Browsing Category

ରାଜନୀତି

ମନମୋହନ ସାମଲ ହେଲେ ରାଜ୍ୟ ବିଜେପିର ନୂଆ ସଭାପତି…

ଭୁବନେଶ୍ୱର : ବଦଳିଲେ ରାଜ୍ୟ ବିଜେପି ସଭାପତି । ନୂଆ ସଭାପତି ହେଲେ ମନମୋହନ ସାମଲ । ସମୀର ମହାନ୍ତିିଙ୍କ ସ୍ଥାନରେ ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା । ପୂର୍ବରୁ ମଧ୍ୟ ମନମୋହନ ରାଜ୍ୟ ବିଜେପି ସଭାପତି ଥିଲେ । ରାଜ୍ୟରେ ବିଜେପି-ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା କଲେ ଜୟନାରାୟଣ, ନରସିଂହ

ଭୁବନେଶ୍ବର: ଶୂନ୍ୟକାଳରେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା କରିଛନ୍ତି  ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ଓଡିଶାକୁ ପୁଞ୍ଜି ନିବେଶ ଆସିଥିବା ନେଇ ଆଇନଶୃଙ୍ଖଳା ଠିକ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ କ’ଣ ରାଜ୍ୟ ସରକାରଙ୍କ

ସରକାରଙ୍କ ଜାଗା ମିଶନ ତାଲିକାରେ ଦୁଇମହଲା କୋଠା, ଦୋକାନ ମାଲିକଙ୍କ ନାମ ରହିଛି : ବିଜୟ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଜାଗା ମିଶନରେ ଦୁର୍ନୀତି ନେଇ ମତ ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ। ସେ ନିଜର ମତ ରଖି କହିଛନ୍ତି, ‘ସାରା ଓଡ଼ିଶାରେ ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ୧୮ ଲକ୍ଷ ଲୋକ ବସ୍ତିରେ ବସବାସ କରନ୍ତି। ରାଜ୍ୟ ସରକାର ବସ୍ତି ଲୋକଙ୍କୁ ଜାଗା ମିଶନରେ

ସବୁ ଜାଗାରେ ୫-ଟିର ଆବଶ୍ୟକତା କଣ? : ବିରୋଧୀ ଦଳ ନେତା

ଭୁବନେଶ୍ବର: ଆଜି ବିଧାନସଭାର ଶୂନ୍ୟକାଳରେ ହଟ୍ଟଗୋଳ ହେବାପରେ ଗୃହ ବାହାରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଏଥିନେଇ ପ୍ରତିକ୍ରିୟା ରଖିଥିଲେ। ସେ କହିଥିଲେ, ୫-ଟି କହିଲାମାନେ ସେମାନେ କୋଉ ଦିଗକୁ ନେଇଯାଉଛନ୍ତି, ମୁଁ ଜାଣି ପାରୁନି। ୫-ଟିର ସବୁ ଜାଗାରେ ଆବଶ୍ୟକତା କଣ? ଜଣେ କହିଲେ ୫-ଟି

ମାନସିକ ରୋଗରେ ପୀଡ଼ିତ ଥିଲା ଅଭିଯୁକ୍ତ ଗୋପାଳ ଦାସ, ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଉତ୍ତର…

ଭୁବନେଶ୍ୱର : ମାନସିକ ରୋଗରେ ପୀଡ଼ିତ ଥିଲା ନବ ଦାସଙ୍କ ହତ୍ୟାକାରୀ ଅଭିଯୁକ୍ତ ଗୋପାଳ ଦାସ। ବାଇପୋଲାର ଡିସ୍‌ଅର୍ଡରରେ ପୀଡ଼ିତ ଥିବାରୁ ଏଥିପାଇଁ ଚିକିତ୍ସିତ ମଧ୍ୟ ହୋଇଥିଲା। ପ୍ରଥମେ ୬୦ ଦିନ ଓ ପରେ ୧୧୯ ଦିନ ବାଇପୋଲାର ଡିସଅର୍ଡର ପାଇଁ ଚିକିତ୍ସିତ ହୋଇଥିଲା। ଗୋପାଳ ଦାସର ମାନସିକ

