Browsing Category

ରାଜନୀତି

ପରାଜିତ ପ୍ରାର୍ଥୀଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ବର: ସାଧାରଣ ନିର୍ବାଚନ-୨୦୨୪ରେ ବିଜୁ ଜନତା ଦଳ (ବିଜେଡି)ର ବିପର୍ଯ୍ୟୟ ପରେ ଗୁରୁବାର ପରାଜିତ ପ୍ରାର୍ଥିମାନଂଙ୍କୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ ହୋଇଛି। ଏହି ବୈଠକରେ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଫୁଲବାଣୀ ବିଧାନସଭା ଆସନରୁ ପ୍ରାର୍ଥୀ ଜୟଶ୍ରୀ କହଁରଙ୍କ ସହିତ

ବରିଷ୍ଠଙ୍କୁ ଦୁରେଇ ରଖିବା ବଡ କାରଣ: ଶଶିଭୂଷଣ

ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ

‘ଯିଏ ବି ମୁଖ୍ୟମନ୍ତ୍ରୀ ହେବ, ନବୀନଙ୍କ ଠାରୁ ଭଲ ହେବ’

ଭୁବନେଶ୍ବର: ଚଳିତ ଥର ନିର୍ବାଚନରେ ଦେଖିବାକୁ ମିଳିଛି ବଡ ପରିବର୍ତନ । ଯାହା ସମସ୍ତଙ୍କୁ ଚମକାଇ ଦେଇଛି । ରାଜ୍ୟରେ ବିଜେପିକୁ ମିଳିଛି ବଡ଼ ବିଜୟ । ଓଡ଼ିଶାରେ ବିଜେପିକୁ ସ୍ପଷ୍ଟ ବହୁମତ। ସେପଟେ ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ

ବିଜୟୀ ପ୍ରାର୍ଥୀ ନିଜ ଅଞ୍ଚଳବାସୀଙ୍କ ସହ କାମ କରିବାକୁ ପରାମର୍ଶ ଦେଲେ ନବୀନ

ଭୁବନେଶ୍ବର: ନବୀନ ନିବାସରେ ବିଜେଡିର ବୈଠକ ଶେଷ ହୋଇଛି। ଦଳର ସଭାପତି ନବୀନ ନିବାସଙ୍କ ଅଧକ୍ଷତାରେ ଏହି ବୈଠକ ବସିଥିଲା। ନବୀନ ସମସ୍ତ ବିଜୟୀ ପ୍ରାର୍ଥୀଙ୍କ ସହ ଆଲୋଚନା କରିଥିଲେ। ସମସ୍ତେ ନବନିର୍ବାଚିତ ପ୍ରତିନିଧି ମନେ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ପ୍ରଦାନ କରିଥିଲେ। ବୈଠକରେ ବିଜେଡି

ଦିଲ୍ଲୀ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଉଭୟ ବିଧାନସଭା ଓ ଲୋକସଭାରେ ବିଜେପିର ବୃହତ୍ ବିଜୟ ପରେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଦିଲ୍ଲୀ ଗସ୍ତରେ ଯାଇଛନ୍ତି।  ଆଜି ଦିଲ୍ଲୀରେ ବସୁଛି ଏନଡିଏ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ସେ ଯୋଗ ଦେବେ ବୋଲି ଜଣାଯାଇଛି। ଦେଶରେ ତୃତୀୟ

ନବୀନଙ୍କୁ ଭେଟିବାକୁ ଚାହୁଁଛନ୍ତି ବିଜେପି ନେତା ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ରାଜ୍ୟରେ ୨୪ ବର୍ଷ ୯୦ ଦିନ ସରକାରର ପତନ ହୋଇଛି। ଏହା ଓଡିଶାବାସୀଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ନିର୍ବାଚନ ଫଳାଫଳରେ ଏହା ପ୍ରତିଫଳିତ ହୋଇଛି। ଏବେ ବିଜେପି ସରକାର ଗଢ଼ିବାକୁ ଯାଉଛି। ବିଜେଡିର ବିପର୍ଯ୍ୟୟ ପଛରେ ଦଳର ଅନ୍ୟତମ ନେତା ଭି.କେ ପାଣ୍ଡିଆନ ଅନ୍ୟତମ ପ୍ରମୁଖ କାରଣ

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା: ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ବିଜେପିର

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ

କେନ୍ଦ୍ରାପଡ଼ାରେ ବୈଜୟନ୍ତଙ୍କ ବିଜୟ ଶୋଭାଯାତ୍ରା

କେନ୍ଦ୍ରାପଡ଼ା ଲୋକସଭା ଆସନରୁ ଜିତିବା ପରେ ବୈଜୟନ୍ତ ପଣ୍ଡା ବିଜୟ ଶୋଭାଯାତ୍ରା କରିଛନ୍ତି। ଏହି ଶୋଭାଯାତ୍ରା କେନ୍ଦ୍ରାପଡ଼ା ସହରର ଦୁହୁରିଆ ଠାରୁ ବାହାରି ୨୦ କିଲୋମିଟର ପଥ ଅତିକ୍ରମ କରି ବଳଦେବଜୀଉଙ୍କ ମନ୍ଦିର ଇଚ୍ଛାପୁର ଠାରେ ଶେଷ ହେବ। ଏହି ଶୋଭାଯାତ୍ରାରେ କେନ୍ଦ୍ରାପଡ଼ାର ୭ଟି

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ ୨୪ ବର୍ଷ