Browsing Category

ଅପରାଧ

ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କଠାରୁ ୧ଲକ୍ଷ ୯୯ହଜାର ଟଙ୍କା ଲୁଟ୍‌…

କଣ୍ଟାବାଞ୍ଝି : ଥମୁନି ଲୁଟେରାଙ୍କ ପ୍ରାର୍ଦୁଭାବ । ଦୀର୍ଘ ଦିନର ନୀରବତା ପରେ କଣ୍ଟାବାଞ୍ଝି ଅଞ୍ଚଳରେ ପୁଣି ସକ୍ରିୟ ହୋଇଛନ୍ତି ଲୁଟେରା । ଦିନ ଦ୍ବିପ୍ରହରରେ ଜଣେ ବୃଦ୍ଧଠାରୁ ୧ ଲକ୍ଷ ୯୯ ହଜାର ଟଙ୍କା ଝାମ୍ପି ନେଇଛନ୍ତି ଦୁର୍ବୁତ୍ତ । ଲୁଟ୍‌ର ଶିକାର…

ଥାନାରୁ ବାଇକ ଚୋର ଫେରାରକୁ ନେଇ ତାତିଲେ ଲୋକେ, ଥାନାରେ ଭଙ୍ଗାରୁଜା ଓ ଅଧିକାରୀଙ୍କୁ ମାଡ଼…

ଥାନାରୁ ବାଇକ ଚୋର ଫେରାରକୁ ନେଇ ତାତିଲେ ଲୋକେ । ମୟୂରଭଞ୍ଜ ଜିଲ୍ଲା ଘାଘରବେଡ଼ା ଥାନାରେ ଭଙ୍ଗାରୁଜା । ଘାଘରବେଡ଼ା ଥାନା OIC ଓ ASIଙ୍କୁ ମାଡ଼ ମାରିଲେ । ଗତକାଲି ସନ୍ଧ୍ୟାରେ ନରଷଣ୍ଢ ଗାଁରୁ ଜଣେ ଲୋକ ବାଇକ ଚୋରି କରି ପଳାଉଥିବା ବେଳେ ଲୋକମାନେ ଗୋଡ଼ାଇ ଗୋଡ଼ାଇ ତାକୁ…

‘ୟେଶ ୱାର୍ଲଡ’ ମୁଖ୍ୟଙ୍କ ସହ ଓଡ଼ିଶାରୁ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ…

ଭୁବନେଶ୍ୱର: ଓଡ଼ିଶା କ୍ରାଇମ ବ୍ରାଞ୍ଚର ଇକୋନମିକ ଅଫେନ୍ସ ୱିଙ୍ଗ ବା ଇଓଡବ୍ଲ୍ୟୁ ଆଉ ଏକ କ୍ରିପ୍ଟୋକରେନ୍ସି ଦୁର୍ନୀତିର ପର୍ଦ୍ଦାଫାଶ କରିଛି । ଏହି ଘଟଣାର ମୁଖ୍ୟ କୁହାଯାଉଥିବା ୟେଶ ୱାର୍ଲଡ କ୍ରିପ୍ଟୋ ଟୋକେନର ସନ୍ଦୀପ ଚୌଧୁରୀଙ୍କୁ ଜୟପୁର(ରାଜସ୍ଥାନ )ରୁ ଗିରଫ କରାଯାଇଛି ।…

ବନ୍ଧା ହେଲେ ରସିକିଆ ହାବିଲଦାର…

ଭୁବନେଶ୍ୱର : ପେଶାରେ ହାବିଲଦାର କିନ୍ତୁ ନିଶା ପ୍ରେମରେ ଫସାଇବା । ଖାଲି ପ୍ରେମ ନୁହେଁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ଆଉ ତାପରେ ବାରମ୍ବାର ଗର୍ଭପାତରେ ବି ଓସ୍ତାଦ୍‌ । ନାଁ ପୁଣି ପ୍ରେମସାଗର, ଲାଗୁଛି ନିଜ ନାଁର ଭଲ କି ୟୁଟିଲାଇଜ କରିଛନ୍ତି ଏ…

ଜଗତସିଂହପୁରରେ ଦୁଇ ଆଇଓସିଏଲ କର୍ମଚାରୀଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ

ପାରାଦୀପ:ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେ(IOCL)ର ଦୁଇ କର୍ମଚାରୀଙ୍କର ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଗୁରୁବାର ବିଳମ୍ବିତ ରାତିରେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ସନ୍ତରାଗଡ ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ଏକ ଏସୟୁଭି ଆଇଓସିଏଲ କର୍ମଚାରୀଙ୍କ…

ଶୁଭମ୍‌ ଇସ୍ପାତ କାରଖାନାରେ ବିସ୍ଫୋରଣ: ଜଣେ ମୃତ, ୨ ଗୁରୁତର…

ରାଉରକେଲା : ବ୍ଲାଷ୍ଟ ଫର୍ଣ୍ଣେସ ଫାଟି ଶ୍ରମିକ ମୃତ, ୨ ଗୁରୁତର । ରାଉରକେଲା କଲୁଙ୍ଗା ଇଣ୍ଡ୍ରଷ୍ଟ୍ରିଆଲ୍ ଇଷ୍ଟେଟ ସ୍ଥିତ ଶୁଭମ୍‌ ଇସ୍ପାତରେ ଦୁର୍ଘଟଣ । ବ୍ଲାଷ୍ଟ ଫର୍ଣ୍ଣେସ ଫାଟି ଜଣେ ଶ୍ରମିକ ମୃତ, ୨ ଗୁରୁତର ହୋଇଛନ୍ତି । ୨ ଗୁରୁତର ଶ୍ରମିକ ଘରୋଇ ହସ୍ପିଟାଲରେ…

ସାଙ୍ଗକୁ ପିଟିପିଟି ହତ୍ୟା କଲା ସାଙ୍ଗ…

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଲରମ୍ଭା ଥାନା ଅଧୀନ ଦମକିପାଲି ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ସାଙ୍ଗଙ୍କ ଠାରୁ ଆଉ ଜଣେ ସାଙ୍ଗ ମାଗି ନେଇଥିବା ସାଇକେଲ ନ ଫେରାଇବାରୁ ଉକ୍ତ ସାଙ୍ଗଙ୍କୁ ମାଡ ମାରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ହେଲେ…

ବ୍ରାଉନସୁଗାର ବେପାର କରି ଗିରଫ ହେଲେ ଦାନ୍ତ ଡାକ୍ତର, ୨.୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ…

ଯାଜପୁର: ଅପରେଶନ ହ୍ଵାଇଟ ସ୍ପାଇଡର । ଯାଜପୁର ଟାଉନ ଥାନା ପୋଲିସକୁ ବଡ ସଫଳତା । ଯାଜପୁର ପ୍ରଶାସନିକ ଭବନ ନିକଟରୁ ୨୫.୦୨ ଗ୍ରାମର ବ୍ରାଉନସୁଗାର ସହ ୪ଟି ମୋବାଇଲ ଜବତ କରିଛି ପୋଲିସ । ଏଥି ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ । ଜବତ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ

ଯାଜପୁର: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ । ଯାଜପୁର ବ୍ଲକ କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଗିରଫ । ପେନସନ ଟଙ୍କା କରାଇ ଦେବା ପାଇଁ ଜଣେ ଅବସର ପ୍ରାପ୍ତ ଶିକ୍ଷକଙ୍କ ଠାରୁ ୪୦୦୦…