Browsing Category

ରାଜନୀତି

ବିଜେପିର ସୁକାନ୍ତ ପାଣିଗ୍ରାହୀ ହେଲେ କନ୍ଧମାଳର ସାଂସଦ…

ଫୁଲବାଣୀ : କନ୍ଧମାଳ ଲୋକସଭା ଆସନର ସଂସାଦ ଭାବେ ବିଜେପିର ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କର ନିକଟତମ ପ୍ରତିଦ୍ଵନ୍ଦୀ ହେଭିୱେଟ ନେତା ତଥା କିଟ କିସର ପ୍ରତିଷ୍ଠାତା ଡଃ ଅଚ୍ୟୁତାନନ୍ଦ ସାମନ୍ତଙ୍କୁ ୨୧ହଜାର ୩୭୧ ଭୋଟରେ ହରାଇ ବିଜୟୀ ହୋଇଛନ୍ତି l ବିଜେପିର ସୁକାନ୍ତ କୁମାର

ବିଧାନସଭା ନିର୍ବାଚନ ଫଳାଫଳ ଗଞ୍ଜାମ ଜିଲ୍ଲାର ୧୩ଟି ବିଧାନସଭା ଆସନରୁ ୧୧ଟି ଆସନରୁ ବିଜେପି ପ୍ରାର୍ଥୀ ବିଜୟୀ,ବିଜେଡ଼ି…

ଛତ୍ରପୁର, ତା. ୫ / ୬ ଗଞ୍ଜାମ ଜିଲ୍ଲାର ୧୩ଟି ବିଧାନସଭା ଆସନରୁ ୧୧ଟି ଆସନରେ ବିଜେପି ପ୍ରାର୍ଥୀ ବିପୁଳ ଭୋଟରେ ବିଜୟୀ, ଲାଭ କରିଥିବା ବେଳେ ବିଜେଡ଼ି ଓ କଂଗ୍ରେସ ଦଳ ତରଫରୁ ଗୋଟିଏ ଆସନରେ ବିଜୟୀ ହୋଇଥିବା ଖବର ମିଳିଛି । ତେବେ ବାଜିମାତ କରିଥିବା ଭାରତୀୟ ଜନତାପାର୍ଟିର ପ୍ରାର୍ଥୀଗଣ

ଆଜି ଓଡ଼ିଶାରେ ନୂଆ ଇତିହାସ ଲେଖାଗଲା: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିଜେପିର ବିଜୟ ପରେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଆଜି ଓଡିଶାରେ ନୂଆ ଇତିହାସ ଲେଖାଗଲା। ୧୯ଟି ଲୋକସଭା ଆସନରେ ବିଜୟ ଏବଂ ଆଉ ଗୋଟେ ଆସନରେ ବିଜୟର ସମ୍ଭାବନା ରହିଛି। ବିଜେଡ଼ି ଓ କଂଗ୍ରେସ ଦଳକୁ ଦୀର୍ଘବର୍ଷ ଧରି ସେବା କରିବାର

ଭୁବନେଶ୍ୱରରୁ ବିଜୟୀ ହେଲେ ବିଜେପି ପ୍ରାର୍ଥି ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ଅପରାଜିତା ଷଡ଼ଙ୍ଗୀ ଭୁବନେଶ୍ବରରେ ପୁଣି ବିଜୟିନୀ ହୋଇଛନ୍ତି। ସେ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟଙ୍କୁ ହରାଇ ବାଜି ମାରିନେଇଛନ୍ତି। ଲଗାତାର ବିଜେପି ପ୍ରାର୍ଥୀଙ୍କ ବିଜୟ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ପ୍ରାରମ୍ଭିକ

ହିଞ୍ଜିଳିରେ ଜିତିଲେ ନବୀନ, କଣ୍ଟାବାଞ୍ଜିରେ ବିଜେପି ପ୍ରାର୍ଥୀ ଆଗୁଆ

ଭୁବନେଶ୍ବର: ଭାଙ୍ଗିଲା ଅଢେଇ ଦଶନ୍ଧିର ପରମ୍ପରା। ଇତିହାସ ବନିବାକୁ ଯାଉଛି ଅପରାଜୟ ଓ ଅଜୟର ଟ୍ୟାଗ୍। ଓଡ଼ିଶାରେ ଭୁଷିଡ଼ିଛି ବିଜେଡି ଗଡ଼। ଷଷ୍ଠ ଥରର ରେକର୍ଡ ନୁହେଁ, ଔପଚାରିକତା ଏବେ ଇତିହାସ ପୃଷ୍ଠାରେ ସ୍ଥାନ ପାଇବାକୁ ଜଣେ ପୂର୍ବତନ ମୂଖ୍ୟମନ୍ତ୍ରୀଙ୍କ କାହାଣୀ। ନବୀନ ପଟ୍ଟନାୟକଙ୍କ

