Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଅଭିଯୁକ୍ତ ସୁଦାନ କହଁର କୁ ୫ବର୍ଷ ସଶ୍ରମ କାରାଦଣ୍ଡ ୫ ହଜାର ଜରିମାନା…
ଫୁଲବାଣୀ : ଫୁଲବାଣୀ ଜିଲ୍ଲା ଦୌରାଜଜ୍ କୋର୍ଟ ବିଚାରପତି ସତ୍ୟପିର ମିଶ୍ର ଏକ ହତ୍ୟା ମାମଲା ର ବିଚାରଣା କରି ଘଟଣାର ୧୮ ଜଣଙ୍କ ସାକ୍ଷୀ ପ୍ରମାଣ ଆଧାରରେ ମାମାଲାର ଅଭିଯୁକ୍ତ ସୁଦାନ କହଁରକୁ ଆଇ ପି ସି ୩୦୪(କ) ଧାରା ଅନୁସାରେ ଦୋଷୀ ସାବ୍ୟସ୍ତ କରି ୫ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୫ ହଜାର!-->…
୮ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୧୦ ହଜାର ଟଙ୍କା ଜୋରିମାନା…
ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ସାକ୍ଷୀ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ନୁପୁରା ଦିଗାଲ କୁ ଦୋଷୀ ସାବ୍ୟସ୍ତ କରି ୨୦!-->!-->!-->…
୩ ଟଙ୍କା ପାଇଁ ଗ୍ରାହକଙ୍କୁ ଅପମାନିତ କଲେ ଦୋକାନୀ, ଏବେ ଗଣିବେ ୨୫ ହଜାର…
ସମ୍ବଲପୁର : ଟଙ୍କେ/ଦୁଇ ଟଙ୍କା ବା ୫ ଟଙ୍କା ପାଇଁ ଅନେକ ସମୟରେ ଦୋକାନୀ-ଗ୍ରାହକ ମୁହାଁମୁହିଁ ହେଉଥିବା ଘଟଣା ପ୍ରାୟ ସମସ୍ତଙ୍କ ନଜରକୁ ଆସିଥିବ । ହେଲେ ଏଇ ଝଗଡା ଯେ କେତେ ମହଙ୍ଗା ପଡିପାରେ ତାହାର ଏକ ଉଦାହାରଣ ଏବେ ଦେଖିବାକୁ ମିଳିଛି । ଜଣେ ଦୋକାନୀ ମାତ୍ର ୩ ଟଙ୍କା ପାଇଁ ଜଣେ…
ବୃଦ୍ଧାଙ୍କୁ ହାଣିଲେ ଡକାୟତ, ଲୁଟିନେଲେ ୮ ଲକ୍ଷ ଟଙ୍କା ସହ ସୁନା ଗହଣା…
ସୋର : ହାଣି ଲୁଟିନେଲେ ସୁନା ଓ ଟଙ୍କା। ବୃଦ୍ଧାକୁ ହାଣି ୮ ଲକ୍ଷ ଟଙ୍କା ଓ ଶହେ ଗ୍ରାମ ସୁନା ଲୁଟି ନେଇଛନ୍ତି ଡ଼କାୟତ। ବାଲେଶ୍ବର ଜିଲ୍ଲା ଗୋପାଳପୁର ଥାନା ଯୁଣିଆ ବଜାରରେ ଏହି ଲୁଟ୍ ହୋଇଛି। ଗୁରୁତର ବୃଦ୍ଧା ଡାକ୍ତରଖନାରେ ଭର୍ତ୍ତି ।
ଖବର ଅନୁଯାୟୀ ଯୁଣିଆ ବଜାର…
ଦୁଇ ଶହ ଟଙ୍କା ପାଇଁ ଗ୍ରାହକଙ୍କ ମୁଣ୍ଡ ଫଠାଇଲେ ଦୋକାନୀ…
ପାରାଦୀପ : ଦୁଇ ଶହ ଟଙ୍କା ପାଇଁ ନିସ୍ତୁକ ମାଡ଼। ଗ୍ରାହକଙ୍କ ମୁଣ୍ଡ ଫଠାଇଲେ ଦୋକାନୀ। ଗୁରୁତର ଅବସ୍ଥାରେ ଗ୍ରାହକ ପ୍ରଶାନ୍ତ କୁମାର ଜେନାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏନେଇ ପରିବାରଲୋକେ ପାରାଦୀପ ଲକ ଥାନାରେ ଏତଲା ଦେଇଛନ୍ତି।
