Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ମହାନଦୀ ଜଳ ବିବାଦର ସମାଧାନ ପାଇଁ ବିରୋଧୀଙ୍କ ସହଯୋଗ ଲୋଡ଼ିଲେ ମନ୍ତ୍ରୀ
ଭୁବନେଶ୍ବର: ମହାନଦୀ ଜଳ ବିବାଦ ନେଇ ଗୃହରେ ବିବୃତି ରଖିଛନ୍ତି ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ। ସେ କହିଛନ୍ତି, ମହାନଦୀ ଜଳ ବିବାଦର ମୂଳ କାରଣ ହେଉଛି ଛତିଶଗଡ଼ ଏକତରଫା ଓ ବେଆଇନ ଭାବେ ପାଣିକୁ ଅଟକାଉଛି। ଛତିଶଗଡ଼ ୨୭.୪୮ ନିୟୁତ ଏକର ଫୁଟକୁ ବ୍ୟବହାର କରିବା ପାଇଁ ମସୁଧା କରୁଛି। ୬ଟି!-->…
ଝାରସୁଗୁଡା ଉପନିର୍ବାଚନ: ମେ’ ୧୦ରେ ଭୋଟ୍ ଗ୍ରହଣ, ଜିଲ୍ଲାରେ ଆଜିଠାରୁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି…
ଝାରସୁଗୁଡା: ଝାରସୁଗୁଡ଼ାରେ ଉପନିର୍ବାଚନ ନେଇ ବୁଧବାର ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଆଜିଠାରୁ ଝାରସୁଗୁଡା ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ!-->…
ଜାଲ ସାର୍ଟିଫିକେଟ ପ୍ରସଙ୍ଗ: ସର୍ବଦଳୀୟ ବୈଠକ ଡାକିବାକୁ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଦାବି
ଭୁବନେଶ୍ବର: ଆଜି ଶୂନ୍ୟକାଳରେ ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ପ୍ରସଙ୍ଗ ଉଠାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଥିଲେ, ବଲାଙ୍ଗୀରରେ ଜାଲ ସାର୍ଟିଫିକେଟ ରାକେଟ ସକ୍ରିୟ ରହିଛି। ଏହି ମାମଲାରେ ୧୯ ଜଣ ଗିରଫ ହେଲେଣି। ଏହା ଅନ୍ୟ ଜିଲ୍ଲାକୁ ମଧ୍ୟ ମାଡ଼ିଛି। ଏଥିରେ ଆଉ!-->…
ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ: କୃଷି ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି, ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ବେଳେ ୩୬ଟି ସଚଳ ରହିଛି। ଅଚଳ ହୋଇ ପଡ଼ିଥିବା ଶୀତଳ ଭଣ୍ଡାରକୁ ସଚଳ କରିବା!-->…
ସରକାରୀ ହସ୍ପିଟାଲରେ ୪୦ ପ୍ରତିଶତ ଡାକ୍ତର ପଦବୀ ଖାଲି
ଭୁବନେଶ୍ୱର : କେବେ ପୂରଣ ହେବ ଡାକ୍ତର ପଦବୀ? ରାଜ୍ୟରେ ବିଭିନ୍ନ ସରକାରୀ ଡାକ୍ତରଖାନା ଓ ମେଡିକାଲ କଲେଜମାନଙ୍କରେ ୪୦ ପ୍ରତିଶତରୁ ଅଧିକ ଡାକ୍ତର, ସ୍ୱାସ୍ଥ୍ୟ କର୍ମୀ ସମେତ ଅନ୍ୟାନ୍ୟ ପଦପଦବୀ ଖାଲି ପଡ଼ିଛି। ସ୍ୱାସ୍ଥ୍ୟ ବିଭାଗ ଏ ପଦବୀଗୁଡ଼ିକ ପୂରଣ ଦିଗରେ ଠୋସ୍ ପଦକ୍ଷେପ ନେଉନଥିବାରୁ!-->…
