Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ଦାଦାର ଛୁରାମାଡରେ ପୁତୁରା ଗୁରୁତର, ଅଭିଯୁକ୍ତ ଅଟକ…
ପୁରୀ : ପୁରୀ ଜିଲ୍ଲା ବଳିଆପଣ୍ଡା ଥାନା ନାଲି ପଡିଆରେ ଅଭାବନୀୟ ଘଟଣା ଘଟିଛି । ନୃଶଂସ ଦାଦାର ଛୁରା ମାଡ଼ରେ ପୁତୁରା ଗୁରୁତର ଆହତ ହୋଇଛି। ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ପୁରୀ ଓ ପରେ କଟକ ସ୍ଥାନାନ୍ତରିତ କରାଯାଇଛି। ଆହତ ପୁତୁରା ଗଞ୍ଜାମ ଜିଲ୍ଲାର ଶିବ ବେହେରା ବୋଲି ଜଣାପଡିଛି ।…
ଅବକାରୀ ଏଏସଆଇଙ୍କ ଘରେ ଭିଜିଲାନ୍ସ ରେଡ୍ : ବଡ ମାଛ କେବେ…??
କଟକ : ଭିଜିଲାନ୍ସ ପଞ୍ଝାରେ ଏଏସଆଇ । କଟକ ଭିଜିଲାନ୍ସ ଜାଲରେ ପଡିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସର୍କଲ ଅବକାରୀ ବିଭାଗ ଏଏସଆଇ ସୁଦୀପ୍ତ ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଛି । ନୟାଗଡ଼ ଘର ଓ ବାଲୁଗାଁର ଭଡା ଘରେ ଭିଜିଲାନ୍ସ ରେଡ୍ କରୁଛି । ବାଲୁଗାଁ ସର୍କଲ…
ପୋଲ ତଳକୁ ଖସି ପଡିଲା କାର୍ , ୫ ଆହତ…
ସୋର: ଅଧା ରହିଲା ଜଗା ଦର୍ଶନ । ଏକ ପରିବାର ଜଗା ଦର୍ଶନ ଲାଗି ପୁରୀ ବାହାରିଥିଲେ । ହେଲେ କ୍ଷଣକ ମଧ୍ୟରେ ସବୁ କିଛି ଓଲଟ ପାଲଟ ହୋଇଯାଇଥିଲା । ଦୁଃଖର କଳାବାଦଲ ଯେପରି ତାଙ୍କ ପରିବାର ଉପରକୁ ଘୋଟି ଆସିଥିଲା । ଅଧାବାଟରେ କାରଟି ପୋଲ ତଳକୁ ଖସି ପଡିଥିଲା । ଫଳରେ ଦୁର୍ଘଟଣାରେ ୫ ଜଣ…
୪ ଜଣଙ୍କୁ ଉଠାଇନେଲା ଛତିଶଗଡ଼ ପୁଲିସ
ତେଲକୋଇ: କେନ୍ଦ୍ରାପଡ଼ା ଅଞ୍ଚଳର ଚାରିଜଣ ଯୁବକ ଛତିଶଗଡ଼ର ଲୋକଙ୍କଠାରୁ ପ୍ରାୟ ୫୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ଠକେଇ କରି ଓଡ଼ିଶା ଚାଲି ଆସିଥିଲେ। ଛତିଶଗଡ଼ ପୁଲିସ ମୋବାଇଲ ଟ୍ରାକିଂ କରି ସେମାନଙ୍କ ପିଛା କରୁଥିଲା। ସମ୍ପୃକ୍ତ ଯୁବକମାନେ ପ୍ରଥମେ କେନ୍ଦ୍ରାପଡ଼ା, ପୁରୀ, ଭୁବନେଶ୍ୱର ଓ ଯାଜପୁର…
ପଦ୍ମକେଶରପୁର ଗୋଷ୍ଠୀ ସଂଘର୍ଷ ଘଟଣାରେ ୩୦ ଗିରଫ
ଭୁବନେଶ୍ୱର : ପଟିଆ ସ୍ଥିତ ପଦ୍ମକେଶରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଉଭୟ ପକ୍ଷରୁ ୩୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ। ଗତକାଲି ବିଳମ୍ବିତ ରାତିରେ ଚଢ଼ାଉ କରାଯାଇ ଗିରଫ କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଗକୁ ଆହୁରି ଗିରଫଦାରୀ ସଂଖ୍ୟା ବଢ଼ିବ…
