Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
୨୬ରେ ଭଦ୍ରକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ। ଏହି ଅବସରରେ!-->…
ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତ: ସମାଲୋଚନା କଲେ ବିଜେପି ଓ କଂଗ୍ରେସ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ସମାଲୋଚନା କରିଛି ବିଜେପି। ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିବା ସହିତ, ଏ ଗସ୍ତରେ ପଶ୍ଚିମ ଓଡ଼ିଶାବାସୀ ନିରାଶ ହୋଇଛନ୍ତି ବୋଲି କହିଛନ୍ତି । ଖାଲି!-->…
ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ | ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ!-->…
ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ; ବିଜୁ ଏକ୍ସପ୍ରେସ୍ ୱେକୁ କରିବେ ଲୋକାର୍ପଣ…
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଜୟନ୍ତୀ ଅବସରରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗସ୍ତକ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ।
ଆସନ୍ତାକାଲି ନବୀନ ବରଗଡ଼ ସୋହେଲା!-->!-->!-->…
ବିଜେପି କର୍ମୀଙ୍କୁ ଆକ୍ରମଣର ପ୍ରତିବାଦ, ରାଜ୍ୟର ବିଭିନ୍ନ ଥାନାରେ ଏତଲା ଦାୟର
ବିଜେପି ଯୁବ ମୋର୍ଚ୍ଚାର କାର୍ୟ୍ୟକର୍ତ୍ତାଙ୍କୁ ପୁଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣକୁକୁ ବିରୋଧ କରି ପୁଲିସ ଡ଼ିଜିଙ୍କ ବିରୁଦ୍ଧରେ ରାଜ୍ୟର ବିଭିନ୍ନ ଥାନାରେ ବିଜେପି ପକ୍ଷରୁ ଏତଲା ଦାୟର କରାଯାଇଛି। ଏ ନେଇ ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ନେତୃତ୍ୱରେ ଏକ ଦଳ!-->…
ଘରୋଇ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧିକୁ ନେଇ ବିଜୁ ମହିଳା ଜନତା ଦଳର ପ୍ରତିବାଦ
ଭୁବନେଶ୍ୱର : ଘରୋଇ ଏଲପିଜି ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲା ବିଜେଡି । ଦର ବୃଦ୍ଧିକୁ ବିରୋଧ କରି ରାଜଭବନ ଆଗରେ ବିକ୍ଷୋଭ କରିଛି ବିଜୁ ମହିଳା ଜନତା ଦଳ । ଏହାସହ ପ୍ରତିବାଦ ସଭା ମାଧ୍ୟମରେ ବର୍ଦ୍ଧିତ ଗ୍ୟାସ ଦର ପ୍ରତ୍ୟାହାର କରିବା ପାଇଁ ଦଳ ଦାବି!-->…
ରାଜନୈତିକ ଫାଇଦା ପାଇଁ ଦରଦାମ ବୃଦ୍ଧି କଥା କହୁଛି ବିଜେଡି: ବିରୋଧୀ ଦଳ ମୁଖ୍ୟ ସଚେତକ
ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ସେ କହିଛନ୍ତି, ଅନ୍ତର୍ଜାତୀୟ ସ୍ତରରେ ଦରଦାମ ବୃଦ୍ଧି କାରଣରୁ ଗ୍ୟାସ ଦର ୫୦ ଟଙ୍କା ବୃଦ୍ଧି ପାଇଛି। ଦରଦାମ ତଳ ଉପର ହେବା ସ୍ୱାଭାବିକ।!-->…
ଆସନ୍ତା କାଲି ପ୍ରତ୍ୟେକ ଥାନାରେ ଏତାଲା ଓ ୪ରେ ଏସପି କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବ ବିଜେପି : ପୃଥ୍ୱୀରାଜ…
ଭୁବନେଶ୍ୱର : ରାଜ୍ୟ ସରକାର ଗଣତାନ୍ତ୍ରିକ ପକ୍ରିୟାକୁ ହତ୍ୟା କରିବାର ଅପଚେଷ୍ଟା କରୁଛନ୍ତି । ଓଡ଼ିଶା ସରକାର ଅହଂକାରର ଚରମସୀମାରେ ପଂହଚିଛି । କ୍ଷମତାର ଭୂତ ରାଜ୍ୟ ସରକାରଙ୍କ ମୁଣ୍ଡରେ ଶବାର ହୋଇଛି । ଗଣତାନ୍ତ୍ରୀକ ପଦ୍ଧତିରେ ଦାୟୀତ୍ୱ ସଂପନ୍ନ କରୁଥିବା ବିରୋଧୀ ଦଳର କାର୍ଯ୍ୟରେ ବାଧା!-->…
୨ ଜିଲ୍ଲାରେ ବିଜେଡି କମିଟି ପୁନର୍ଗଠିତ..
ଭୁବନେଶ୍ବର: ବିଜେ଼ଡି ସଭାପତି ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଓ ଗଜପତି ଜିଲ୍ଲା ବିଜେଡି କମିଟିର ପୁନର୍ଗଠନ କରିଛନ୍ତି । ଗଜପତି ଜିଲ୍ଲାର ୨ ନେତାଙ୍କୁ ବିଜେଡି ରାଜ୍ୟ ସଂପାଦକ ଦାୟିତ୍ୱ ମିଳିଛି । ବସନ୍ତ ଦାସ ଓ ପ୍ରଦୀପ ନାୟକ ରାଜ୍ୟ ସଂପାଦକ ଭାବେ ନିଯୁକ୍ତି ପାଇଛନ୍ତି ।!-->…
ନିଜେ ଅଣ୍ଡା ପକାଇ ଯୁବମୋର୍ଚ୍ଚା କର୍ମୀଙ୍କୁ ବଦନାମ କରିବାକୁ ପ୍ରୟାସ କରୁଛି ପୋଲିସ : ଜୟନାରାୟଣ
ଭୁବନେଶ୍ୱର: ପିଏମଜିରେ ପୋଲିସ ଖଣ୍ଡଯୁଦ୍ଧ ଘଟଣାରେ ଗିରଫ ହୋଇଥିବା ବିଜେପି ଯୁବମୋର୍ଚ୍ଚା କର୍ମୀ ଓ ନେତାଙ୍କୁ ଝାରପଡା ଜେଲରେ ଭେଟିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ଏହାସହ ଜୟନାରାୟଣ କହିଛନ୍ତି, ଆନ୍ଦୋଳନରେ ସାମିଲ ନଥିବା, ଚାହା ପାଣି ଦେବା ପାଇଁ ଆସିଥିବା ଲୋକଙ୍କୁ ମଧ୍ୟ!-->…