Browsing Category

ଅପରାଧ

କାର୍ ଦୁର୍ଘଟଣାରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ, କାର୍ ଡ୍ରାଇଭର ଗିରଫ…

ଭୁବନେଶ୍ବର : ଲିଙ୍ଗରାଜ ମନ୍ଦିର ନିକଟରେ ସ୍ବାମୀ ସ୍ତ୍ରୀଙ୍କ ଉପରେ କାର୍ ଚଢିଯିବା ଘଟଣା । ଦୁର୍ଘଟଣା ଘଟାଇଥିବା କାର୍ ଡ୍ରାଇଭରଙ୍କୁ ଗିରଫ କରିଛି ଲିଙ୍ଗରାଜ ଥାନା ପୋଲିସ । ଡ୍ରାଇଭର ଜଣକ ମଦ ପିଇ ଫୋନରେ କଥା ହୋଇ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଥିବା…

ମା’ ବୁଢୀ ଠାକୁରାଣୀ ମନ୍ଦିର ପୂଜକ ହତ୍ୟା ମାମଲା, ୭ ଗିରଫ…

କୋରାପୁଟ: କୋରାପୁଟ ମା ବୁଢୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ମାମଲା । ୨ ଯୁବତୀଙ୍କ ସହ ମୋଟ ୭ଜଣଙ୍କୁ ଗିରଫ କରିଲା ପୋଲିସ । ଲୁଟ ଉଦ୍ଦେଶ୍ୟରେ ପୂଜକଙ୍କୁ ହତ୍ୟା କରାଯାଇଥିବା ସୂଚନା ଦେଇଛି ପୋଲିସ । ସୂଚନା ଅନୁସାରେ, ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ…

ନୟାଗଡରେ କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼, ୧୨ ଆହତ…

ନୟାଗଡ: କମେଣ୍ଟମରାକୁ କେନ୍ଦ୍ରକରି ବୋମାମାଡ଼। ନୟାଗଡ଼ ଖଣ୍ଡପଡା ଥାନା କୁମ୍ଭାରପଡା ଗାଁରେ ଏହି ଘଟଣା ଘଟିଛି। ବୋମାମାଡ଼ରେ ୧୨ ଜଣ ଆହତ ହୋଇଛନ୍ତି। ଅଭିଯୋଗ ଅନୁଯାୟୀ, ରଂଜିତ ନାୟକ ଏବଂ ପଡୋଶୀ ଦୁଃଶାସନ ନାୟକଙ୍କ ମଧ୍ୟରେ ଦୀର୍ଘଦିନ ହେବ ଶତ୍ରୁତା ଲାଗି ରହିଥିଲା। ଆଜି ସକାଳେ ଦୁଃସାସନ…

ବିଦ୍ୟୁତ୍ ଆଘାତରେ ଦନ୍ତାହାତୀ ମୃତ୍ୟୁ ଘଟଣା, ୫ ଅଭିଯୁକ୍ତଙ୍କୁ ଗିରଫ…

କେନ୍ଦୁଝର : କେନ୍ଦୁଝରରେ ବିଦ୍ୟୁତ୍ ଆଘାତରେ ଦନ୍ତାହାତୀ ମୃତ୍ୟୁ ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯିବ । ଦୋଷ ସ୍ୱୀକାର କରିଛନ୍ତି ଅଭିଯୁକ୍ତ । କେନ୍ଦୁଝର ତେଲକୋଇ ରେଞ୍ଜ ସଲେଇକେନାରେ ଦନ୍ତାହାତୀର…

ମନ୍ଦିରରୁ ଚୋରୀ କରିବା ସହ ଭାଙ୍ଗିଲେ ମା’ କାଳୀଙ୍କ ମୂର୍ତ୍ତି…

ସମ୍ବଲପୁର: ଆଜି ପବିତ୍ର ଦୀପାବଳି ତଥା ମା’ କାଳୀଙ୍କ ପୂଜା । ମା’ଙ୍କ ପୂଜାରେ ମା’ଙ୍କୁ ଅପମାନ । ମନ୍ଦିରରୁ ଚୋରୀ କରିବା ସହ ମା’ କାଳୀଙ୍କ ପ୍ରତୀମାକୁ ଭାଙ୍ଗିଲେ ଦୁର୍ବୃତ । ଏପରି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ । ସୂଚନା ଅନୁସାରେ,…

ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ, ଅଭିଯୁକ୍ତ ଗିରଫ…

ଭୁବନେଶ୍ବର: ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ ଅଭିଯୋଗ ଆସିଛି। ଜଣେ ପୂର୍ବତନ ମନ୍ତ୍ରୀଙ୍କ ସଂପର୍କୀୟ ବୋଲି ପରିଚୟ ଦେଇ ଅଭିଯୁକ୍ତମାନେ ଲକ୍ଷାଧିକ ଟଙ୍କା ଠ‌କିଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ କଟକ ସାଇବର ଥାନା ପୁଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା…

ନକଲି ସାର୍ଟିଫିକେଟ ଦର୍ଶାଇ ଚାକିରି କରୁଥିବା ବିଜ୍ଞାନ ଶିକ୍ଷକ ଗିରଫ…

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲାରେ ପୁଣି ନକଲି ପ୍ରମାଣପତ୍ର ଦେଇ ଚାକିରି କରିଥିବା ଆଉ ଜଣେ ସ୍କୁଲ ଶିକ୍ଷକଙ୍କୁ ଗିରଫ କରାଯାଇଛି । ଗିରଫ ଶିକ୍ଷକ ହେଲେ ଭକ୍ତ କୁମାର ସେଠ । ସେ ବିଜ୍ଞାନ ଶିକ୍ଷକ ଭାବେ ଅଗଷ୍ଟ ୨୦୨୨ ମସିହାରେ ଆଗଲପୁର ବ୍ଲକ ଡୁଡୁକା ପଲ୍ଲିଶ୍ରୀ…

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର…

ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି । ମୃତକ ଯୁକ୍ତ ଦୁଇରେ ପାଠ ପଢୁଥିବା ଆଶିଷ କୁମାର…

ସୀମାନ୍ତରେ ଗାଡି ଜାଲିଲେ ମାଓବାଦୀ…

ମାଲକାନଗିରି, ୧୦।୧୧ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ଦନ୍ତେୱାଡାରେ ଆଜି ପୁଣି ମାଓବାଦୀ ମାନେ ନିଜର ସ୍ଥିତି ଜାହିର କରିବାକୁ ଯାଇ ଏକ ନୂତନ ଡମ୍ଫର ଗାଡିରେ ନିଆଁ ଲଗାଇ ଦେଇଛନ୍ତି । ଯାହାପରେ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି । ମିଳିଥିବା ସୂଚନା ଅନୁଯାୟୀ ଦନ୍ତେୱାଡାର

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଅଧ୍ୟକ୍ଷ ଗିରଫ…

ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲ୍‌ର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟଠାରୁ ୧୧୩% ଅଧିକ ସମ୍ପତ୍ତି ଠୁଳ କରିଥିବା…