Browsing Category

ଅପରାଧ

ଫିରିଙ୍ଗିଆ ଅଞ୍ଚଳରୁ ଟିଫିନ ବୋମା ସାମଗ୍ରୀ ଜବତ…

ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଞ୍ଚଳରୁ ଟିଫିନ ବୋମା ସାମଗ୍ରୀ ଜବତ ହୋଇଛି । ଏକ ଷ୍ଟିଲ ଟିଫିନ,ତାର, ବ୍ୟାଟେରୀ ଓ ସେଲୋଟେପ ଜବତ ହୋଇଛି । କିଛି ଜିଲେଟିନ ମଧ୍ଯ ମିଳିଥିବା ସୂଚନା ମିଳିଛି ।ସୂଚନା ଅନୁଯାୟୀ, ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡ଼ିଙ୍ଗିଆ ପଞ୍ଚାୟତର…

ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ

କଟକ: ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ। ବିରୋଧ କରିବାରୁ ଗାଡ଼ିରୁ ଠେଲି ହତ୍ୟା ଉଦ୍ୟମ ଅଭିଯୋଗ। ଘଟଣା ଘଟିଛି କଟକ ଚୌଦ୍ବାର ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ତାଙ୍କ ଶରୀରରେ ଗଭୀର ଆଘାତ ଲାଗିଛି। ଅଭିଯୋଗ…

କବାଟ ଭାଙ୍ଗି ନେଇଗଲେ ୧୨ ଭରି ସୁନା, ୨୧ ଭରି ରୁପା

ଅନୁଗୁଳ: ତାଳଚେର ସାଉଥବଲଣ୍ଡାର ଏକ କ୍ୱାଟରରେ ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି। କ୍ବାଟରର କବାଟ ଭାଙ୍ଗି ୪ ଲକ୍ଷ ଟଙ୍କା, ୭୧ ଭରି ସୁନା, ୨୧ ଭରି ରୁପା ଚୋରି କରି ନେଇ ଯାଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ ନତଡା ଗାଁର ସୁଦର୍ଶନ ନାୟକ ଏମ୍ ସି ଏଲ୍ ରେ ଚାକିରି କରୁଥିବା…

ପୁରୀରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ବେପାରୀ ଗିରଫ

ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଜବତ…

ବନ୍ଧା ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ, ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ

ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ ନେଇ ଆଜି ସୂଚନା ଦେଇଛନ୍ତି ଜୋନ ୨ ଏସିପି…

ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

କଟକ:  ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ ।  କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ ପାଇଁ । ବିବାହାର ୭ ମାସ ପରେ ଆତ୍ମହତ୍ୟା କରିଛନ୍ତି ଦମ୍ପତ୍ତି । ବନ୍ଦ ଘରୁ ମିଳିଛି ସେମାନଙ୍କ…

ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା : ପାଞ୍ଚ ଜଣିଆ ଟିମ ଗଠନ ଅପରେସନ ଜୋରଦାର…

ବାଲିଗୁଡା,:କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର ଅପରେଶନ ଚାଲିଛି। କନ୍ଧମାଳ ଏସ୍‌ପି ଶୁଭେନ୍ଦୁ ପାତ୍ରଙ୍କ ତତ୍ତ୍ୱାବଧାନରେ ପାଞ୍ଚଟି ଥାନା ତଥା ବାଲିଗୁଡା, କ.…

ଗଡଗଡ଼ିଆ ଘାଟରୁ ମହିଳାଙ୍କ ମୃତଦେହ ଉଦ୍ଧାର…

କଟକ: ମହାନଦୀ ଗଡଗଡ଼ିଆ ଘାଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି । ମହିଳାଙ୍କ ବୟସ ୩୫ ରୁ ୪୦ ଭିତରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଉପସ୍ଥିତ ଥିବାବେଳେ ମୃତକ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି…

କୀଟନାଶକ ପିଇ ଯୁବକ ଗୁରୁତର…

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମୁଖ୍ୟ…