ପ୍ରତିଷ୍ଠା ଦିବସରୁ ବିଜେପି କରିବ ଘର ଘର ଚାଲ ଅଭିଯାନ…

ଭୁବନେଶ୍ୱର :ଓଡ଼ିଶାରେ ଓବିସି ବର୍ଗଙ୍କୁ ମିଳୁନି ଉଚିତ୍ ଅଧିକାର। ଏ ପର୍ଯ୍ୟନ୍ତ ଓବିସି ବର୍ଗଙ୍କ ସଠିକ୍ ଗଣନା କରାଗଲାନି। ସମସ୍ତ ପଛୁଆ ଜାତିଙ୍କୁ ଚିହ୍ନଟ କରି କେନ୍ଦ୍ରିୟ ସୂଚିରେ ସାମିଲ କରାଯାଉନି। ସେମାନଙ୍କୁ ଶିକ୍ଷା, ନିଯୁକ୍ତି, ନିର୍ବାଚନ କ୍ଷେତ୍ରରେ ଉପଯୁକ୍ତ ସଂରକ୍ଷଣ ମିଳୁନି।

5ଟି ଏକ ଚିନ୍ତାଧାରା ବୋଲି ବିଜେଡି କହୁଛି, ଚିନ୍ତାଧାରାଟି ଲୋକଙ୍କ ସମସ୍ୟାର ସମାଧାନ କରିବ କେମିତି ? : ଗୋଲକ…

ଭୁବନେଶ୍ୱର: ବ୍ରିଟିଶ ଶାସନ ସମୟର ଘୃଣ୍ୟପ୍ରଥା ଥିବା କ୍ରୀତଦାସ ପ୍ରଥାକୁ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ବାବୁ ଦୋହରାଇ ପ୍ରଶାସନିକ ଅଧିକାରୀଙ୍କ କ୍ରୀତଦାସ ହେବାକୁ ଚାହୁଁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର । ଶ୍ରୀ

ନବଦାସ ହତ୍ୟା ମାମଲାରେ ଚିଠି ମାଗିଲେ ଜୟନାରାୟଣ

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଥିଲେ। ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ନବ ଦାସଙ୍କ ହତ୍ୟାକାଣ୍ଡକୁ ୫୦ଦିନ ପୁରିଗଲାଣି। ହତ୍ୟାକାଣ୍ଡର ଉଦ୍ଦେଶ୍ୟ

କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁ ଅବସରପ୍ରାପ୍ତ ଅଧିକାରୀ କାମ କରୁଛନ୍ତି: ରାଜସ୍ୱ ମନ୍ତ୍ରୀ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଫିସରମାନଙ୍କ ଅବସର ବିନୋଦନ କେନ୍ଦ୍ର ବୋଲି ବିରୋଧୀ ଦଳ ନେତା କହିବା ପରେ ଏହାର କ ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁତ ଅବସରପ୍ରାପ୍ତ ଅଧିକାରୀ କାମ

ମାଗଣା ବିଦ୍ୟୁତ୍‌ ସଂଯୋଗ ଦେଲେ ଶ୍ରୀଲଙ୍କା ପରି ପରିସ୍ଥିତି ହେବ : ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ବିଧାନସଭାର ‘ବିଦ୍ୟୁତ ଶୁଳ୍କ ଆଦାୟରେ ଟାଟା ପାୱାର ମାଲାମାଲ୍, ରାଜ୍ୟବାସୀ ବେହାଲ’ ଶୀର୍ଷକ ମୁଲତବୀ ପ୍ରସ୍ତାବ ଆଗତ ହୋଇଥିଲା। ଏହି ପ୍ରସ୍ତାବ ସଂପର୍କିତ ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ବିଦ୍ୟୁତ ପରିବହନ ଜନିତ କ୍ଷତି ଉପରେ ନିଜର ମତ