Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଜଙ୍କିଆ ଥାନା ASI ସସ୍ପେଣ୍ଡ
ଖୋର୍ଦ୍ଧା: ୱାର୍ଡ ମେମ୍ବରଙ୍କୁ ଆକ୍ରମଣ କରିବା ଅଭିଯୋଗରେ ନିଲମ୍ବିତ ହେଲେ ଖୋର୍ଦ୍ଧା ଜଙ୍କିଆ ଥାନା ASI ନିରଞ୍ଜନ ମହାନ୍ତି । ASI ନିରଞ୍ଜନ ମହାନ୍ତି ଙ୍କୁ ନିଲମ୍ବନ କରିଛନ୍ତି ଖୋର୍ଦ୍ଧା ଏସପି ।
ରବିବାର ଅପରାହ୍ନରେ ଏକ ମାମଲା ସମ୍ପର୍କରେ ବୁଝିବା ପାଇଁ ଜଙ୍କିଆ ପଞ୍ଚାୟତର ୱାର୍ଡ…
କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର ଜାରି…
କଟକ : କଣ୍ଠ ଶିଳ୍ପୀ ସୌରୀନ ଭଟ୍ଟଙ୍କ ବିରୁଦ୍ଧରେ ଲୁକ୍ ଆଉଟ ସର୍କୁଲାର । ଲୁକ୍ ଆଉଟ ସର୍କୁଲାର ଜାରି କଲା କଟକ କମିଶନରେଟ ପୋଲିସ । ସୌରୀନଙ୍କୁ ପାଉନି ପୋଲିସ। କୋଲକତା ପୋଲିସ ସହାୟତାରେ ରେଡ୍ କରିଥିଲା କଟକ କମିଶନରେଟ ପୋଲିସ। ଏନେଇ କଟକରୁ କୋଲକାତା ଯାଇଥିଲେ ୪ଜଣିଆ ପୋଲିସ ଟିମ୍ ।…
ବିଜିଲାନ୍ସ ହାତରେ ପଣ୍ୟଗାର ନିଗମର ଅଧିକ୍ଷକ…
ନିମାପଡା : ଆଜି ନିମାପଡା ନହଁତରା ସ୍ଥିତ ଓଡିଶା ରାଜ୍ୟ ପଣ୍ୟଗାର ନିଗମର ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି ୨ଲକ୍ଷ ୪୧ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ବିଜିଲାନ୍ସର ଏକ ସତନ୍ତ୍ର ତାଙ୍କୁ ଗିରଫ କରିଛି।ଅନେକ ଦିନ ହେବ ଏହି ଗୋଡାଉନ୍ ଅଧିକ୍ଷକ ଜଣଙ୍କ ମୋଟା ଅଙ୍କର ଲାଞ୍ଚ କାରବାର!-->!-->!-->…
ଗୋଟିଏ ପରିବାରର ୩ଜଣ ପିଇଦେଲେ ବିଷ, ଭାଇଭଉଣୀଙ୍କ ମୃତ୍ୟୁ, ମା’ ଗୁରୁତର…
ବରଗଡ଼: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ। ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ ପରେ ମା’ ଡାକ୍ତରଖାନାରେ ଚିକିତ୍ସିତ…
କଟକରେ ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଛୁରା ମାଡ଼…
କଟକ: କଟକରେ ଚାଞ୍ଚଲ୍ୟ। ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ। ତେଲେଙ୍ଗା ବଜାର ଅଞ୍ଚଳରେ ମହିଳାଙ୍କ ଘର । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ…
ଚାକିରି କରାଇ ଦେବା ନାଁରେ ଠକେଇ, ବାପ-ପୁଅ ଗିରଫ…
ପାଟଣାଗଡ଼ : ଚାକିରି କରାଇ ଦେବା ନାଁରେ ୮ ଲକ୍ଷ ୬୦ ହଜାରରୁ ଅଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଗିରଫ କରିଛି ପୁଲିସ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ। ଗିରଫ ବାପ-ପୁଅ ହେଉଛନ୍ତି ବେଣୁଧର ଜଗତ ଓ ହେମନ୍ତ ଜଗତ। ସେମାନଙ୍କ ଘର…
କଲେଜର ଛଅ ମହଲା କୋଠା ଉପରେ ଚଢ଼ି ବିପଦଜ୍ଜନକ ଭାବେ ରିଲସ୍ କଲେ ଛାତ୍ରୀ…!
ବ୍ରହ୍ମପୁର: କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ କଲେଜ ପକ୍ଷରୁ ପ୍ରକାଶ ପାଇଲା ତତ୍ପରତା । ବ୍ରହ୍ମପୁର ଶଶିଭୂଷଣ ରଥ ସ୍ୱୟଂଶାସିତ ମହିଳା କଲେଜରେ ଏଣିକି ରିଲ୍ସ କରିବାକୁ ବାରଣ କରାଯାଇଛି । କଲେଜ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ କଲେଜ…
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁଇ ଦୁର୍ବୃତ୍ତ
ସୋର: ସୋରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦିନ ଦ୍ବିପ୍ରହରରେ ସୋର ବରଫ ଛକରେ ବୁଲିଲା କଟୁରୀ ଓ ଭୁଜାଲି । ଆଉ ଲହୁ ଲୁହାଣ ହେଲେ ଯୁବକ । ଦୁଇ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ସୋର…
ଗଞ୍ଜାମ ଶେରଗଡରେ ବିଜେଡି ନେତାଙ୍କୁ ହତ୍ୟା
ଗଞ୍ଜାମ: ଗଞ୍ଜାମ ଶେରଗଡ ଥାନା ନନ୍ଦିନୀ ସେତୁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଯୁବ ବିଜେଡି ନେତାଙ୍କୁ ହତ୍ୟା କରି ବ୍ରିଜ ତଳକୁ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ମୃତକ ମଧୂସୁଦନ ବିଷୋଇ ବୋଲି ଜଣାପଡିଛି…
ପ୍ରେମିକାକୁ ହତ୍ୟା କରି କୂଅରେ ଫୋପାଡିଲା ସୈତାନ ପ୍ରେମିକ…
ଉମରକୋଟ: କୁହାଯାଏ ପ୍ରେମ ଶାଶ୍ବତ ଓ ଚିରନ୍ତର । ପ୍ରେମ ପାଇଁ କିଏ ନିଜ ଜୀବନକୁ ଉତ୍ସର୍ଗୀକୃତ କରୁଛି ତ କିଏ ସାତ ଦରିଆ ପାର କରୁଛି । ମାତ୍ର ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଖୁଟୁଗାଁ ଗାଁରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ପିଶାଚ ସାଜିଛି ପ୍ରେମିକ । ପ୍ରଥମେ ପ୍ରେମ ତା ପରେ…