୪ ଗିରଫ , ୩୫ଟି ମୋବାଇଲ ଜବତ…
ରାୟଗଡା :ରାୟଗଡା ପୋଲିସକୁ ବଡ ସଫଳତା । ମୋବାଇଲ ଦୋକାନରୁ ଦାମୀ ମୋବାଇଲ ଚୋରି କରିଥିବା ଘଟଣାରେ ପୋଲିସ ହାତରେ ଧରା ପଡିଛନ୍ତି ୪ ଜଣ ନାବାଳକ | ସେମାନଙ୍କ ଠାରୁ ପୋଲିସ ୩୫ଟି ମୋବାଇଲ ଜବତ କରିଛି । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡା ଡ଼ିଏସପି ପ୍ରତାପ…
ବେନାମୀ ଚିଠା ଲେଖି କମିସନରେଟ ପୋଲିସ ର ସିପାହୀ ସସ୍ପେଣ୍ଡ…
ଭୁବନେଶ୍ୱର : ଏସ୍ ଏସ ବଟାଲିଅନ , କମିସନରେଟ ପୋଲିସ ଭୁବନେଶ୍ୱର ର ସିପାହୀ ନମ୍ୱର 187 ଶ୍ରୀ ଦୀପକ କୁମାର ମହାରଣା ଉଚ୍ଚ ପାହ୍ୟାର ଅଫିସରଙ୍କ ନାମରେ ଅନେକ ଦିନ ହେଲା ବେନାମୀ ପିଟିସନ ଲେଖି ଆସୁଥିଲେ। ଗତ ଅଗଷ୍ଟ ମାସରେ ଆଦିଶିନାଲ ଡିସିପି (ସିକୁରିଟି ) ଲୋକସେବା ଭବନ ର ଶ୍ରୀ ସୁଜିତ୍ ଦଳାଇ!-->…
ବାଲିଗୁଡ଼ା: ଦୁଇ ମାଂସ ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ୧୦ ଜଣ ଗିରଫ
ବାଲିଗୁଡ଼ା:: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସନ୍ଧ୍ୟା ୬ଟା ସମୟ ରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ ପଣ୍ଡିତ ମାଝୀ ଙ୍କୁ ଉଠାଇ ଅପହରଣ କରିନେଇଥିଲେ। ଏହି!-->!-->!-->…
ପୁରୀ କେନାଲରେ ବୁଡ଼ି ଛାତ୍ର ନିଖୋଜ
ଭୁବନେଶ୍ଵର: ପୁରୀ ମୁଖ୍ୟ କେନାଲରେ ଭାସିଗଲେ ନାବାଳକ । ବାଲିଅନ୍ତା ରଙ୍ଗବଜାର ନିକଟ ପୁରୀ ମୁଖ୍ୟ କେନାଲରେ ଜଣେ ୧୭ବର୍ଷୀୟ ନାବାଳକ ଭାସିଯାଇ ନିଖୋଜଥିବା ଜଣାପଡିଛି । ନିଖୋଜ ଥିବା ନାବାଳକଜଣଙ୍କ ହେଉଛନ୍ତି ଝାରପଡା ଅଞ୍ଚଳର ଜୟଦେବ ପ୍ରସାଦ ।ଗତକାଲି ପୁରୀ…
ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଠକେଇ, ଇଓଡବ୍ଲୁ ହାତରେ ଆଉ ଏକ ଅଭିଯୁକ୍ତ
ଭୁବନେଶ୍ଵର: ଭୁବନେଶ୍ୱର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ହାତରେ ସମବାୟ ବ୍ୟାଙ୍କରୁ ଋଣ ଠକେଇ ମାମଲାର ଅନ୍ୟ ଜଣେ ଅଭିଯୁକ୍ତ । ସମବାୟ ବ୍ୟାଙ୍କରୁ ୪.୧୩କୋଟି ଟଙ୍କାର ଋଣ ଆଣି ଠକେଇ କରିଥିବା ଅଭିଯୋଗରେ ଏମଡି. ସରଫରାଜ ଜେଭେଦକୁ ଗିରଫ କରିଛି ଇଓଡବ୍ଲ୍ୟୁ…