Browsing Category

ରାଜନୀତି

କଂଗ୍ରେସରେ ଯୋଗଦେବେ ବିଜୟ କୁମାର ପଟ୍ଟନାୟକ..!

କଂଗ୍ରେସରେ ଯୋଗ ଦେଇପାରନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ। କଂଗ୍ରେସ ନେତା ଅମୀୟ ପାଣ୍ଡବ ଆଜି ଏ ନେଇ ସୋଶାଲ ମିଡିଆ ପେଜରେ ସୂଚନା ଦେବା ପରେ ଚର୍ଚ୍ଚା ଜୋର୍ ଧରିଛି। ଅମୀୟ ନିଜ ସୋସିଆଲ୍ ମିଡିଆ ପେଜରେ ଲେଖିଛନ୍ତି, ଆଜି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ନବ ଦାସ ହତ୍ୟା ମାମଲା : ଗୋପାଳ କେବଳ ସୁଟର କିନ୍ତୁ ହ୍ୟାଣ୍ଡଲର କିଏ ଖୋଜୁନି ପୋଲିସ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ଦିନକୁ ଦିନ ଖୋଲିବାରେ ଲାଗିଛି ଅନେକ ତଥ୍ୟ । ଗୋପାଳ ସୁଟର, ହ୍ୟାଣ୍ଡଲରକୁ ଖୋଜୁଛି ପୋଲିସ କହିଲେ ଜୟନାରାୟଣ ମିଶ୍ର । ପୋଲିସ ଉପରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆରୋପ । ହତ୍ୟାର ଗୋପାଳ କେବଳ ସୁଟର କିନ୍ତୁ ହ୍ୟାଣ୍ଡଲର

କେଉଁ ଚିଠି ଆଧାରରେ ଜଷ୍ଟିସ ଜେ ପି ଦାସଙ୍କୁ ନିଯୁକ୍ତି ଦିଆଗଲା, ତାହା ଦେଖାନ୍ତୁ ରାଜ୍ୟ ସରକାର: ପୀତାମ୍ବର ଆଚାର୍ଯ୍ୟ

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, କ୍ରାଇମବ୍ରାଞ୍ଚ ଉପରେ ମୁଖ୍ୟମନ୍ତ୍ରୀଙ୍କ ଭରସା ନଥିବା ସେ ନିଜେ ପ୍ରମାଣ କରିଛନ୍ତି,

ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ଏତଲା ରଖୁଛି ପୋଲିସ: ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ଆଇନ୍ ଶୃଙ୍ଖଳା ଭୁଶୁଡ଼ି ପଡ଼ିଛି । ହାଇକୋର୍ଟ ହସ୍ତକ୍ଷେପ ନକଲେ ପୋଲିସ ଏତଲା ରଖୁନି । ରାଜ୍ୟରେ ପୋଲିସ ବିଭାଗ ବଲଗାମ ହୋଇ ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ ବେସାହାରା ହୋଇ ପଡ଼ିଛନ୍ତି ବୋଲି ପ୍ରେସମିଟରେ କହିଛନ୍ତି ବିଜେପି ରାଜ୍ୟ ମୁଖପାତ୍ର ସୋନାଲି ସାହୁ ।

ଓଡ଼ିଶାରୁ ଚାଉଳ ସଂଗ୍ରହ କୋଟାର ୮୦ ଭାଗ କାଟିଲା କେନ୍ଦ୍ର, ଚାଷୀଙ୍କ ପ୍ରତି ଅବହେଳାକୁ ବରଦାସ୍ତ କରାଯିବନି: ବିଜେଡି

ବରଗଡ଼: ଚାଷୀଙ୍କ ପ୍ରତି ଅବହେଳାକୁ ବରଦାସ୍ତ କରାଯିବନି। କେନ୍ଦ୍ରର ଅବହେଳା ନେଇ ପ୍ରେସ୍‌ମିଟରେ ବର୍ଷିଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ। ଓଡ଼ିଶା ଏକ କୃଷକ ବହୁଳ ରାଜ୍ୟ। କିନ୍ତୁ ଧାନ ସଂଗ୍ରହ ବାବଦକୁ କେନ୍ଦ୍ର ବଜେଟ୍‌ରେ କଟିଲା ୨୦ ହଜାର କୋଟି ଟଙ୍କା। ଓଡ଼ିଶାରୁ