ଶୂନ୍ୟକାଳରେ ବଲାଙ୍ଗୀର ନକଲି ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଲେ କଂଗ୍ରେସ ବିଧାୟକ ସାଲୁଜା
ଭୁବନେଶ୍ବର: ଆଜି ଶୂନ୍ୟକାଳରେ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା ବଲାଙ୍ଗୀର ଜାଲ ସାର୍ଟିଫିକେଟ ରାକେଟ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ମେଧାବୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରରେ। ବଲାଙ୍ଗୀରରେ ନକଲି ସାର୍ଟିଫିକେଟ ରାକେଟ ଚାଲିଛି। ଏହି ମାମଲାରେ ମନୋଜ ମିଶ୍ର ଏବଂ!-->…
ମହାନଦୀ ପ୍ରସଙ୍ଗ: ମୋସନ ଆକାରରେ ଆଲୋଚନା ପାଇଁ ଦାବି କଲେ ବିରୋଧୀ ଦଳ ନେତା
ଭୁବନେଶ୍ବର: ଆଜି ବିଧାନସଭାରେ ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇଛନ୍ତି। ମହାନଦୀ ପ୍ରସଙ୍ଗ ଉପରେ ମୋସନ ଆକାରରେ ଆଲୋଚନା ହେଉ ଓ ବିଭାଗୀୟ ମନ୍ତ୍ରୀ ଉତ୍ତର ରଖନ୍ତୁ ବୋଲି ସେ ଦାବି କରିଛନ୍ତି।
ବିରୋଧୀ ଦଳ ନେତା କହିଛନ୍ତି, ଗତ ୨୦୧୭ ମସିହା!-->!-->!-->…
ବିଧାନସଭାରେ ଆଗତ ହେଲା ଆପାର୍ଟମେଣ୍ଟ ବିଧେୟକ
କଟକ : ଆସିଲା ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ବିଧେୟକ । ବିଧାନସଭାରେ ଆଗତ ହେଲା ଆପାର୍ଟମେଣ୍ଟ ବିଧେୟକ । ବିଲ୍ରେ ପ୍ରମୋଟର ଓ ଆପାର୍ଟମେଣ୍ଟ ମାଲିକଙ୍କ ପାଇଁ ଦାୟିତ୍ୱ । ଆପାର୍ଟମେଣ୍ଟ ମାଲିକଙ୍କ ଦାୟିତ୍ୱ- ସଂଘର ନିୟମକୁ ମାନି ଚଳିବା । ଆପାର୍ଟମେଣ୍ଟରେ କୌଣସି!-->…
୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା ବିଜେଡି…
ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ଜିଲ୍ଲାସ୍ତରରେ ସାଂଗଠନିକ ସ୍ଥିତି ସୁଦୃଢ଼ କରୁଛି ବିଜେଡି । ୩୦ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା କରିଛି ଦଳ । ଏମାନଙ୍କ ଭିତରେ ଅଛନ୍ତି ୨୦ ଜଣ ମନ୍ତ୍ରୀ ଓ ବିଧାୟକ । ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲା ବିଜେଡି!-->…
ଯଦି କଂଗ୍ରେସ କହିବ ରାହୁଲ ଗାନ୍ଧୀ ଆଇନର ଊର୍ଦ୍ଧ୍ୱରେ, ତେବେ କିଛି କହିବାର ନାହିଁ: ଜୟନାରାୟଣ ମିଶ୍ର
ଭୁବନେଶ୍ୱର: ଆଜି ବିଧାନସଭାରେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକମାନେ କଳା ପୋଷାକ ପିନ୍ଧି ଗୃହରେ ପ୍ରତିବାଦ କରିଥିଲେ। ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ବରିଷ୍ଠ ବିଜେପି ନେତା କହିଛନ୍ତି, ଆଇନର ଊର୍ଦ୍ଧ୍ୱରେ କେହି ନୁହେଁ।!-->…