟନ ପାଇଁ ବିଜେଡି ଟଙ୍କା!-->…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ଓଡ଼ିଶା ବିଜେପି ଉପରେ ବର୍ଷିଲା ବିଜେଡି…
ଓଡ଼ିଶାର ଲକ୍ଷ ଲକ୍ଷ ଗରିବ ହିତାଧିକାରୀଙ୍କୁ ଘର ନଦେବା ଷଡ଼ଯନ୍ତ୍ର ଧରା ପଡ଼ିଲା ଷଡ଼ଯନ୍ତ୍ର ପଛରେ ରାଜ୍ୟ ବିଜେପିର ସାଂସଦ ଓ ଓଡ଼ିଶାରୁ ଯାଇଥିବା ଜଣେ ନିର୍ଦ୍ଦିଷ୍ଟ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିଥିବା ବିଜେପିର ରାଷ୍ଟ୍ରୀୟ ସଭାପତିଙ୍କ ମୁହଁରେ ବି ମିଛ କୁହାଇଲେ କେନ୍ଦ୍ର!-->…
ମନ୍ତ୍ରୀ ପଦ ପାଇଁ ବ୍ଲାକମେଲିଂ କରୁଛନ୍ତି ସୌମ୍ୟରଞ୍ଜନ: ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର: ଫାଇଭ ଟି ସଚିବ ପ୍ରସଙ୍ଗରେ ନିଜର ମତାମତ ଆଲେଖ୍ୟ ଜରିଆରେ ଲେଖିଛନ୍ତି, ‘ସମ୍ବାଦ’ ଖବରକାଗଜରେ ସମ୍ପାଦକ ତଥା ଖଣ୍ଡପଡାର ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ। ଏହି ପ୍ରସଙ୍ଗରେ ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ପୂର୍ବରୁ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ।
ଏବେ!-->!-->!-->…
୫ଟି ସଚିବଙ୍କୁ ଅଧିକାର ଦେଲା କିଏ: ବିଜୟ ପଟ୍ଟନାୟକ
ଭୁବନେଶ୍ୱର: ଜିଲ୍ଲା ବୁଲୁଛନ୍ତି, ବିକାଶ କାର୍ଯ୍ୟର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନ୍ । ଯାହାକୁ ନେଇ ବିରୋଧୀ ବିଜେପି ଓ କଂଗ୍ରେସ ଲଗାତାର ପ୍ରଶ୍ନ କରି ଚାଲିଛନ୍ତି । ଆଜି କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପୁଣି ପାଣ୍ଡିଆନଙ୍କୁ ନେଇ!-->…
ଅପରାଜିତାଙ୍କ ‘ଫାଇଭ ଟି ସଚିବ’ ପ୍ରସଙ୍ଗରେ ନିଆଁରେ ଘିଅ ଢାଳିଲେ ସୌମ୍ୟରଞ୍ଜନ
ଭୁବନେଶ୍ୱର: ଫାଇଭ ଟି ସଚିବ ଆଇଏଏସ ଚାକିରିରି ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜନୈତିକ ମାହୋଲକୁ ସରଗରମ କରିଥିବା ବେଳେ ଏବେ ଖୋଦ୍ ଶାସକ ଦଳର ବିଧାୟକ ତଥା ଓଡ଼ିଶାର ଅଗ୍ରଣୀ ଖବରକାଗଜ ‘ସମ୍ବାଦ’ର ସମ୍ପାଦର ସୌମ୍ୟରଞ୍ଜନ ପଟ୍ଟନାୟକ ନିଜ ସମ୍ପାଦକୀୟ!-->…