Browsing Category

ଅପରାଧ

ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣେ ମୃତ, ୨ ଗୁରୁତର

ଯାଜପୁର: ଗଣେଶ ପୂଜା ପୂର୍ବେ ଅଘଟଣା। ପୂଜା ପାଇଁ ଗଣେଶ ମୂର୍ତ୍ତି ନେବା ବେଳେ ଟ୍ରାକ୍ଟରରେ ଲାଗିଗଲା ବିଦ୍ୟୁତ ତାର। ଟ୍ରାକ୍ଟରରେ ବିଦ୍ୟୁତ ତାର ଲାଗି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା…

ଭିଡ଼ ହିଂସାରେ ସାମିଲ ବ୍ୟକ୍ତିଙ୍କୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ: ଓଡିଶା ପୁଲିସ…

ଭୁବନେଶ୍ୱର: ଭିଡ ହିଂସା ଏକ ଅପରାଧ ଏବଂ ସେଥିରେ ଯେଉଁ ବ୍ୟକ୍ତି ଭାଗ ନିଅନ୍ତି ତାହା ମଧ୍ୟ ବଡ଼ ଅପରାଧ। ଜଣେ ବ୍ୟକ୍ତି ଯଦି କୌଣସି ପ୍ରକାରର ଭିଡ ହିଂସାରେ ଭାଗ ନିଏ ତେବେ ତାକୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ହେବ ବୋଲି ଓଡିଶା ପୋଲିସ ପକ୍ଷରୁ କୁହାଯାଇଛି।…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ, ଜଣେ ଗୁରୁତର…

କଟକ : ଟ୍ରକ୍ ଓ କାର୍ ମୁହାଁମୁହିଁ ଧକ୍କାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। କଟକ ଜିଲ୍ଲା ତିଗିରିଆ ଥାନା ନୂଆସଡ଼କ ଛକରେ ଆଜି ଅପରାହ୍ନ ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଗୁରୁତର ଆହତଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ମୃତକମାନେ ହେଲେ…

ମା’ ଓ ଦୁଇ ପୁଅଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଶେରଗଡ଼ ସ୍ଥିତ ମହାତ୍ମା ଗାନ୍ଧି ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ସାବିତ୍ରୀ ବେହେରା ଓ ତାଙ୍କର ଦୁଇ ପୁଅଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ଶାଶୁଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କ ସ୍ୱାମୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ…

ଯୁବକଙ୍କୁ ଖଣ୍ଡା, ଭୁଜାଲିରେ ଆକ୍ରମଣ କଲେ ୮ ଦୁର୍ବୃତ୍ତ

ଭୁବନେଶ୍ୱର : କମେଣ୍ଟମରାକୁ ବିରୋଧ କରିବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଲକ୍ଷ୍ମସାଗର ଥାନା ବମିଖାଲର ରାକେଶ କୁମାର ବାରିକ ସେଲୁନରେ ଥିବା ୮ ଜଣ ଯୁବକ ଖଣ୍ଡା, ଭୁଜାଲି ଓ ଲୁହା ରଡରେ ଆକ୍ରମଣ କରିଥିଲେ । ଏଥିରେ ରାକେଶଙ୍କ ମୁଣ୍ଡ, ପେଟ ଓ ହାତରେ ଗଭୀର…

ଘରୋଇ କଳହକୁ କେନ୍ଦ୍ର କରି ଭାଇକୁ ହାଣିଲା ଭାଇ…

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଲଙ୍ଗଳେଶ୍ବର ଗାଁରେ ଅଭାବନୀୟ ଘଟଣା  । ଘରୋଇ କଳହକୁ କେନ୍ଦ୍ର କରି ଭାଈକୁ ହାଣି ଦେଇଛି ଭାଈ  । ସୂଚନା ଅନୁସାରେ ଗତକାଲି କୌଣସି କଥାକୁ ନେଇ ସୁଶାନ୍ତ ଗିରିଙ୍କର ତାଙ୍କ ମାଆ ସାବିତ୍ରୀ ଗିରିଙ୍କ ସହ ବଚସା ହୋଇଥିଲା  । ଏଥିରେ ରାଗି ଯାଇ ସୁଶାନ୍ତ…

ମେରାଇନ ଡ୍ରାଇଭରେ ମୋ ବସ-କାର ଧକ୍କା: ଚାଳକ ମୃତ

ପୁରୀ:ପୁରୀ-କୋଣାର୍କ ମେରାଇନ ଡ୍ରାଇଭରେ ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା । ‘ମୋ ବସ’-କାର ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ କାର ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି । ଅନ୍ୟ ୫ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କ ଅବସ୍ଥା ଗୁରୁତର ଅଛି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ…

କନ୍ଦରପୁର ଡକାୟତି ଘଟଣା: ଆଉ ୬ ଅଭିଯୁକ୍ତ ଗିରଫ…

କଟକ: କମିସନରେଟ ପୁଲିସ କଟକ କନ୍ଦରପୁର ଡକାୟତି ଘଟଣାର ପର୍ଦାଫାଶ କରିଛି। ଏହି ମାମଲା ଡକାୟତ ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣା ଓରଫ ମଙ୍ଗୁକୁ ଦୁଇ ଦିନ ତଳେ ପୁଲିସ ଏନକାଉଣ୍ଟର କରିଥିବା ବେଳେ ଆଜି ଏହି ଗ୍ୟାଙ୍ଗର ଅନ୍ୟ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର : ଇରାନୀ ହନିଟ୍ରାପ ବ୍ଲାକମେଲିଙ୍ଗ ମାମଲା । ଗ୍ୟାଙ୍ଗର ଆଉ ଜଣେ ସଦସ୍ୟ ଦେବାନନ୍ଦ ଜେନା ଗିରଫ। ବୋଲଗଡର ପ୍ରଶାନ୍ତ ପଟ୍ଟନାୟକଙ୍କ ମାମଲା ଆଧାରରେ ଦେବାନନ୍ଦକୁ ଗିରଫ କରାଯାଇଛି । ସେପଟେ ଆସନ୍ତା କାଲି ରିମାଣ୍ଡରେ ଆସିବ ଇରାନୀ ପାତ୍ର ସ୍ୱାମୀ…

କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣା, ୫ ଅଭିଯୁକ୍ତ ଗିରଫ…

କଟକ: କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣାରେ ଆଉ ୫ ଅଭିଯୁକ୍ତ ଗିରଫ । ୫ ଅଭିଯୁକ୍ତଙ୍କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ୍ । ଗତ ୬ ତାରିଖରେ ଅଳଙ୍କାର ବ୍ୟବସାୟୀ ବିକାଶ ପାତ୍ର ନିଜର ଦୁଇ ଚକିଆ ଗାଡିରେ ମତଗଜପୁର ଦେଇ ବ୍ୟବସାୟ କରିବା ପାଇଁ ଯାଉଥିବା ସମୟରେ…