Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଉପନିର୍ବାଚନ ପାଇଁ ବିଜେଡି ସୁପ୍ରିମୋଙ୍କ ଠାରୁ ଦଳୀୟ ଟିକେଟ ନେଲେ ଦୀପାଳି
ଭୁବନେଶ୍ୱର : ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଟିକେଟ ନେଇ ଫେରିବା ପରେ ଦୀପାଳିଙ୍କ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନେଇଛି । ବିଜୟ ନେଇ ମୁଁ ସମ୍ପୂର୍ଣ୍ଣ ଆଶାବାଦୀ । ଯେଉଁମାନେ!-->…
ଝାରସୁଗୁଡ଼ା ଉପନିର୍ବାଚନ: ଆଜି ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସର ତରୁଣ
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଗତିବିଧି ସରଗରମ ହେବାରେ ଲାଗିଛି। ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠାରୁ ଝାରସୁଗୁଡାରେ!-->…
ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ ବରଖାସ୍ତ କର : ବିଜେପି
ଭୁବନେଶ୍ୱର :ବିଜୁ ଜନତା ଦଳ ହେଉଛି ଅପରାଧୀ ଓ ଯୌନ କେଳେଙ୍କାରୀ କରିଥିବା ବ୍ୟକ୍ତିମାନଙ୍କ ଦଳ । ସମାଜର ଯେତେ ଅସାମାଜିକ, ଅପରାଧୀ ବ୍ୟକ୍ତି ଯେମିତି ଖୋଜି ଖୋଜି ବିଜେଡିରେ ସାମିଲ ହୋଇଛନ୍ତି ବୋଲି ବିଜେପି କଡ଼ା ଭାଷାରେ ସମାଲୋଚନା କରିବା ସହ ଯୌନ ଦୁଷ୍କର୍ମ ଅଭିଯୁକ୍ତ ଶ୍ରମ ମନ୍ତ୍ରୀ!-->…
ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନପତ୍ର ଦାଖଲ
ଝାରସୁଗୁଡା : ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଆଜିଠୁ ୨୦ ତାରିଖ ଯାଏଁ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଏପ୍ରିଲ ୨୧ରେ ସମସ୍ତ ପ୍ରାର୍ଥୀପତ୍ର ଯାଞ୍ଚ ହେବ ।!-->…
ଝାରସୁଗୁଡା ଉପନିର୍ବାଚନ : ଟଙ୍କଧର ବିଜେପି ବିଧାୟକ ପ୍ରାର୍ଥୀ ଘୋଷଣା
ଝାରସୁଗୁଡ଼ା: ଆଜି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ଗତକାଲି ବିଜେପି ମଧ୍ୟ ତା ପ୍ରାର୍ଥୀର ନାମ ଘୋଷଣା କରିଛି। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀ ଙ୍କୁ ରାଜ୍ୟ ବିଜେପି ବିଧାୟକ ପ୍ରାର୍ଥୀ ଭାବେ ଚୟନ ଗତକାଲି ବିଧିବଦ୍ଧ ଭାବେ ଘୋଷଣା କରିଛି। ଅନେକ!-->…
ଧନୀ ମୁଖ୍ୟମନ୍ତ୍ରୀ ତାଲିକାର ତୃତୀୟ ସ୍ଥାନରେ ନବୀନ; ସବୁଠୁ ଆଗରେ ଆନ୍ଧ୍ରର ଜଗନ ରେଡ୍ଡି
ଭୁବନେଶ୍ବର: ଦେଶର କେଉଁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଛି କେତେ ସଂପତ୍ତି? ଆପଣ ଜାଣନ୍ତି କି ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ କିଏ? ଏନେଇ ଏଡିଆର୍ ରିପୋର୍ଟରେ ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସଂପତ୍ତି ତାଲିକା ପ୍ରକାଶ ପାଇଛି। ଏହି ରିପୋର୍ଟ ଆଧାରରେ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାର!-->…
ବିଜେଡି ନେତାଙ୍କ ସମ୍ପୃକ୍ତି ନଥିଲେ, ଏତେ ବର୍ଷ ଧରି କେମିତି ନକଲି ସାର୍ଟିଫିକେଟ କାରବାର ଚାଲିଲା: ମନମୋହନ ସାମଲ
ଭୁବନେଶ୍ବର: ନକଲି ସାର୍ଟିଫିକେଟ ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଶ୍ରୀ ସାମଲ କହିଛନ୍ତି, ନକଲି ସାର୍ଟିଫିକେଟ ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ। ଦୋଷୀକୁ ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ। ଏଠି କିଛି ଲୋକ ପିଲାଙ୍କ ଜୀବନ ଓ ଓଡ଼ିଶାର ଭାଗ୍ୟ!-->…
ପଥଚାରୀଙ୍କୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ବିସିଜେଡି ପକ୍ଷରୁ ଜଳ ସେବା କେନ୍ଦ୍ର ଉଦଘାଟିତ
ଭୁବନେଶ୍ବର: ଅସହ୍ୟ ଗରମ ସାଂଗକୁ ଗୁଳୁଗୁଳି ଲୋକଙ୍କୁ ବେହାଲ କରିଛି । ରାଜଧାନୀରେ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ପାଣିଟୋପେ ପାଇଁ ଲୋକମାନେ ହନ୍ତସନ୍ତ ହେଉଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅସିତ ରଞ୍ଜନ ଦାସଙ୍କ!-->…
ଝାରସୁଗୁଡା ଉପନିର୍ବାଚନ ପାଇଁ ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ…
ଝାରସୁଗୁଡା : ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ। ତରୁଣ ପାଣ୍ଡେଙ୍କୁ ପ୍ରାର୍ଥୀ କଲା ଦଳ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍ଗେ ତରୁଣଙ୍କ ନାଁରେ ମୋହର ମାରିଛନ୍ତି। ଏନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି।
ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା କରିପାରେ!-->!-->!-->…
ବିଜେଡି ଦେଶର ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ…
ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ ହେଉଛି ଦେଶର ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ। ତା’ସହ ଆୟରେ ସର୍ବାଧିକ ଅଭିବୃଦ୍ଧି ମଧ୍ୟ ବିଜେଡିର ହୋଇଛି। ଏମିତିକି ବିଜେଡିର ଆୟ ୩୬ଟି ଛୋଟ ବଡ଼ ଆଞ୍ଚଳିକ ଦଳଙ୍କ ମୋଟ ଆୟର ୨୫.୩୩ ପ୍ରତିଶତ ବୋଲି ଆସୋସିଏଟ୍ ଅଫ୍ ଡେମୋକ୍ରାଟିକ୍ ରିଫର୍ମ!-->…