Browsing Category

ରାଜନୀତି

ମହମ୍ମଦ ମୋକିମ୍ ଓ ଚିରଞ୍ଜିବ ବିଶ୍ବାଳଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ‘ଜାନକୀ-ବସନ୍ତଙ୍କ ଯୋଡି: କଂଗ୍ରେସର ସୁବର୍ଣ୍ଣ ଯୁଗ’ ଶୀର୍ଷକରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି ଦୁଇ ନେତାଙ୍କ ବୟାନକୁ ନେଇ ବିବାଦ

ସୁଶାନ୍ତ ସିଂଙ୍କୁ ପଶ୍ଚିମ ଓଡ଼ିଶାର ୯ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: ୨୦୨୪ ନିର୍ବାଚନରେ ପଶ୍ଚିମ ଓଡ଼ିଶାର ୫ରୁ ୫ ଲୋକସଭା ଆସନରେ ଜିତିବ ବିଜେଡି । ପଶ୍ଚିମ ଓଡ଼ିଶାର ୩୫ରୁ ୩୧ ବିଧାନସଭା ଆସନରେ ମଧ୍ୟ ବିଜୟୀ ହେବୁ । ଏହି ଦୃଢ଼ୋକ୍ତି କରିଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ସୁନ୍ଦରଗଡ଼କୁ ଛାଡ଼ି ଅନ୍ୟ ୯ ଜିଲ୍ଲାର ଦାୟିତ୍ୱ ତାଙ୍କୁ ଦିଆଯାଇଥିବା

ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମ ମାରାଣ୍ଡିଙ୍କୁ ମିଳିଲା ଗଣଶିକ୍ଷା ବିଭାଗ

ଭୁବନେଶ୍ୱର : କ୍ୟାବିନେଟ ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ନେଇଥିବା ୩ ମନ୍ତ୍ରୀଙ୍କୁ ବଡ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ନବୀନ ସରକାର । ନୂଆ କରି ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ରାଜ୍ୟ ସରକାର ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ନୂଆ ମନ୍ତ୍ରୀ ଭାବରେ

ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳବଦଳକୁ ନେଇ ବିଜେପିର ଟାର୍ଗେଟ…

ଭୁବନେଶ୍ୱର: ଆଜି ରାଜ୍ୟର ତିନି ଜଣ ନୂଆ ମନ୍ତ୍ରୀ ଶପଥ ନେଇଥିବାବେଳେ ଏବେ ସେମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି | ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି |

କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ତିନି ନୂଆ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ବିରାମ ଲାଗିଛି। ଶପଥ ନେଲେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ

କାଲି ସକାଳେ ଶପଥ ନେବେ ନୂଆ ମନ୍ତ୍ରୀ…

ଭୁବନେଶ୍ବର: ଆସନ୍ତାକାଲି ଅନୁଷ୍ଠିତ ହେବ ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ। ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନୂଆ ମନ୍ତ୍ରୀମାନେ ନେବେ ଶପଥ। ଏନେଇ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ନୂଆ ମନ୍ତ୍ରୀଙ୍କ ଶପଥ ଗ୍ରହଣ

ସୋମବାର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ବର: ସୋମବାର ହେବ ନୂଆ ମନ୍ତ୍ରିମଣ୍ଡଳ ପୁନର୍ଗଠନ । ଶପଥ ନେବେ ୩ ନୂଆ ମନ୍ତ୍ରୀ । ତେବେ ଏନେଇ ସରକାରୀ ଭାବରେ ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ । ଆସନ୍ତାକାଲି ଓଡ଼ିଶା ଫେରିବେ ରାଜ୍ୟପାଳ ଗଣେଶୀ ଲାଲ । ସୋମବାର ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ଶପଥ ପାଠ କରାଇବେ । ମନ୍ତ୍ରିମଣ୍ଡଳରେ

କେନ୍ଦ୍ର ସରକାରଙ୍କ ଯୋଜନା ଓଡ଼ିଶାରେ ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ: ବିଜେପି

ଭୁବନେଶ୍ବର:  ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବରିଷ୍ଠ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ସେ କହିଛନ୍ତି, ପକ୍କା ଘର, ପିଇବା ପାଣି, ରୋଜଗାର ପାଇଁ କେନ୍ଦ୍ର ଯୋଜନା କରୁଛି, କିନ୍ତୁ ଓଡ଼ିଶାରେ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରୁନାହିଁ।

ଭୁବନେଶ୍ବରରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ଆଗାମୀ ସାଧାରଣ ନିର୍ବାଚନ (୨୦୨୪)ରେ କିପରି ଭାବେ ପଡ଼ିଆକୁ ଓହ୍ଲାଇବ ସେନେଇ ରଣନୀତି ପ୍ରସ୍ତୁତ କରିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବିଜେପି ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ରାଜ୍ୟ କାର୍ଯ୍ୟକାରିଣୀ ବୈଠକ’ରେ ଶନିବାର ଏନେଇ

ଜେ. ପି. ନଡ୍ଡାଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ୱର :ଦିଲ୍ଲୀରେ ନଡ୍ଡା-ମନମୋହନ ଭେଟ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କୁ ଆଜି ଭେଟିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଝାରସୁଗୁଡ଼ା ଉପନିର୍ବାଚନ ପରେ ନଡ୍ଡାଙ୍କୁ ଭେଟିଛନ୍ତି । ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିବା କହିଛନ୍ତି