Browsing Category

ରାଜନୀତି

ଚର୍ଚ୍ଚାରେ ଧର୍ମେନ୍ଦ୍ରଙ୍କ ଚିଠି, ଅପରାଜିତାଙ୍କ ଟ୍ବିଟ୍‌…

ଭୁବନେଶ୍ବର: କପିଳେଶ୍ୱର ମନ୍ଦିରର ସଂରକ୍ଷଣ ଏବଂ ଉନ୍ନତି ଦା‌ୟିତ୍ବ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଦେବା ପ୍ରସଙ୍ଗରେ ବିଜେପିର ଆଭ୍ୟନ୍ତରୀଣ ଛକାପଞ୍ଝା ପଦାକୁ ଆସିଛି। ଆଜି (ମଙ୍ଗଳବାର) ସକାଳେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର

କଂଗ୍ରେସର ୯ ବିଧାୟକ, କିନ୍ତୁ ୨୦ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ଚିରଞ୍ଜୀବୀ

ଭୁବନେଶ୍ବର: ‘ଓଡ଼ିଶା ବିଧାନସଭାରେ କଂଗ୍ରେସରୁ ବର୍ତ୍ତମାନ ୯ ଜଣ ବିଧାୟକ ଅଛନ୍ତି। କିନ୍ତୁ ୨୦ ଜଣ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଛନ୍ତି। ଦିନକୁ ଦିନ ଏ ସଂଖ୍ୟା ବଢ଼ିବାରେ ଲାଗିଛି।’ ଦଳର ନେତୃତ୍ୱକୁ ଆଜି ଏମିତି ଢଙ୍ଗରେ ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବୀ

ଝାରସୁଗୁଡ଼ା ଉପନିର୍ବାଚନ: ଶେଷ ଦିନରେ ଜୋରଦାର୍ ପ୍ରଚାର କଲେ ନେତା

ଝାରସୁଗୁଡ଼ା/ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଆଜି ସନ୍ଧ୍ୟା ୬ଟାରେ ଶେଷ ହୋଇଛି। ଅନ୍ତିମ ଦିନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଓ ବିଜେପିର ଟଙ୍କଧର ତ୍ରିପାଠୀଙ୍କ ସହିତ କଂଗ୍ରେସର ପ୍ରାର୍ଥୀ ଜୋରଦାର ପ୍ରଚାର କରିଛନ୍ତି। ନେତାଙ୍କ ସହିତ ସେମାନଙ୍କର ସହଯୋଗୀ

ସରକାରୀ କର୍ମଚାରୀଙ୍କୁ ଟଙ୍କା ବାଣ୍ଟିବା କାର୍ଯ୍ୟରେ ବିଜେଡି ଲଗାଇଛି, ଫେରାଦ ହେଲା ବିଜେପି

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନରେ ସରକାରୀ ମହିଳା କର୍ମଚାରୀଙ୍କୁ ବିଜେଡି ନିଜ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର କାର୍ଯ୍ୟରେ ଲଗାଇବା ସହ ଭୋଟରଙ୍କୁ ଟଙ୍କା ବାଣ୍ଟିବା କାର୍ଯ୍ୟରେ ନିୟୋଜିତ କରାଯାଇଥିବା ବିଜେପି ଅଭିଯୋଗ କରିଛି । ସରକାରୀ କର୍ମଚାରୀଙ୍କୁ ନିର୍ବାଚନ ପ୍ରଚାରରେ ବ୍ୟବହାର

ଦୀପାଳିଙ୍କ ପାଇଁ ଭୋଟ୍‌ ମାଗିଲେ ନବୀନ

ଝାରସୁଗୁଡ଼ା : ଝାରସୁଗୁଡ଼ାରେ ହାଇଭୋଲଟେଜ୍ ପ୍ରଚାର । ଆଜି ପ୍ରମୁଖ ଦଳର ବଡ ନେତା ନିଜ ନିଜ ଦଳର ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ନିଜେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି । ଗ୍ରା ଉଣ୍ଡକୁ ଓହ୍ଲାଇଛନ୍ତି

ଓଡିଶାରେ କଳାପାହାଡିଆଙ୍କ ଶାସନ ଚାଲିଛି : ଧର୍ମେନ୍ଦ୍ର ପ୍ରଧାନ

ଝାରସୁଗୁଡା: ଝାରସୁଗୁଡା କୋଲାବିରାରେ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ପ୍ରଚାର । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ । ଝାରସୁଗୁଡା ଏକ ଐତିହାସିକ ମାଟି, ସେ ଜନ୍ମ ନେତୃତ୍ୱ ତିଆରୀ କରିଥାଏ । ସ୍ୱର୍ଗୀୟ ହେମାନନ୍ଦ ବିଶ୍ୱାଳ ଓ କିଶୋର ମହାନ୍ତିଙ୍କୁ

ଆସନ୍ତାକାଲି ଇଭିଏମ୍ ସହ ବୁଥ୍ ଯିବେ ପୋଲିଂ ଅଧିକାରୀ, ଶୃଙ୍ଖଳିତ ମତଦାନ ନେଇ ସବୁ ପ୍ରକାର ପ୍ରସ୍ତୁତି କରୁଛି ପ୍ରଶାସନ

ଝାରସୁଗୁଡା: ଦୁଇ ଦିନ ପରେ ଝାରସୁଗୁଡ଼ା ଉପନିର୍ବାଚନ । ଶୃଙ୍ଖଳିତ ମତଦାନ ନେଇ ସବୁ ପ୍ରକାର ପ୍ରସ୍ତୁତି କରୁଛି ପ୍ରଶାସନ । ଆସନ୍ତାକାଲି ଇଭିଏମ୍‌ ସହ ବୁଥ୍‌ ଯିବେ ପୋଲିଂ ଅଧିକାରୀ । ଭୋଟ୍‌ ଗ୍ରହଣ ପରେ ୧୦ ତାରିଖରେ ଫେରିବେ । ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ୨୫୩ ବୁଥ ରହିଛି । ପ୍ରାୟ

ଆସନ୍ତାକାଲି ଝାରସୁଗୁଡ଼ାରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ପ୍ରଚାର ଲାଗି ଝାରସୁଗୁଡ଼ା ଗସ୍ତରେ ଯିବେ। ସେ ସାଢେ ୪ଟାରେ ଝାରସୁଗୁଡ଼ାରେ ଆୟୋଜିତ ସଭାରେ ଯୋଗ ଦେବେ।

ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର : ଖଣ୍ଡଗିରି ଓ ଉଦୟଗିରି ପର୍ଯ୍ୟଟନସ୍ଥଳୀକୁ ବିଶ୍ୱ ଐତିହ୍ୟ ତାଲିକାରେ ସାମିଲ କରିବାକୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡିଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ପୂର୍ବରୁ ଏହି ଦୁଇ ଐତିହ୍ୟସ୍ଥଳ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା

ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲେ ବିଜେପିର ପ୍ରତିନିଧି ଦଳ

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ହିଂସାକୁ ନେଇ ଆଜି ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ l ବିଜେପି ପକ୍ଷରୁ ଅଭିଯୋଗ କରାଯାଇଛି ଯେ ଝାରସୁଗୁଡା ନୀତିମାଳ ଗାଁ ପାଇକାରା ଗ୍ରାମପଞ୍ଚାୟତରେ ବିଧାୟିକା କୁସୁମ ଟେଟେଙ୍କୁ ଆକ୍ରମଣ କରାଯାଇଛି, ଏ ନେଇ