Browsing Category

ଅପରାଧ

ସରକାରୀ ବାସଭବନରେ ବିଧାୟକ ଝିଆରୀଙ୍କ ଆତ୍ମହତ୍ୟା; ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ଭୁବନେଶ୍ୱର:ଓଡ଼ିଶା ବିଧାୟକଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭୁବନେଶ୍ୱର ଖାରବେଳନଗରସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରୁ ତାଙ୍କ ଶବ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ମୃତ ଛାତ୍ରୀ ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝିଙ୍କ ଝିଆରୀ…

ଫିରିଙ୍ଗିଆ ଥାନା ପୋଡ଼ି ଘଟଣା : ଭିଡିଓ ଫୁଟେଜ ଆଧାରରେ ୧୯ ଅଭିଯୁକ୍ତ ଗିରଫ

କନ୍ଧମାଳ: ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଆକ୍ସନ ମୁଡରେ ପୋଲିସ। ଭିଡିଓ ଫୁଟେଜ ଆଧାରରେ ୧୯ ଅଭିଯୁକ୍ତ ଗିରଫ । ଅନ୍ୟମାନଂକୁ ଖୁବଶୀଘ୍ର ଚିହ୍ନଟ କରାଯିବ । ଆକ୍ରମଣରେ ଗୁରୁତର ଏସଆଇଙ୍କୁ କଟକ ସ୍ଥାନାନ୍ତର କରଯାଇଛି । ଏହି ଘଟଣା ପରେ ଥାନା ଆଇଆଇସିଂକୁ ବଦଳି କରାଯାଇଛି । ୨ ହୋମଗାର୍ଡ…

୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲା, ଆଉ ୨ ଗିରଫ

ସୋନପୁର: ୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲାରେ ସୋନପୁର ପୋଲିସ ଆଉ ୨ ଜଣଙ୍କୁ ଗିରଫ କରିଛି । ଏହି ମାମଲାରେ ପୋଲିସ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିଲା । ଏବେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ସୂଚନା ଅନୁସାରେ, ସୋନପୁର ସହରରେ ଗତ ଜୁଲାଇ ୩୦…

ନକଲି ଯୁକ୍ତ ୨ ସାର୍ଟିଫିକେଟ୍ ମାମଲାରେ ଅଧ୍ୟାପକ ଗିରଫ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପୋଲିସ ଏକ ନକଲି ସାର୍ଟିଫିକେଟ୍ ରାକେଟର ପର୍ଦ୍ଦାଫାସ୍ କରିଛି । ମାମଲାରେ କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ରାଜନୈତିକ ବିଜ୍ଞାନ ଅଧ୍ୟାପକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଧ୍ୟାପକ ଜଣଙ୍କ ତପନ କୁମାର ପୃଷ୍ଟି, ଘର ଯାଜପୁର ବୋଲି ଜଣା ପଡ଼ିଛି । …

ଭଦ୍ରକରୁ ୧୭ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଭଦ୍ରକ: ଗ୍ରାମାଞ୍ଚଳ ପୋଲିସକୁ ବଡ଼ ସଫଳତା। ବିପୁଳ ପରିମାଣରେ ବ୍ରାଉନ ସୁଗାର ଜବତ କଲା ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ୧୧୮ ଗ୍ରାମର ବ୍ରାଉନ ସୁଗାର ଜବତ କରି ଜଣଙ୍କୁ ଗିରଫ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ପାଟ୍ରୋଲିଂ ବେଳେ…

୮ କୋଟିର ବ୍ୟାଙ୍କ ଋଣ ଜାଲିଆତି ମାମଲା, ଆଉ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର: ବ୍ୟାଙ୍କ ଋଣ ଘୋଟାଲା ମାମଲାରେ ରବିବାର ଅର୍ଥନୈତିକ ଅପରାଧ ଶାଖା (EOW) ଆଉ ୨ ଜଣଙ୍କୁ ଗିରଫ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କର ଫୁଲବାଣୀ ଶାଖାରେ ପ୍ରାୟ ୮ କୋଟି ଟଙ୍କାର ଋଣ ଜାଲିଆତି ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଓଡବ୍ଲୁ । ଗିରଫ ଅଭିଯୁକ୍ତ…

ବଦଳିଲେ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକ

ଫୁଲବାଣୀ: ପୋଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ଲଙ୍କାକାଣ୍ଡ ଘଟଣା‌ରେ ଆଇଆଇସିଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ସେହିପରି ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଏସମ୍ପର୍କରେ ସୂଚନା ଦେଇଛନ୍ତି…

କେମିତି ହେଲା ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁ? ବଢୁଛି ସସପେନ୍ସ

ଭୁବନେଶ୍ବର: ଭୁବନେଶ୍ବରରେ ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । କେମିତି ହେଲା ମୃତ୍ୟୁ? ଆତ୍ମହତ୍ୟା ନା ହତ୍ୟା ? ଅସ୍ପଷ୍ଟ ରହିଛି ମୃତ୍ୟୁର କାରଣ । ଗତକାଲି ଲକ୍ଷ୍ମୀସାଗର କଟକ ରୋଡ୍ ଦୀପାଳି ବାରେର ଥିବା ଲଜ ରୁମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା ।…

ଦୁଇ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଇଞ୍ଜିନିୟର ଗିରଫ

ନୟାଗଡ: ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ସଫ୍ଟଓ୍ୱୟାର ଇଞ୍ଜିନିୟରଙ୍କୁ ଗିରଫ କରିଛି ସାଇବର ପୋଲିସ। ମିଳିଥିବା ସୂଚନା ଅନୁଯାୟୀ, ନୟାଗଡ଼ ରଥଗଡାସାହିର ସିଦ୍ଧାର୍ଥ ପାଣିଗ୍ରାହୀ ଓରଫ ସାଗର କମ୍ପ୍ୟୁଟର ସାଇନ୍ସରେ ଇଞ୍ଜିନିୟରିଂ…

ପଥର ମାଫିଆଙ୍କ ଆକ୍ରମଣରେ ଆରଆଇଙ୍କ ଫାଟିଲା ମୁଣ୍ଡ

ଉଦଳା : ଆରଆଇଙ୍କ ମୁଣ୍ଡ ଫଟାଇଲେ ମାଫିଆ । ମୟୁରଭଞ୍ଜ ଜିଲା ଖୁଣ୍ଟା ତହସିଲ ଅଧୀନ ସପଞ୍ଚୁଆ ପଞ୍ଚାୟତର ସୁବର୍ଣ୍ଣମଞ୍ଜରୀ ଗ୍ରାମ ନିକଟରେ ଶନିବାର କାର୍ଯ୍ୟରତ ବଡପଥରା ରାଜସ୍ୱ ନିରୀକ୍ଷକଙ୍କୁ ପଥର ମାଫିଆ ମାଡ ମାରି ମୁଣ୍ଡ ଫଟାଇ ଦେଇଥିବା ଜଣାପଡ଼ିଛି। ତାଙ୍କୁ ଡୁକୁରା ଗୋଷ୍ଠୀ…