ନବ ଦାସଙ୍କ ହତ୍ୟାରେ ବଡ଼ ଷଡ଼ଯନ୍ତ୍ର ଅଛି: ସନ୍ତୋଷ ସିଂ ସାଲୁଜା…

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲା ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା। ସେ କହିଛନ୍ତି, ଏହା ଏକ ହାଇ ପ୍ରୋଫାଇଲ୍ ହତ୍ୟାକାଣ୍ଡ। ଷଡ଼ଯନ୍ତ୍ର କରାଯାଇ ହତ୍ୟା କରାଯାଇଛି। ରାଜନୈତିକ ଓ ବ୍ୟାବସାୟିକ କାରଣ ଥାଇ ପାରେ। ନିଜ

ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ଶରତ ପଟ୍ଟନାୟକ…

ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ପିସିସି ସଭାପତି ଶରତ ପଟ୍ଟନାୟକ । ନବ ଦାସଙ୍କୁ କାହିଁକି ହତ୍ୟା କରାଗଲା ଏବେ ବି ଏହି କଥା କୁ ନେଇ ପୁରା ରାଜ୍ୟବାସୀ ଅନ୍ଧାରରେ ଅଛନ୍ତି । ରାଜନୈତିକ, ବ୍ୟବସାୟିକ କିମ୍ବା ବ୍ୟକ୍ତିଗତ ଶତ୍ରୁତା ପାଇଁ

ବିଜିନେସ୍ ପଲିଟିକାଲ ମର୍ଡର: ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର: ନବ ଦାସ ହତ୍ୟାକୁ ଏକ ବିଜନେଓ ପଲିଟିକାଲ ମର୍ଡର କହିଲେ ସୁବାସ ପାଣିଗ୍ରାହୀ । ଦେବଗଡ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀଙ୍କ ସଂଗୀନ ଆରୋପ । ନବ ଦାସଙ୍କ ବହୁତ ଗୁଡିଏ ବିଜନେସ୍ ଥିଲା ଏବଂ ତାଙ୍କର ବଡ ସାମ୍ରାଜ୍ୟ ମଧ୍ୟ ରହିଥିଲା । ତାଙ୍କ ସାମ୍ରାଜ୍ୟ ନଷ୍ଟ କରିବାକୁ କେହି ଜଣେ

ବିଜେପିର ଅପରାଧକୁ ନେଇ ରାଜନୀତି କରିବା ଫର୍ମୁଲାକୁ ପ୍ରତ୍ୟାଖାନ କରୁଛନ୍ତି ଓଡିଶାବାସୀ: ବିଜେଡି

 ଧର୍ମେନ୍ଦ୍ରଙ୍କ ମନ୍ତବ୍ୟକୁ ହାସ୍ୟାସ୍ପଦ ଦର୍ଶାଇଲା ବିଜେଡି ବିଜେପି ଶାସିତ ରାଜ୍ୟର ଆଇନ୍‍ଶୃଙ୍ଖଳାର ଉଦାହରଣ ଦେଲା ଅଦାଲତ ଉପରେ ଭରସା ରଖିବାକୁ ଧର୍ମେନ୍ଦ୍ରଙ୍କୁ ପରାମର୍ଶ ବିରୋଧିଦଳ ନେତା ଓ କେନ୍ଦ୍ରମନ୍ତ୍ରୀ ଜାମିନରେ ଥିବା କହିଲା ବିଜେଡି ଏଭଳି ହୀନ ରାଜନୀତି ପାଇଁ ପୁଣି

୯ବର୍ଷରେ ରେଳବାଇ ଓଡ଼ିଶାରୁ ନେଲାଣି ୨ଲକ୍ଷ କୋଟିର ରାଜସ୍ବ : ବିଜେଡି

ଭୁବନେଶ୍ବର : ରେଳ ବଜେଟ୍‌ରେ ଓଡ଼ିଶାକୁ ୧୦,୦୧୨କୋଟି ମିଳିବା ପରେ ଆଜି ବି‌େଜଡି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛି। ଶନିବାର ଦିନ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ଯେ, ରେଳବାଇ ରାଜସ୍ବ ହିସାବରେ ଓଡ଼ିଶା ବାର୍ଷିକ ହାରାହାରି ୨୦ରୁ