Browsing Category

ରାଜନୀତି

ନବଦାସ ହତ୍ୟା ମାମଲାରେ ଚିଠି ମାଗିଲେ ଜୟନାରାୟଣ

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଥିଲେ। ବିଧାନସଭାରେ ପୁଣି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଥିଲେ, ନବ ଦାସଙ୍କ ହତ୍ୟାକାଣ୍ଡକୁ ୫୦ଦିନ ପୁରିଗଲାଣି। ହତ୍ୟାକାଣ୍ଡର ଉଦ୍ଦେଶ୍ୟ…

କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁ ଅବସରପ୍ରାପ୍ତ ଅଧିକାରୀ କାମ କରୁଛନ୍ତି: ରାଜସ୍ୱ ମନ୍ତ୍ରୀ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଫିସରମାନଙ୍କ ଅବସର ବିନୋଦନ କେନ୍ଦ୍ର ବୋଲି ବିରୋଧୀ ଦଳ ନେତା କହିବା ପରେ ଏହାର କ ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁତ ଅବସରପ୍ରାପ୍ତ ଅଧିକାରୀ କାମ…

ମାଗଣା ବିଦ୍ୟୁତ୍‌ ସଂଯୋଗ ଦେଲେ ଶ୍ରୀଲଙ୍କା ପରି ପରିସ୍ଥିତି ହେବ : ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ବିଧାନସଭାର ‘ବିଦ୍ୟୁତ ଶୁଳ୍କ ଆଦାୟରେ ଟାଟା ପାୱାର ମାଲାମାଲ୍, ରାଜ୍ୟବାସୀ ବେହାଲ’ ଶୀର୍ଷକ ମୁଲତବୀ ପ୍ରସ୍ତାବ ଆଗତ ହୋଇଥିଲା। ଏହି ପ୍ରସ୍ତାବ ସଂପର୍କିତ ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ବିଦ୍ୟୁତ ପରିବହନ ଜନିତ କ୍ଷତି ଉପରେ ନିଜର ମତ…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରିଟାୟାର୍ଡ ଅଫିସରଙ୍କ କ୍ଲବ ପାଲଟିଛି -ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅବସାରପ୍ରାପ୍ତ ଅଫିସରଙ୍କୁ ନିଯୁକ୍ତି ପ୍ରସଙ୍ଗ । ଅବସରପ୍ରାପ୍ତ ଅଧିକାରୀଙ୍କ ନିଯୁକ୍ତିକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ । ଶ୍ୱନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ…

‘ସର୍ଭେ ଶୈଳୀ’ ପଛୁଆ ବର୍ଗଙ୍କ ପ୍ରତି ରାଜ୍ୟ ସରକାରଙ୍କ ଉପହାସ: ସୁରଥ ବିଶ୍ୱାଳ…

ଭୁବନେଶ୍ୱର,: “ଛାମୁ ଯାହା ଦେଲେ ହରଷେ, ପାଉ ପାଉ ଗଲା ବରଷେ; ବାଛି ବାଛି କରିଦେଲେ ପଡିଆ, ଶ୍ରାବଣ ମାସରେ ଭାଙ୍ଗେ ନଡିଆ; ଏମନ୍ତ ଭୂଇଁ, ଚାଗୁଣ୍ଡା ବୁଣିଲେ ଉଠଇ ନାହିଁ” ଭଳି ରାଜ୍ୟରେ ପଛୁଆ ବର୍ଗ ସର୍ଭେ ଏବଂ ସଂରକ୍ଷଣ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ମଧ୍ୟ ଅବିକଳ ସମାନ । ଦୀର୍ଘ…

ଜିଲ୍ଲାପାଳ କାମ ଛାଡି ବେପାର କରିବାରେ ବ୍ୟସ୍ତ: ଜୟନାରାୟଣ

ଭୁବନେଶ୍ୱର: ବୁଧବାର ଦିନ ଶୂନ୍ୟକାଳରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ପ୍ରତ୍ୟେକ ଜିନିଷ ପାଇଁ ସରକାରଙ୍କ ଏକ ନିର୍ଦ୍ଦିଷ୍ଟ ନୀତି ରହିବା ଆବଶ୍ୟକ । ଟ୍ରାନ୍ସଫର ଏବଂ ପୋଷ୍ଟିଂ ପାଇଁ ଗୋଟେ ନିୟମ ରହିଛି । ଗୋଟେ ବିଭାଗ କି…

ଡ୍ରାଇଭରମାନଙ୍କ ଆନ୍ଦୋଳନ: ସମାଧାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଡ୍ରାଇଭରମାନଙ୍କର ଆନ୍ଦୋଳନ ଜାରି ରହିଥିବା ବେଳେ ଏନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ…

ଡ୍ରାଇଭରଙ୍କ ଦାବି ପାଇଁ ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି : ମନ୍ତ୍ରୀ

ଭୁବନେଶ୍ବର: ୧୦ ଦଫା ଦାବିରେ ଡ୍ରାଇଭର ଏକତା ମହାମଞ୍ଚ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ନେଇ ପ୍ରତିକ୍ରିୟା ରଖିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ପରିବହନ ସଚିବ ଉଷା ପାଢୀ। ପରିବହନ ବିଭାଗ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଡ୍ରାଇଭର ସଂଘର ଦାବିଗୁଡ଼ିକୁ ଆଲୋଚନାକୁ…

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷେପ…

ବଢିବ ବିଧାୟକଙ୍କ ଦରମା ! ବିଧାନସଭାରେ ଦାବି ରଖିଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର : ରାଜ୍ୟରେ ବଢ଼ିପାରେ ବିଧାୟକଙ୍କ ଦରମା । ବିଧାନସଭାରେ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଦରମା ବୃଦ୍ଧି ପାଇ ଦାବି କରିଛନ୍ତି ସବୁ ଦଳର ବିଧାୟକ । ଗୃହର ଉଦବେଗକୁ ଦୃଷ୍ଟିରେ ରଖି ବାଚସ୍ପତି ରୁଲିଂ ଦେଇଛନ୍ତି । ବିଧାୟକ ଅମର ଶତପଥୀଙ୍କ…