Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ବିଜୁଳି ସେବା ନାଁରେ ଶୋଷଣ କରୁଥିବା ଟାଟା ପାୱାର ସହ ଚୁକ୍ତିବାତିଲ କରୁ ରାଜ୍ୟ ସରକାର: ମନୋଜ ମହାପାତ୍ର
ଭୁବନେଶ୍ୱର : ଓଡ଼ିଶାର ଏକ ନମ୍ବର ମୁଖ୍ୟମନ୍ତ୍ରୀ ବୋଲି ସର୍ବଦା ବାଃ ବାଃ ନେଉଥିବାବେଳେ ବିଜୁଳି ସମସ୍ୟା ତାଙ୍କର ଅସଲ ମୁଖାକୁ ପଦାରେ ପକାଇଛି । ଓଡ଼ିଶାରେ ସର୍ବଦା ଅଘୋଷିତ ବିଦ୍ୟୁତ କାଟ ହେଉଥିବାରୁ ସାଧାରଣ ଉପଭୋକ୍ତା ଯମ ଯନ୍ତ୍ରଣା ଅନୁଭବ କରୁଛନ୍ତି । ରାଜ୍ୟ ସରକାରଙ୍କ ମୌଳିକ ଅଧିକାର!-->…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଓଡ଼ିଶାରେ ହିତାଧିକାରୀଙ୍କୁ ଘର ମିଳୁନି: ଜେ ପି ନଡ୍ଡା
ଭବାନୀପାଟଣା: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଏକ ନୂଆ ଦିଶା ଦେଇଛନ୍ତି। ଏଥିଲାଗି ତାଙ୍କୁ ସାରା ବିଶ୍ବରେ ପ୍ରଶଂସା କରାଯାଉଛି। ‘ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱକୁ ସାରା ବିଶ୍ୱ ମାନୁଛି, ନୋବେଲ ବିଜେତା ପଲ୍ ରୋମର ବି ମୋଦୀଙ୍କ ପ୍ରଶଂସାରେ ଶତମୁଖ। ଖାଲି ସେତିକି!-->…
ମୁଖ୍ୟମନ୍ତ୍ରୀ ପୁଷ୍ଟି ଯୋଜନା କେନ୍ଦ୍ର ସରକାରଙ୍କ ପୋଷଣ ଅଭିଯାନର ଅଂଶବିଶେଷ: ସ୍ମୃତି ପଟ୍ଟନାୟକ
ଭୁବନେଶ୍ୱର, : ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ୱାସ୍ଥ୍ୟରେ ଉନ୍ନତି ପାଇ ଗତକାଲି “ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା”(ଏମଏସପିୱାଇ)କୁ କ୍ୟାବିନେଟ୍ ଅନୁମୋଦନ ଦେଇଛନ୍ତି । ଏହା ଘୋଷଣା ସର୍ବସ୍ୱ ରାଜ୍ୟ ସରକାରର ଆଉ ଏକ ଘୋଷଣା ବୋଲି ଜଣାପଡୁଛି । ରାଜ୍ୟ ସରକାର କେବଳ ଏହାର ନାଁ!-->…
ଝାରସୁଗୁଡାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଝାରସୁଗୁଡା: ଆଜିଠାରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦୁଇଦିନିଆ ଓଡିଶା ଗସ୍ତ ଆରମ୍ଭ ହୋଇଛିl ଆଜି ଅପରାହ୍ନ ସାଢେ ୪ଟା ବେଳେ ଶ୍ରୀ ନଡ୍ଡା ଏକ ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ଅବତରଣ କରିଛନ୍ତିl ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିଜେପି ରାଜ୍ୟ!-->…
ଟ୍ରକକୁ ଧକ୍କା ଦେଲା ପିସିଆର, ୫ ପୋଲିସ୍ କର୍ମଚାରୀ ଆହତ
ବୌଦ୍ଧ : ପେଟ୍ରୋଲ ପମ୍ପରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପିସିଆର । ପାଞ୍ଚ ପୋଲିସ୍ କର୍ମଚାରୀ ଆହତ । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ମନମୁଣ୍ଡା ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା ଟ୍ରକକୁ ଖୁବ୍ ଜୋରରେ ଧକ୍କା ଦେଇଛି ପିସିଆର ଗାଡ଼ି ।
ଏଥିରେ ଜଣେ ପୋଲିସ!-->!-->!-->…
ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ । ସେଠାରୁ ବରଗଡ ଲୋକସଭା!-->…
ବିଜୁଳି କାଟ୍ ପ୍ରତିବାଦରେ ଗ୍ରୀଡକୋ ଅଫିସକୁ ଅଣ୍ଡା, ଟମାଟୋ ମାଡ଼ କଲେ କଂଗ୍ରେସ କର୍ମୀ
ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ଶହଶହ କଂଗ୍ରେସ କର୍ମୀ ଗ୍ରୀଡକୋ ଅଫିସ ସମ୍ମୁଖରେ ଘେରାଉ!-->!-->!-->…
ବିରୋଧୀ ଶୂନ୍ୟ ହୋଇଯିବ କି ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦ..!
ନିର୍ବାଚନ ପୂର୍ବରୁ ଶଙ୍ଖ ଗର୍ଭରେ ଲୀନ ହୋଇଯିବ କି ପଦ୍ମ...? !!
ମାଲକାନଗିରି/ବାଲିମେଳା:(୧୯/୦୬/୨୦୨୩)ଗଣତନ୍ତ୍ର ନିଶ୍ଚିତ ଭାବରେ ଏକ ଆଦର୍ଶ ଶାସନ ବ୍ୟବସ୍ଥା। ମାତ୍ର ଅନେକ ସମୟରେ 'ଆଦର୍ଶ' କେବଳ ଏକ ସ୍ବପ୍ନ ହୋଇ ରହିଯାଏ । ବାସ୍ତବ ରୂପାୟନ ସମୟରେ ଏହାର ଅନେକ ଦୋଷ ଦୁର୍ବଳତା!-->!-->!-->!-->!-->…
୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ବାଲେଶ୍ୱର : ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା ସ୍ଥାନୀୟ ଅଞ୍ଚଳର ବ୍ୟକ୍ତିଙ୍କୁ ଭେଟିବେ ଅଶ୍ୱିନୀ ବୈଷ୍ଣବ ।
ଗତ ୨ତାରିଖ ରାତିରେ କରମଣ୍ଡଳ ଟ୍ରେନ!-->!-->!-->…
ବିଦ୍ୟୁତ୍ କାଟର ପ୍ରତିବାଦରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ କଲା ଛାତ୍ର କଂଗ୍ରେସ
ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ କାଟ ବିରୋଧରେ ଶକ୍ତିମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଅଘୋଷିତ ବିଦ୍ୟୁତ କାଟକୁ ବିରୋଧ କରି ହାତରେ ବିଞ୍ଚଣା ଓ ଲଣ୍ଠନ ଧରି ବିକ୍ଷୋଭ କରୁଛି ଛାତ୍ର କଂଗ୍ରେସ । ଅସହ୍ୟ ଗରମରେ ସାରା ରାଜ୍ୟ ଆଉଟୁପାଉଟୁ ହେଉଥିବା!-->…