Browsing Category

ରାଜନୀତି

ଝାରସୁଗୁଡ଼ା ଉପନିର୍ବାଚନ: ୧୨ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବରିଷ୍ଠ ନେତାଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି। ୪ ବ୍ଲକ ଓ ଗୋଟିଏ ପୌର ପରିଷଦ ପାଇଁ ୧୨ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ୱ  ଦିଆଯାଇଛି। ଦଳ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ଝାରସୁଗୁଡ଼ା ପୌର

ହିନ୍ଦୋଳ ଓ ଅତାବିରା ହାତେଇଲା ବିଜେଡି….

ଢେଙ୍କାନାଳ : ବିଜେଡି ହାତେଇଲା ହିନ୍ଦୋଳ ଏନଏସି। ଲଗାତାର ଦ୍ୱିତୀୟ ଥର ପାଇଁ ହିନ୍ଦୋଳ ଏନଏସି ଅକ୍ତିଆର କରିଛି ବିଜୁ ଜନତା ଦଳ। ହିନ୍ଦୋଳ ଏନଏସି ନିର୍ବାଚନରେ ବିଜୁ ଜନତା ଦଳର ଚେୟାରମ୍ୟାନ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ୪୨୪ ଖଣ୍ଡ ଭୋଟରେ ବିଜୟୀ।ମୋଟ ୧୬ ରାଉଣ୍ଡରେ ବିଜେପି

ମୁଖ୍ୟମନ୍ତ୍ରୀଙ୍କ ବ୍ୟୟବହୁଳ ବିଦେଶ ଗସ୍ତ କାହିଁକି, ପ୍ରଶ୍ନ କଲେ ବିଜୟ

ଭୁବନେଶ୍ୱର :କଂଗ୍ରେସରେ ସାମିଲ ହେବାପରେ ପୂର୍ବତନ ମୁଖ୍ୟ ସଚିବ ବିଜୟ କୁମାର ପଟ୍ଟନାୟକ ପ୍ରଥମଥର ପାଇଁ ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିବା ସହ ଓଡ଼ିଶାରେ ଓଡ଼ିଆ ନିବେଶକଙ୍କୁ କାହିଁକି ହତାଦର କରାଯାଉଛି ଓ ସରକାରୀ ଖର୍ଚ୍ଚରେ ବ୍ୟୟବହୁଳ ବିଦେଶ ଗସ୍ତ କାହା

ଝାରସୁଗୁଡ଼ା ଉପନିର୍ବାଚନ: ୩ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି…

ଝାରସୁଗୁଡ଼ା : ଉପନିର୍ବାଚନ ପାଇଁ ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ବିଜେଡି। ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ସେମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସୂଚନାଯୋଗ୍ୟ, ସାରଦା ପ୍ରସାଦ ନାୟକ

ଜୋରଜବରଦସ୍ତ ବିଧାନସଭାକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର: ଆଗୁଆ ବିଧାନସଭା ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଜି ପ୍ରତିକ୍ରିୟା ରଖିଛନ୍ତି | ସେ କହିଛନ୍ତି ଯେ ସରକାର ଭୟଭୀତ | କୌଣସି ପ୍ରଶ୍ନର ଉତ୍ତର ନଥିଲା ପ୍ରଶ୍ନକାଳ ବାତିଲ କରି ମହାନଦୀ ଉପରେ ଆଲୋଚନା ପାଇଁ ମୋସନ ଆଣିଥିଲି | ବାଚସ୍ପତି ରୁଲିଂ ଦେଲେ

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ; ପ୍ରସନ୍ନ ଆଚାର୍ଯ୍ୟ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ନେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ | ସେ କହିଛନ୍ତି ଯେ ପୁରପଲ୍ଲୀରେ ଆମେ ସଂଗଠିତ ଦଳ, ଶୃଙ୍ଖଳିତ ଦଳ ଏବଂ ଦଳ ସବୁ ପରିସ୍ଥିତିରେ ଆତ୍ମବିଶ୍ୱାସର ସହ ସମ୍ମୁଖୀନ ହୁଏ | ଅତୀତରେ ଅନେକ

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥୀ ଚୟନ ଲାଗି କଂଗ୍ରେସର ପାଞ୍ଚଜଣିଆ ଟିମ୍ ଗଠିତ…

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ପିସିସି ସଭାପତି କହିଛନ୍ତି, ଝାରସୁଗୁଡ଼ା ଉପନିର୍ବାଚନ ଲାଗି ପ୍ରାର୍ଥୀ ଚୟନ ପାଇଁ କଂଗ୍ରେସ ପାଞ୍ଚଜଣିଆ ଟିମ ଗଠନ କରିଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ

ଝାରସୁଗୁଡା ଉପନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହେଲେ ଦୀପାଳି ଦାସ

ଭୁବନେଶ୍ବର; କଳ୍ପନା ଜଳ୍ପନାର ଅନ୍ତ। ଝାରସୁଗୁଡା ଉପନିର୍ବାଚନରେ ବିଜେଡିରୁ ପ୍ରାର୍ଥୀ ହେଲେ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବଦାସଙ୍କ ଝିଅ ଦୀପାଳି ଦାସ। ଆଜି ଦଳର ସୁପ୍ରୀମୋ ନବୀନ ପଟ୍ଟନାୟକ ଦୀପାଳିଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ବାପାଙ୍କ ମୃତ୍ୟୁର ଦୁଇ ମାସ ପରେ

ଦୁବାଇ ଇନଭେସ୍ଟ ମିଟ୍ ଅପେକ୍ଷା ଜାପାନରୁ ଆସିବ ଅଧିକ ପୁଞ୍ଜିନିବେଶ ପ୍ରସ୍ତାବ: ଶିଳ୍ପ ମନ୍ତ୍ରୀ…

ଭୁବନେଶ୍ବର: ଆଜି ବିଧାନସଭାର ପ୍ରଶ୍ନକାଳରେ ଶିଳ୍ପ ବିଭାଗର ଆଲୋଚନା ବେଳେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି, ମୁଖ୍ୟମନ୍ତ୍ରୀ ପୁଞ୍ଜି ଆଣିବାକୁ ବିଭିନ୍ନ ସ୍ଥାନକୁ ଯାଉଛନ୍ତି। ଦିଲ୍ଲୀରୁ ନେଇ ବାଙ୍ଗାଲୋର ଓ ଦୁବାଇ ଯାଉଛନ୍ତି ଏବେ କଣ ଜାପାନ ଯାଉଛନ୍ତି। ବୋଧେ ଦେହ

ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହରେ ଶାସକ ଓ ବିରୋଧୀ ମୁହାଁମୁହିଁ

ଭୁବନେଶ୍ବର: ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହରେ ମୁହାଁମୁହିଁ  ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଶୂନ୍ୟକାଳରେ ୫-ଟି