Sign in
Sign in
Recover your password.
A password will be e-mailed to you.
Browsing Category
ଅପରାଧ
ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ
ପୁରୀ: ପୁରୀ ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଏହି ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ଏକ କୁକୁରର ପ୍ରାଣ ଯାଇଛି ।
ସୂଚନା ଅନୁସାରେ, ପୁରୀ ଜିଲ୍ଲା ପେଣ୍ଠକଟାସ୍ଥିତ!-->!-->!-->…
ସାନକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ
ଅନୁଗୁଳ: ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି ଗାଁରେ ସାନ ଭାଇକୁ!-->!-->!-->…
ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି । ଏହି ଘଟଣାରେ!-->…
ରାଜଧାନୀରେ ସୁନା ଦୋକାନ ସଟର ତାଡ଼ି ଲୁଟି ନେଲେ ଅଳଙ୍କାର
ଭୁବନେଶ୍ୱର: ରାଜଧାନୀରେ ସୁନା ଦୋକାନୀଙ୍କୁ ଚୁନା ଲଗାଇଲେ ଲୁଟେରା। ପଟିଆ ଷ୍ଟେସନ ନିକଟ କଳାରାହାଙ୍ଗ ମା ମଙ୍ଗଳା ଜୁଏଲାରୀ ଦୋକାନରୁ ଲୁଟ ହୋଇଛି। ସଟର ତାଡ଼ି ସୁନା ଦୋକାନରୁ ଲୁଟପାଟ କରିଛନ୍ତି ଲୁଟେରା।
ତେବେ କେତେ ପରିମାଣରରେ ସୁନା ଅଳଙ୍କାର ଲୁଟ ହୋଇଛି ସେ ନେଇ କିଛି ସ୍ପଷ୍ଟ!-->!-->!-->…
ରାଉରକେଲାରେ ଜୁଆ ଆଡ୍ଡାରେ ଚଢ଼ାଉ, ନଗଦ ଟଙ୍କା ସହ ଆଠ ଜଣ ଗିରଫ
ରାଉରକେଲା: ରାଉରକେଲାରେ ଏକ ବଡ଼ ଜୁଆ ଆଡ୍ଡା ଠାବ। ଆଠ ଜଣଙ୍କୁ ଗିରଫ କରିବା ସହ ବିପୁଳ ପରିମାଣର ଟଙ୍କା ଜବତ କରିଛି ପୋଲିସ।
ଇସ୍ପାତ ସହରର ଏକ ଜୁଆ ଆଡ୍ଡାରେ ଚାଲିଥିବା ବେଆଇନ କାମ ସମ୍ପର୍କରେ ସୂଚନା ପାଇ ରଘୁନାଥପଲ୍ଲୀ ଥାନା ଅଧିନରେ ଥିବା ଏହି ସ୍ଥାନରେ ପୁଲିସ ଚଢ଼ଉ କରିଥିଲା ବୋଲି!-->!-->!-->…
ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ୮ ମାସର ଶିଶୁ ସମେତ ୨ ମୃତ, ୪ ଗୁରୁତର
କଟକ: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ୮ ମାସର ଶିଶୁ ସମେତ ୨ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟିଛି ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଖୁଣ୍ଟୁଣୀ ନରସିଂହପୁର ଠାରେ। ଘଟଣାସ୍ଥଳରୁ ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ!-->…
ବାଙ୍କୀରେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ…
ବାଙ୍କୀ: ଖଣ୍ଡା ବୁଲାଇ ପୋଲିସକୁ ଆକ୍ରମଣ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ। ହାତରେ ଖଣ୍ଡା, ହାତୁଡି ଧରି ରାସ୍ତାରେ ବୁଲୁଛନ୍ତି । ଲୋକଙ୍କୁ ଭୟଭୀତ କରୁଛନ୍ତି । କଟକ ଜିଲ୍ଲା ବାଙ୍କୀ ବଜାରରେ ଆତଙ୍କରାଜ ଚଳାଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ତାଙ୍କ ନାଁ ସରୋଜ!-->…
ବିଧାୟକଙ୍କ ଅଫିସ ପରିସରରୁ ମିଳିଲା ବୋମା
ତାଳଚେର: ବିଧାୟକଙ୍କ କ୍ୟାମ୍ପରୁ ମିଳିଲା ବୋମା । ତାଳଚେର ବିଜେଡି ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଅଫିସ ପରିସରରୁ ବୋମା ଜବତ ହୋଇଛି । ଏ ବୋମା କିଏ ଆଣିଲା ଏବଂ କାହିଁକି ଆଣିଲା ତାହା ଜଣା ପଡିନାହିଁ । ତେବେ ବେମା ମିଳିବା ପରେ କ୍ୟାମ୍ପରେ ହଇଚଇ ପଡି ଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି!-->…
ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ…
ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି । ଏଭଳି କିଛି ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧ ମାଇଲ ଦୂର ଗଭୀର ସମୁଦ୍ରରେ। ମତ୍ସ୍ୟଜୀବୀମାନେ ସନ୍ଦିଗ୍ଧ !-->…
ପାଟଣାଗଡ ଟିକପାଲି ଅଞ୍ଚଳରେ ମାଛଧରାକୁ ନେଇ ବୀଭତ୍ସ ହତ୍ୟାକାଣ୍ଡ
ପାଟଣାଗଡ: ପାଟଣାଗଡ ଏନଏସି ଟିକପାଲିର ହୀରାସାଗର ଖଣିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗତକାଲି ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି । ମୃତକ ଟିକପାଲିର ଜିତେନ୍ଦ୍ର ଧୂବଳ ବୋଲି ଜଣାପଡିଛି । ସୂଚନା ଅନୁସାରେ, ଜିତେନ୍ଦ୍ର ଓ ଉଆଁଷୁ ମଧ୍ୟରେ ପୂର୍ବ ଶତୃତା!-->…