ନୂଆପଡାରେ ଶରତ ପଟ୍ଟନାୟକଙ୍କ ସହ ପାରାଦ୍ବୀପରେ ହାରିଲେ ଗୀତାଞ୍ଜଳି ରାଉତରାୟ

ନୂଆପଡା/ପାରାଦ୍ବୀପ: ନୂଆପଡାରେ କାମ ଦେଲାନି ହାତ | ଏଠାରୁ ନିର୍ବାଚନ ଲଢ଼ୁଥିବା ପିସିସି ସଭାପତି ଶରତ ପଟ୍ଟନାୟକ ପରାସ୍ତ ହୋଇଛନ୍ତି | ବଡ କଥା ହେଉଛି ଯେ ସେ ସ୍ୱାଧୀନ ପ୍ରାର୍ଥୀଙ୍କଠାରୁ ବି କମ ଭୋଟ ପାଇଛନ୍ତି | ମିଳିଥିବା ସୂଚନା ମୁତାବକ ଏଠାରୁ ବିଜେଡିର ରାଜେନ୍ଦ୍ର ଢୋଲକିଆ ୬୧୮୨୨ ଭୋଟ

ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ

ଭୁବନେଶ୍ୱର : ଚଳିତ ନିର୍ବାଚନରେ ରାଜ୍ୟର ୧୨ଜଣ ମନ୍ତ୍ରୀ ପରାଜିତ ହୋଇଛନ୍ତି । ବିଜେପିର ସମସ୍ତ ନବାଗତ(କେବେବି ବିଧାୟକ କି ସାଂସଦ ହୋଇନାହାନ୍ତି)ଙ୍କଠୁ ଏହି ମନ୍ତ୍ରୀମାନେ ପରାଜିତ ହୋଇଛନ୍ତି । ୧୧ଜଣ ମନ୍ତ୍ରୀ ନିଜେ ଲଢ଼ୁଥିବାବେଳେ ଜଣେ ମନ୍ତ୍ରୀ ଉଷା ଦେବୀ ତାଙ୍କର ପୁଅ ଚିନ୍ମୟାନନ୍ଦ

କଟକ-ବାରବାଟୀ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ ବିଜୟୀ

କଟକ: ବାପାଙ୍କ ଗଡରେ ବିଜୟୀ ହେଲେ ଝିଅ ସୋଫିଆ । କଟକ-ବାରବାଟୀ ବିଧାନସଭା ଗାଦି ହାତେଇଲେ କଂଗ୍ରେସ ପ୍ରାର୍ଥୀନୀ ସୋଫିଆ ଫିର୍ଦ୍ଦୋସ । ବିପକ୍ଷରେ ଲଢୁଥିବା ବିଜେପି ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ୭, ୯୭୪ ଭୋଟ ବ୍ୟବଧାନରେ ହରାଇଛନ୍ତି ସୋଫିଆ । ଦିନେ ବାପାଙ୍କର ଗଡ ଥିଲା ।

ନୟାଗଡ ବିଜେଡି ପ୍ରାର୍ଥୀ ଅରୁଣ ସାହୁଙ୍କ ବିଜୟ

ନୟାଗଡ: ନୟାଗଡର ନିଜର ବଜାୟ ଜାରି ରଖିଲା ବିଜେଡି । ବିଜେଡି ପ୍ରାର୍ଥୀ ଅରୁଣ ସାହୁ ନୟାଗଡରେ ବିଜୟଲାଭ କରିଛନ୍ତି । ୮୧,୪୭୦ ଭୋଟ ପାଇ ସେ ବିଜେପି ପ୍ରର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କୁ ପରାସ୍ତ କରିଛନ୍ତି। ତେବେ ସେଠାରେ ଦୁହିଁଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିଥିବା ବେଳେ