ଅଭିଯୋଗ…
ଚୋରି ମୋବାଇଲ୍ ଭାଗବଣ୍ଟା ବେଳେ ପାଟିତୁଣ୍ଡ, ଜଣେ ନାବାଳକର ମୃତ୍ୟୁ…
ସମ୍ବଲପୁର: ଚୋରି ମୋବାଇଲ ଭାଗବଣ୍ଟାକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷରୁ ଜଣେ ନାବାଳକର ମୃତ୍ୟୁ ହୋଇଛି। ମଙ୍ଗଳବାର ସମ୍ବଲପୁର ସହରରେ ଚୋରି ମୋବାଇଲ ବାଣ୍ଟିବାକୁ ନେଇ ବିବାଦ ଦେଖାଦେବା ପରେ ଏକ ମୋବାଇଲ୍ ଚୋର ଗ୍ୟାଙ୍ଗ୍ ଜଣେ ସଦସ୍ୟଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।…
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୬ ଆହାତ…
ଆଠଗଡ଼: ତିଗିରିଆ ଥାନା ଅନ୍ତର୍ଗତ ଖଣ୍ଡହତା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଉଭୟ ଗୋଷ୍ଠୀ ପକ୍ଷରୁ ୬ ଜଣ ଆହାତ ହୋଇଥିବା ସୂଚନା ରହିଛି। ସମସ୍ତ ଆହାତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇ ଥିବା ବେଳେ ଦୁଇ ଜଣଙ୍କୁ…
ମୋବାଇଲ ପାଇଁ ନାବାଳକକୁ ହତ୍ୟା…
ସମ୍ବଲପୁର : ମୋବାଇଲ ପାଇଁ ନାବାଳକକୁ ହତ୍ୟା ଅଭିଯୋଗ । ସମ୍ବଲପୁର – ଅଇଁଠାପାଲି ଥାନା ଅନ୍ତର୍ଗତ ପୁରୁଣା ଏସଡିପିଓ କାର୍ଯ୍ୟାଳୟ ପରିସରରେରେ ଏହି ହତ୍ୟାକାଣ୍ଡ ଘଟିଛି । ମୋବାଇଲ ଚୋରିକୁ ନେଇ ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ କରମଟୁଲୀ…
ବ୍ୟାଙ୍କକୁ ଯିବାବେଳେ ବାଟରୁ ବ୍ରାଞ୍ଚ ମ୍ୟାନେଜର ନିଖୋଜ…
ବାଙ୍କି : କୁଆଡେ ଗଲେ ବ୍ୟାଙ୍କ ମ୍ୟାନେଜର… ଦୁଇ ଦିନ ଛୁଟି ସାରି ଆସୁଥିଲେ ବ୍ୟାଙ୍କ କିନ୍ତୁ ବାଟରେ ହୋଇଗଲେ ଉଭାନ । କୁଆଡେ ଗଲେ କେଉଁଠାକୁ ଗଲେ କିଛିର ବି ଖୋଜ ଖବର ମିଳୁନି ଏଯାଏଁ । ବ୍ୟସ୍ତ ହୋଇ ସ୍ତ୍ରୀ ବ୍ରହ୍ମପୁରରୁ ଧାଈଁ ଆସିଛନ୍ତି ଖୋଜିବାକୁ ।…
ଟଙ୍କା ନ ଦେବାରୁ ସାଙ୍ଗକୁ ମାରିଦେଲା ସାଙ୍ଗ…
ରାଉରକେଲା: ଟଙ୍କା ନ ଦେବାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ। ରାଉରକେଲା ଟାଙ୍ଗରପାଲି ହେକେଟ ରୋଡ଼ର କଚଡା ପୁଲିଆ ନିକଟରୁ ଛାତ୍ରର ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଜଣକ ବାଲୁଘାଟର ରୁଦ୍ର ପାଢୀ। ସେ ଏକ ଘରୋଇ ଇଂରାଜୀ ମିଡିୟମ ସ୍କୁଲରେ ପଢୁଥିଲ୍। ଆଜି ସକାଳେ…